Wednesday, February 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ପରଲୋକରେ ଅଭିଜିତ ମଜୁମଦାର

Sanchar Live by Sanchar Live
January 25, 2026
in ଓଡିଶା
0
ପରଲୋକରେ ଅଭିଜିତ ମଜୁମଦାର
0
SHARES
128
VIEWS
FacebookTwitter

ପରଲୋକରେ ଅଭିଜିତ ମଜୁମଦାର । ଦୀର୍ଘ ଦିନ ଧରି ଚିକିତ୍ସିତ ହେଉଥିଲେ । ଶେଷରେ ତାଙ୍କ ଦେହାନ୍ତ ହୋଇଛି । ୫୪ ବର୍ଷ ବୟସରେ ଭୁବନେଶ୍ୱର ଏମ୍ସରେ ଅଭିଜିତ୍‌ଙ୍କ ଦେହାନ୍ତ । ଲିଭର୍ ଜନିତ ସମସ୍ୟା ପାଇଁ ଚିକିତ୍ସିତ ହେଉଥିଲେ ଅଭିଜିତ୍‌ ।

କିଛି ଦିନ ପୂର୍ବରୁ ଖବର ଆସିଥିଲା ସୁସ୍ଥ ହେଉଛନ୍ତି କଣ୍ଠଶିଳୀ ତଥା ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର । ତାଙ୍କର ସବୁ ଅଙ୍ଗ ପ୍ରତ୍ୟଙ୍ଗ ଭଲ ରହିଛି । ଏନେଇ ସୂଚନା ଦେଇଥିଲେ ଭୁବନେଶ୍ୱର ଏମ୍ସ ନିର୍ଦ୍ଦେଶକ। ଦୀର୍ଘ ଦିନ ଧରି କୋମାରେ ଥିଲେ ଅଭିଜିତ । ଅସୁସ୍ଥତା କାରଣରୁ ଗତ ସେପ୍ଟେମ୍ବର ମାସରୁ ଡାକ୍ତରଖାନାରେ ଭର୍ତ୍ତି ହୋଇ ଆଇସିୟୁରେ ଥିଲେ ଅଭିଜିତ। ତାପରେ ସମସ୍ତ ବିପଦରୁ ମୁକ୍ତ ଥିବା ଏମ୍ସ ନିର୍ଦ୍ଦେଶକ ସୂଚନା ଦେଇଥିଲେ । କିନ୍ତୁ ଶେଷରେ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ଅଧିକ ଜଟିଳ ହୋଇଥିଲା । ଡାକ୍ତରମାନେ ଯେତେ ଚେଷ୍ଟା କରିଥିଲେ ମଧ୍ୟ ତାଙ୍କୁ ବଞ୍ଚାଇ ପାରିନଥିଲେ ।

ଅଭିଜିତ ମଜୁମଦାରଙ୍କ ଜନ୍ମ ୧୧ ସେପ୍ଟେମ୍ବର ୧୯୭୧ । ସେ ଜଣେ ଓଡ଼ିଆ ସଙ୍ଗୀତ ନିର୍ଦ୍ଦେଶକ ଓ ଗାୟକ । ୨୦୦୦ ମସିହାରେ ସେ ଓଡ଼ିଆ କଥାଚିତ୍ର ଜଗତରେ ସଙ୍ଗୀତ ନିର୍ଦ୍ଦେଶନା ଦେବା ଆରମ୍ଭ କରିଥିଲେ । ସେ ଓଡ଼ିଆ କଥାଚିତ୍ର ସମେତ ଓଡ଼ିଆ ଆଧୁନିକ ଆଲବମ୍, ଭଜନ, ସମ୍ବଲପୁରୀ ଆଲବମ୍, ଓଡ଼ିଆ ଧାରାବାହିକ ଆଦିର ଗୀତ ପ୍ରସ୍ତୁତ କରିଛନ୍ତି । ୧୯୯୧ ମସିହାରେ ଅଭିଜିତ ପ୍ରଥମ କରି ସଙ୍ଗୀତ ଜଗତରେ କାର୍ଯ୍ୟ କରିବା ଆରମ୍ଭ କରିଥିଲେ । ତାଙ୍କ ନିର୍ଦ୍ଦେଶିତ ପ୍ରଥମ ସମ୍ବଲପୁରୀ ଆଲବମ୍ ଥିଲା ଦକ୍ସି ଗଲା । ଅଭିଜିତ୍‌ ମଜୁମଦାର ପ୍ରଥମେ ଜଣେ ଅଧ୍ୟାପକ ଥିଲେ, ମାତ୍ର ୧୯୯୬ ମସିହାରେ ସଙ୍ଗୀତ କ୍ଷେତ୍ରରେ କାମ କରିବା ପାଇଁ ଚାକିରିରୁ ଇସ୍ତଫା ଦେଇ କଟକରେ ପହଞ୍ଚିଥିଲେ । ସେ ଓଡ଼ିଆ ଚଳଚ୍ଚିତ୍ର, ଆଲବମ୍ ଏବଂ ସମ୍ବଲପୁରୀ ଇଣ୍ଡଷ୍ଟ୍ରି ପାଇଁ ୭୦୦ରୁ ଅଧିକ ଗୀତ ନିର୍ମାଣ କରିଛନ୍ତି ।

କଥାଚିତ୍ର ଓ ଆଲବମ୍ ବ୍ୟତୀତ ଅଭିଜିତ କିଛି ଦୂରଦର୍ଶନରେ ମଧ୍ୟ କାର୍ଯ୍ୟ କରିଛନ୍ତି । ବିଭିନ୍ନ ଟିଭି ଚ୍ୟାନେଲରେ ଅନ୍ତାକ୍ଷରୀ କାର୍ଯ୍ୟକ୍ରମର ଉପସ୍ଥାପକ ତଥା ବିଚାରକ ଭାବରେ କାର୍ଯ୍ୟ କରିଛନ୍ତି । ତରଙ୍ଗ ଟିଭିରେ ମେଲୋଡି ନାଇଟ୍‌ସ୍ ଉଇଥ୍ ଅଭିଜିତ୍ ମଜୁମଦାର, ଲକ୍‌ଡାଉନ୍ ଅନ୍ତାକ୍ଷରୀ, ବ୍ୟାଣ୍ଡ୍ ବାଜା ବାରାତ୍ ଉଇଥ୍ ଅଭିଜିତ ମଜୁମଦାର ଭଳି କାର୍ଯ୍ୟକ୍ରମର ଉପସ୍ଥାପନା କରିଛନ୍ତି ।

Tags: Abhijitmajumdarollywoodpassesaway
ShareTweetShareSend
Sanchar Live

Sanchar Live

Next Post
ନଜର ପକାନ୍ତୁ ଆଜିର ରାଶିଫଳ ଉପରେ…

ରବିବାର : ଜାଣନ୍ତୁ କେମିତି କଟିବ ଆଜି?

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଗଞ୍ଜେଇ ଚାଲାଣର ନୂଆ ତରିକା, କୋବି ଭିତରେ….
  • ହ୍ବାଟସଆପରେ ମିଳିବ ରାଜସ୍ବ ସେବା
  • ବିରାଟଙ୍କୁ ପଛରେ ପକାଇଲେ ବାବର, ଭାଙ୍ଗିଲେ ଏହି ରେକର୍ଡ
  • ନିୟମ ମାନ ନହେଲେ ଭାରତ ଛାଡିଦିଅ… ହ୍ୱାଟ୍ସଆପ
  • ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ କନ୍ୟା ବିବାହ ଯୋଜନା ଆରମ୍ଭ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.