Tuesday, September 22, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ବିଦେଶ

ଆମେରିକାରେ ପୁଣି ଆଉ ଏକ ବିମାନ ଦୁର୍ଘଟଣା

Sanchar Live by Sanchar Live
January 26, 2026
in ବିଦେଶ
0
ଆମେରିକାରେ ପୁଣି ଆଉ ଏକ ବିମାନ ଦୁର୍ଘଟଣା

Oplus_131072

0
SHARES
36
VIEWS
FacebookTwitter

ଆମେରିକାରେ ପୁଣି ଆଉ ଏକ ବିମାନ ଦୁର୍ଘଟଣା ଘଟିଛି । ୮ ଜଣ ଲୋକଙ୍କୁ ନେଇ ଯାଉଥିଲାବେଳେ ଏହି ଘରୋଇ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିବାର ସୂଚନା ପ୍ରଶାସନ ଦେଇଛି  । ବମ୍ବାର୍ଡିୟର୍ ଚ୍ୟାଲେଞ୍ଜର ୬୦୦ ରବିବାର ସନ୍ଧ୍ୟା ପ୍ରାୟ ୭ଟା ୪୫ ମିନିଟ୍ ସମୟରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି । ବିମାନରେ ଥିବା ଲୋକଙ୍କ ଅବସ୍ଥା ସମ୍ପର୍କରେ କୌଣସି ସୂଚନା ମିଳିନାହିଁ । FAA ଏବଂ ଜାତୀୟ ପରିବହନ ସୁରକ୍ଷା ବୋର୍ଡ ଦୁର୍ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି ।

ସୂଚନାନୁଯାୟୀ, ଅଧିକାଂଶ ଅଞ୍ଚଳ ତୁଷାରପାତ ସମସ୍ୟାର ସମ୍ମୁଖୀନ କରୁଥିବା ସମୟରେ ଏହି ଦୁର୍ଘଟଣା ଘଟିଛି । ବମ୍ବାର୍ଡିୟର ଚ୍ୟାଲେଞ୍ଜର 600 ହେଉଛି ଏକ ବଡ଼ ବିଜନେସ୍ ଜେଟ୍ । ଯାହା ୯ ରୁ ୧୧ ଜଣ ଯାତ୍ରୀଙ୍କ ପାଇଁ ଡିଜାଇନ୍ କରାଯାଇଛି । ଏହି ସମୟରେ ତୁଷାରପାତ ଲଗାତାର ଲାଗି ରହିଥିବାରୁ ଏପରି ଦୁର୍ଘଟଣା ଘଟିଛି ।

ଅନ୍ୟପଟେ ସମସ୍ତଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଅଧିକାଂଶ ବିମାନ ଏବଂ ସଡ଼କ ପରିବହନ ବନ୍ଦ କରାଯାଇଛି ଦକ୍ଷିଣ-ପୂର୍ବରେ ଲକ୍ଷ ଲକ୍ଷ ଘର ଏବଂ ବ୍ୟବସାୟ ବିଦ୍ୟୁତ୍ ବିଚ୍ଛିନ୍ନ ହୋଇଯାଇଛି ।

Tags: americaflight crass
ShareTweetShareSend
Sanchar Live

Sanchar Live

Next Post
ବଢିଲା ଅଙ୍ଗନୱାଡି ପିଲାଙ୍କ ପୋଷାକର ମୂଲ୍ୟ

ବଢିଲା ଅଙ୍ଗନୱାଡି ପିଲାଙ୍କ ପୋଷାକର ମୂଲ୍ୟ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଫାରୋସ୍ କପ୍୨୦୨୬ ରେ ଓଡ଼ିଶା ଏଏମ୍/ଏନ୍ଏସ୍ ଇଣ୍ଡିଆଜିମ୍ନାଷ୍ଟିକ୍ସ ହାଇ ପରଫର୍ମାନ୍ସ ସେଣ୍ଟର ଆଥଲେଟ କରିଶ୍ମାଙ୍କ ରୌପ୍ୟ ପଦକ ହାସଲ
  • ପୁରୀରେ ସମୁଦ୍ର ଅଶାନ୍ତ, ଲାଗିଲା ନାଲି ପତାକା
  • ଆଜି ସ୍ୱର୍ଣ୍ଣ ପଦକ ପାଇଁ ହେବ ମହାଲଢେଇ
  • ବଙ୍ଗୋପସାଗରରେ ଗଭୀର ଅବପାତ ସମ୍ଭାବନା, ପ୍ରବଳ ଛେଚିବ
  • ମଧ୍ୟପ୍ରଦେଶ ଅଘଟଣ: ଏକସଙ୍ଗେ ଜଳିଲା ୭ ଜୁଇ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.