Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ରାଜନୀତି

କେରଳ ଓ ତ୍ରିପୁରା ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲେ ମୋହନ ମାଝୀ

Sanchar Live by Sanchar Live
September 4, 2024
in ରାଜନୀତି
0
କେରଳ ଓ ତ୍ରିପୁରା ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲେ ମୋହନ ମାଝୀ
0
SHARES
7
VIEWS
FacebookTwitter

ସଂଚାର ବ୍ୟୁରୋ: କେରଳ ଓ ତ୍ରିପୁରା ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଜି ସଂଧ୍ୟାରେ କେରଳର ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ ଓ ତ୍ରିପୁରାର ମୁଖ୍ୟମନ୍ତ୍ରୀ ମାନିକ ଶାହାଙ୍କ ସହିତ ଫୋନ ଯୋଗେ ଆଲୋଚନା କରି ଉଭୟ ରାଜ୍ୟରେ ପ୍ରାକୃତିକ ବିପର୍ଯ୍ୟୟ ଯୋଗୁଁ ଘଟିଥିବା କ୍ଷୟକ୍ଷତି ପାଇଁ ସମବେଦନା ପ୍ରକାଶ କରିଛନ୍ତି । ଉଭୟ ରାଜ୍ୟରେ ବିପର୍ଯ୍ୟୟ ପରବର୍ତ୍ତୀ ପୁନରୁଦ୍ଧାର ଓ ପୁନଃନିର୍ମାଣ କାର୍ଯ୍ୟ ପାଇଁ ଓଡିଶା ସହଯୋଗର ହାତ ବଢାଇବା ପାଇଁ ପ୍ରସ୍ତୁତ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏଥିପାଇଁ ଉଭୟ କେରଳ ଓ ତ୍ରିପୁରାକୁ ୫ କୋଟି ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରାଯିବ । ଏହି ସହାୟତା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ପ୍ରଦାନ କରାଯିବ । ଉଭୟ କେରଳ ଓ ତ୍ରିପୁରାର ମୁଖ୍ୟମନ୍ତ୍ରୀ ଏହି ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି । ବିପର୍ଯ୍ୟୟ ସମୟରେ ଉଭୟ ରାଜ୍ୟରେ ଥିବା ଓଡ଼ିଆ ଲୋକଙ୍କୁ ସାହାଯ୍ୟ ଓ ସହାୟତା କରିଥିବାରୁ ମୁଖ୍ୟମନ୍ତ୍ରୀ ଉଭୟ ରାଜ୍ୟ ର ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ। ଗତ ମାସରେ ଉଭୟ ରାଜ୍ୟ ପ୍ରଳୟଙ୍କରୀ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲେ । କେରଳରେ ଭୂସ୍ଖଳନ ଓ ତ୍ରିପୁରାରେ ବନ୍ୟା ଯୋଗୁଁ ବ୍ୟାପକ ଧନଜୀବନ ନଷ୍ଟ ହୋଇଥିଲା ।

 

Tags: keralmohan majhi
ShareTweetShareSend
Sanchar Live

Sanchar Live

Next Post
ହରିୟାଣା ନିର୍ବାଚନ ଲାଗି ପ୍ରକାଶ ପାଇଲା ବିଜେପିର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା

ହରିୟାଣା ନିର୍ବାଚନ ଲାଗି ପ୍ରକାଶ ପାଇଲା ବିଜେପିର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.