Wednesday, February 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜି ମାଘ ମାସ ଶୁକ୍ଳ ପକ୍ଷ ପଞ୍ଚମୀ ତିଥି, ପରମ୍ପରା ଅନୁଯାୟୀ ହେବ ରଥକାଠ ଅନୁକୂଳ ପୂଜା

Sanchar Live by Sanchar Live
January 23, 2026
in ଓଡିଶା
0
ଆଜି ମାଘ ମାସ ଶୁକ୍ଳ ପକ୍ଷ ପଞ୍ଚମୀ ତିଥି, ପରମ୍ପରା ଅନୁଯାୟୀ ହେବ ରଥକାଠ ଅନୁକୂଳ ପୂଜା
0
SHARES
12
VIEWS
FacebookTwitter

ପୁରୀ: ଚଳିତ ବର୍ଷର ରଥଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ମହାପ୍ରଭୁଙ୍କ ନିମନ୍ତେ ତିଆରି ହେବ ତିନିରଥ। ତେଣୁ ପରମ୍ପରା ଅନୁଯାୟୀ, ଶୁକ୍ରବାର ବସନ୍ତ ପଞ୍ଚମୀ ତିଥିରେ ରଥକାଠ ଅନୁକୂଳ ପୂଜା ହେବ। ବିଶ୍ୱ ବ୍ରହ୍ମାଣ୍ଡନାଥ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପ୍ରସ୍ତୁତିର ପ୍ରଥମ ପର୍ବ ଅନୁସାରେ ରଥଖଳାରେ କାଠ ପୂଜା ହେବ। ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ସମ୍ମୁଖରେ ୧୨ ଫୁଟିଆ ୩ ଖଣ୍ଡ ଧଉରା କାଠ ରଖାଯାଇଛି। ସନ୍ଧ୍ୟାରେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପରିସରରେ ମା’ ସରସ୍ୱତୀଙ୍କୁ ପୂଜାର୍ଚ୍ଚନା ପରେ ରଥକାଠ ଅନୁକୂଳ ପୂଜା ହେବ। ଚଳିତବର୍ଷ ରଥଯାତ୍ରା କିଭଳି ଶାନ୍ତିଶୃଙ୍ଖଳାର ସହିତ ସମାପନ ହେବ ସେ ନେଇ ଶ୍ରୀଜୀଉଙ୍କ ନିକଟରେ ପ୍ରାର୍ଥନା କରାଯିବ।

ରଥ ସଂହିତା ଅନୁଯାୟୀ, ତିନିରଥ ନିର୍ମାଣ ଲାଗି ମୋଟ ୮୬୫ ଖଣ୍ଡ କାଠ ଆବଶ୍ୟକ ହୋଇଥାଏ। ଗତବର୍ଷ ଆସିଥିବା କାଠ ମଧ୍ୟରୁ ୪୭ ଖଣ୍ଡ ବଳକା ରହିଛି। ବାକି ୮୧୮ଖଣ୍ଡ କାଠ ଏଥର ଆସିବ। ପ୍ରଥମ ପର୍ଯ୍ୟାୟରେ ଗତ ମଙ୍ଗଳବାର ୩ଟି ଟ୍ରକ୍‌ରେ ୮୩ଖଣ୍ଡ ଅସନ ଓ ଧଉରା କାଠ ଆସି ପହଞ୍ଚିଛି। ପରମ୍ପରା ଅନୁଯାୟୀ, ବସନ୍ତ ପଞ୍ଚମୀ ତିଥିରେ ରଥକାଠ ଅନୁକୂଳ ଏବଂ ପବିତ୍ର ଅକ୍ଷୟ ତୃତୀୟାରେ ରଥ ନିର୍ମାଣ ଅନୁକୂଳ ହେବାର ବିଧି ରହିଛି। ତେଣୁ ଶୁକ୍ରବାର ରଥକାଠ ଅନୁକୂଳ ପୂଜା ହେବ। ସେହିପରି ଶ୍ରୀରାମ ନବମୀରେ କଟକସ୍ଥିତ ଖପୁରିଆ କରତ କଳରେ ରଥକାଠ ଚିରଟ ଏବଂ ଅକ୍ଷୟ ତୃତୀୟାରେ ମହାପ୍ରଭୁଙ୍କ ତିନିରଥ ନିର୍ମାଣ ଅନୁକୂଳ କରାଯିବ

Tags: odisharathajatrasaraswati puja
ShareTweetShareSend
Sanchar Live

Sanchar Live

Next Post
ଆଜି ଦିନଟି ଏହି ରାଶି ପାଇଁ ଅତ୍ୟନ୍ତ ଶୁଭ

ଆଜି ଦିନଟି ଏହି ରାଶି ପାଇଁ ଅତ୍ୟନ୍ତ ଶୁଭ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଗଞ୍ଜେଇ ଚାଲାଣର ନୂଆ ତରିକା, କୋବି ଭିତରେ….
  • ହ୍ବାଟସଆପରେ ମିଳିବ ରାଜସ୍ବ ସେବା
  • ବିରାଟଙ୍କୁ ପଛରେ ପକାଇଲେ ବାବର, ଭାଙ୍ଗିଲେ ଏହି ରେକର୍ଡ
  • ନିୟମ ମାନ ନହେଲେ ଭାରତ ଛାଡିଦିଅ… ହ୍ୱାଟ୍ସଆପ
  • ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ କନ୍ୟା ବିବାହ ଯୋଜନା ଆରମ୍ଭ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.