Wednesday, March 25, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ସଡକ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ

Sanchar Live by Sanchar Live
February 8, 2026
in ଓଡିଶା
0
ସଡକ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ
0
SHARES
22
VIEWS
FacebookTwitter

କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ ଚାନ୍ଦୋଳ ବଜାର ନିକଟରେ ସଡକ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି ।  ମୃତକ ନୟାଗଡ଼ ଇଟାମାଟି ଗାଁର ତ୍ରିଲୋଚନ ମୁଦୁଲି ବୋଲି ଜଣାପଡିଛି ।  ତ୍ରିଲୋଚନ ନିଜ ବାଇକ୍ ଯୋଗେ କଟକ ଯାଉଥିବା ବେଳେ ଚାନ୍ଦୋଳ ବଜାର ଠାରେ ତାଙ୍କ ବାଇକ ଆଗକୁ ହଠାତ ଗୋଟିଏ ବାଇକ ପସିଆସିବାରୁ ତ୍ରିଲୋଚନ ଅସବାଧନତା ହୋଇ ରାସ୍ତା ଉପରକୁ ଛିଟିକି ପଡିଥିଲେ ।  ଏହି ସମୟରେ ସାମନା ପଟୁ ଆସୁଥିବା ଏକ କାର୍ ତାଙ୍କ ଉପରେ ଚଢି ଯାଇଥିଲା ।  ତାଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାକୁ ନିଆଯାଇଥିଲା ।  ହେଲେ ଡାକ୍ତର ତ୍ରିଲୋଚଙ୍କୁ ସେଠାରେ ମୃତ ଘୋଷଣା କରିଥିଲେ ।  ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣାର ଦୃଶ୍ୟ ସିସି କ୍ୟାମେରାରେ କଏଦ ହୋଇଛି ।  ସଦର ଥାନା ପୋଲିସ ଉଭୟ ଗାଡି ଜବତ କରି ତଦନ୍ତ ଚଳାଇଛି ।

Tags: accidentkendrapadaodisha
ShareTweetShareSend
Sanchar Live

Sanchar Live

Next Post
ରାଜ୍ୟରେ ପୁଣି ବଢିଲା ଶୀତ

ରାଜ୍ୟରେ ପୁଣି ବଢିଲା ଶୀତ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କନଫର୍ମ ହୋଇଥିବା ଟିକେଟ୍ ବାତିଲ ନିୟମରେ ପରିବର୍ତ୍ତନ
  • ଦେଶରେ ସରି ସାରି ଆସୁଛି କି ପେଟ୍ରୋଲ- ଡିଜେଲ
  • ସରିଲା ଚଳନ୍ତି ରତ୍ନଭଣ୍ଡାର ଗଣତି ମଣତି
  • ବିଧାନସଭାରେ ଉପସ୍ଥାପିତ ହେଲା ଗୃହ ବିଭାଗର ଶ୍ୱେତପତ୍ର
  • RCB ର ନୂତନ ମାଲିକ ଆର୍ଯ୍ୟମାନ ବିର୍ଲା କିଏ ?

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.