Sunday, November 8, 2026
  • About
  • Advertise
  • Careers
  • Contact
sanchar.live
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ
  • Login
No Result
View All Result
sanchar.live
Home ଓଡିଶା

କମିଲା ସୁନା ଦର

Sanchar Live by Sanchar Live
January 31, 2026
in ଓଡିଶା
0
0
SHARES
8
VIEWS
Facebook
Twitter

ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର ।

ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୬୦,୫୮୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୪୭,୨୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୬୦,୫୮୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୪୭,୨୦୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୬୦,୫୮୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୪୭,୨୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୬୦,୭୩୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୪୭,୩୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୬୨,୫୫୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୪୯,୦୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୬୦,୫୮୦ ଓ ୧,୪୭,୨୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୩,୫୦,୦୦୦ ଟଙ୍କା ହୋଇଛି ।

Related posts

ଦୀପାବଳି ରାତିରେ କଡ଼ା ପହରା: ବାଣ ଫୁଟାଇବା ପୂର୍ବରୁ ଜାଣିରଖନ୍ତୁ ନିୟମ

ଦୀପାବଳି ରାତିରେ କଡ଼ା ପହରା: ବାଣ ଫୁଟାଇବା ପୂର୍ବରୁ ଜାଣିରଖନ୍ତୁ ନିୟମ

November 8, 2026
ପବିତ୍ର ଦୀପାବଳି ପାଇଁ ଗାଁଠୁ ସହର ଉତ୍ସବ ମୁଖର

ପବିତ୍ର ଦୀପାବଳି ପାଇଁ ଗାଁଠୁ ସହର ଉତ୍ସବ ମୁଖର

November 8, 2026

କେମିତି ଜାଣିବେ ସୁନାର ଶୁଦ୍ଧତା ଜାଣନ୍ତୁ –

ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ । ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।

Tags: goldpriceodisha

POPULAR NEWS

  • ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    0 shares
    Share 0 Tweet 0
  • ଯଦି ଏବେ ଓଡ଼ିଶାରେ ଭୋଟ ହୁଏ, ଜିତିବ କିଏ ?

    0 shares
    Share 0 Tweet 0
  • ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ନିର୍ମମ ହତ୍ୟା

    0 shares
    Share 0 Tweet 0
  • ଟୁଇନି ସିଟିରେ ପଲଙ୍କ ସେବାରେ ବାଂଲାଦେଶୀ ଯୁବତୀ

    0 shares
    Share 0 Tweet 0
  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ

    0 shares
    Share 0 Tweet 0
sanchar.live

We bring you the best Premium WordPress Themes that perfect for news, magazine, personal blog, etc.

Follow us on social media:

Recent News

  • ଦୀପାବଳିରେ ଅଘଟଣ: ନଜର ପକାନ୍ତୁ ଦେଶର ବିଭିନ୍ନ ସ୍ଥାନରେ ଘଟିଥିବା ଅଘଟଣ ଉପରେ…
  • ରାତିରେ ଶୋଇବାବେଳେ କେଶ ବାନ୍ଧି ଶୋଇବେ ନା ଖୋଲିକି ଶୋଇବେ?
  • ୧୯ ବର୍ଷରୁ କମ୍ ଏସୀଆ କପରେ ଭାରତର ପରାଜୟ: ହରାଇଲା ପାକିସ୍ତାନ

Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Newsletter

  • About
  • Advertise
  • Careers
  • Contact

© 2026 Sanchar - Technology Partner OneByte.

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ

© 2026 Sanchar - Technology Partner OneByte.