Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ପୁଣି ଏୟାର ଇଣ୍ଡିଆକୁ ବୋମା ଧମକ

Sanchar Live by Sanchar Live
September 4, 2024
in ଭାରତ
0
ପୁଣି ଏୟାର ଇଣ୍ଡିଆକୁ ବୋମା ଧମକ
0
SHARES
8
VIEWS
FacebookTwitter

ସଂଚାର ବ୍ୟୁରୋ: ନୂଆଦିଲ୍ଲୀରୁ ବିଶାଖାପାଟନମ ଯାଉଥିବା ଏୟାର ଇଣ୍ଡିଆ ବିମାନରେ ବୋମା ଆତଙ୍କ । ବିମାନଟି ମଝି ଆକାଶରେ ଥିବା ବେଳେ ବୋମା ଧମକ ଶୁଣିବା ପରେ ଯାତ୍ରୀ ଆତଙ୍କିତ ହୋଇପଡିଥିଲେ । ଏହାପରେ ବିମାନ ବିଶାଖାପାଟନମରେ ଓହ୍ଲାଇବା ପରେ ଯାଞ୍ଚ ହୋଇଥିଲା । ଆଉ ଯାଞ୍ଚରେ ଏହା ଗୁଜବ ବୋଲି ଜଣାପଡିଥିଲା ।

ବିଶାଖାପାଟଣା ଏୟାରପୋର୍ଟ ଡାଇରେକଟର ଏସ୍ ରାଜା ରେଡ୍ଡୀଙ୍କ ସୂଚନା ଅନୁଯାୟୀ, ୧୦୭ ଯାତ୍ରୀଙ୍କୁ ନେଇ ବିମାନଟି ଦିଲ୍ଲୀରୁ ବିଶାଖାପାଟଣା ଅଭିମୁଖେ ଉଡ଼ାଣ ଆରମ୍ଭ କରିଥିଲା । ବିମାନଟି ମଝି ଆକାଶରେ ଥିବା ବେଳେ ସେଥିରେ ବୋମା ଥିବା ନେଇ ଦିଲ୍ଲୀ ପୋଲିସ ପାଖକୁ ଏକ କଲ୍ ଆସିଥିଲା । ପୋଲିସ ତୁରନ୍ତ ଏହି ଖବର ଏୟାରଲାଇନ୍ସ ଓ ବିଶାଖାପାଟଣା ଏୟାରପୋର୍ଟକୁ ଦେଇଥିଲା ।

ଏହାପରେ ଏୟାରପୋର୍ଟ କର୍ତ୍ତୃପକ୍ଷ ତୁରନ୍ତ ବିମାନଟିକୁ ସୁରକ୍ଷିତ ଭାବେ ଅବତରଣ କରିଥିଲେ । ସଙ୍ଗେସଙ୍ଗେ ସମସ୍ତ ଯାତ୍ରୀଙ୍କୁ ବାହାର କରି ଯାଞ୍ଚ କରାଯାଇଥିଲା । ମାତ୍ର ବିମାନରୁ କୌଣସି ବୋମା ମିଳି ନ ଥିଲା ।

ସୂଚନାଯୋଗ୍ୟ, ଏହା ପୂର୍ବରୁ ଏୟାର ଇଣ୍ଡିଆ ବିମାନରେ ବୋମା ଧମକ ମିଳିଥିଲା । ଏୟାର ଇଣ୍ଡିଆ ବିମାନ ନଂ. ୬୫୭ ମୁମ୍ବାଇରୁ ଉଡ଼ାଣ ଭରିଥିଲା । ପରେ ବିମାନରେ ବୋମା ଥିବା ନେଇ ସୂଚନା ମିଳିବା ପରେ କେରଳର ଥିରୁବନନ୍ତପୁରମରେ ଏହା ଜରୁରୀ ଅବତରଣ କରିଥିଲା । ଗତ କିଛିଦିନ ତଳେ ମୁମ୍ବାଇରୁ ୧୩୫ ଜଣ ଯାତ୍ରୀ ଏବଂ ଚାଳକ ଦଳକୁ ନେଇ ଉଡାଣ ଭରିଥିବା ଏୟାର ଇଣ୍ଡିଆ ବିମାନରେ ବୋମା ଧମକ ମିଳିଥିଲା ।  ବିମାନର ଟଏଲେଟରେ ଟିସୁ ପେପରରେ ବୋମା ଥିବା ଧମକ ଲେଖାଯାଇଥିଲା । ତୁରନ୍ତ ବିମାନକୁ ଖାଲି କରାଯାଇ ଯାଞ୍ଚ କରାଯାଇଥିଲା । କିନ୍ତୁ ଏହି ଖବର ମଧ୍ୟ ଗୁଜବ ଥିଲା ।

ଜବଲପୁରରୁ ହାଇଦ୍ରାବାଦ ଯାଉଥିବା ଇଣ୍ଡିଗୋ ବିମାନ (6E 7308)କୁ ବୋମାରେ ଉଡ଼ାଇ ଦେବାକୁ  ଧମକ ମିଳିଥିଲା ।

Tags: Air indiabom
ShareTweetShareSend
Sanchar Live

Sanchar Live

Next Post
ଓଡ଼ିଶାରେ ଗ୍ରାମୀଣ ଶିକ୍ଷାକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ

ଓଡ଼ିଶାରେ ଗ୍ରାମୀଣ ଶିକ୍ଷାକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.