Monday, February 16, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ନଜର ପକାନ୍ତୁ ଆଜିର ରାଶିଫଳ

Sanchar Live by Sanchar Live
February 16, 2026
in ଜୀବନ ଶୈଳୀ
0
ନଜର ପକାନ୍ତୁ ଆଜିର ରାଶିଫଳ
0
SHARES
23
VIEWS
FacebookTwitter

ମେଷ-
ମାନସିକ ଦୁଶ୍ଚିନ୍ତା ଟିକେ କମ୍ ରହିବ। ବନ୍ଧୁ ମିଳନ ଏବଂ ପରିବାରରେ ସୁଖଶାନ୍ତି ପ୍ରାପ୍ତି ହେବ । ଚାକିରିରେ ଅସ୍ଥିରତା ମନ ରହିବ, ମାନସିକ ଦୁଶ୍ଚିନ୍ତା ଲାଗି ରହିବ । ରାଜନୈତିକ କ୍ଷେତ୍ରରେ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧି ହେବ । ବିଦ୍ୟାକ୍ଷେତ୍ରରେ ଅତ୍ମବିଶ୍ୱାସ ବୃଦ୍ଧି ପାଇବା ସହ ପ୍ରଶଂସା ପାଇବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା’ ବଗଳାମୂଖିଙ୍କର ମନ୍ତ୍ର ପାଠ କରନ୍ତୁ
ବୃଷ-
ନିଜ ପରିସରରେ ଅନ୍ୟମାନଙ୍କ ସାହାଯ୍ୟରୁ ଆଶା କରିଥିବା ଦିଗରୁ ଅର୍ଥଲାଭ ହେବ । କର୍ମ କ୍ଷେତ୍ରରେ ମିଥ୍ୟାଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିବାକୁ ବାଧ୍ୟ ହେବେ । ବିଳାସ ଉପକରଣ କ୍ରୟ କରିବା ସକାଶେ ଘରୁ ବରାଦ ପାଇପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ମିଥୁନ-
ପାରିବାରିକ ଅସ୍ୱାସ୍ଥ୍ୟକର ପରିସ୍ଥିତିକୁ ନେଇ ଚିନ୍ତିତ ରହିବେ । ବ୍ୟବସାୟରେ ଅଳ୍ପ ପରିଶ୍ରମ କରି ଅଧିକ ଧନ ପାଇବାର ଆଶା ଦେଖାଦେବ । ରାଜନୀତିରେ ଆର୍ଥିକ ଲାଭ ହୋଇପାରେ । ଇଚ୍ଛା ନଥିଲେ ମଧ୍ୟ ପରିସ୍ଥିତିରେ ପଡି ଜମି ବିକ୍ରୟ କରିବେ । ସାମାଜିକ କ୍ଷେତ୍ରରେ ଆପଣଙ୍କର କାର୍ଯ୍ୟକଳାପ ବୃଦ୍ଧି ପାଇବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ନିଜର ଖାଇବାର କିଛି ଅଂଶ ଗାଇକୁ ଖାଇବାକୁ ଦିଅନ୍ତୁ
କର୍କଟ-
ଉପସ୍ଥିତ ବୁଦ୍ଧି ବଳରେ ପରିବାରରେ ସୁସମ୍ପର୍କ ସ୍ଥାପନ କରିବାରେ ସଫଳ ହେବେ । ବ୍ୟବସାୟ, ପରିବହନ, ନିର୍ମାଣ, କଚେରି ମାମଲାରେ ଉନ୍ନତି ହେବ । ଆର୍ଥିକ ସ୍ଥିତି ମଜଭୁତ କରିବାକୁ ହେଲେ କଷ୍ଟ ସ୍ୱୀକାର କରିବାକୁ ପଡିପାରେ । ସଭାସମିତି ଓ ମାଙ୍ଗଳିକ କାମ ସକାଶେ ଅନ୍ୟମାନଙ୍କ ସାହାଯ୍ୟ ଲୋଡିବାକୁ ବାଧ୍ୟ ହୋଇପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଧଳା ରଙ୍ଗର ପୋଷାକ ବ୍ୟବହାର କରନ୍ତୁ
ସିଂହ-
ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ଅଫିସରେ ଅଧିକ କାମ କାରଣରୁ ଘର କଥା ବୁଝିବାକୁ ସମୟ ପାଇବେ ନାହିଁ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ରାମଙ୍କୁ ପୂଜା କରନ୍ତୁ
କନ୍ୟା-
ଆଜି ସାମାନ୍ୟ ଅସ୍ଥିରତା ମଧ୍ୟରେ କାର୍ଯ୍ୟସାଧନ କରିବାରେ ସଫଳ ହେବେ। ପାରିବାରିକ କ୍ଷେତ୍ରରେ ସାହାଯ୍ୟ ଓ ସହଯୋଗ ପାଇ କାମ ତ୍ୱରାନ୍ବିତ କରିବା ନିଷ୍ପତ୍ତି ନେଇପାରନ୍ତି। ଆର୍ଥିକ ସ୍ବଚ୍ଛଳତା ଫେରି ପାଇବେ ସତ ଆଶା କରିଥିବା ଦିଗରୁ ଅର୍ଥପ୍ରାପ୍ତି ହେବ ନାହିଁ। ସେବା ଓ ପରୋପକାର ଯୋଗୁ ସାମାଜିକ କ୍ଷେତ୍ରରୁ ମଧ୍ୟ ପ୍ରଶଂସା ମିଳିବ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମିଠା ଖାଇ ଘରୁ ବାହରନ୍ତୁ
ତୁଳା-
ମହିଳା ମାନେ ବନ୍ଧୁ ପରିଜନଙ୍କ ଠାରୁ ପ୍ରଶଂସିତ ହେବେ । କୌଣସି ଗୃହ, ଜମିଜମା ସମ୍ବନ୍ଧୀୟ ବିଷୟରେ ଯୋଗାଯୋଗ କଲେ ଅବଶ୍ୟ ଉପକୃତ ହେବେ । ଆବଶ୍ୟକତା ପୂରଣ କରିବା ପାଇଁ ପର ପାଖରେ ମୁଣ୍ଡ ନୁଆଇଁବାକୁ ପଡିପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମଙ୍କର ଫଟକୁ ପୂଜାର୍ଚ୍ଚନା କରନ୍ତୁ
ବିଛା-
କେତେକ ସାଧାରଣ ଘଟଣାକୁ କେନ୍ଦ୍ରକରି ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ। ଉଚ୍ଚଶିକ୍ଷା, ପରୀକ୍ଷା, ନୂତନ ବନ୍ଧୁ ସମ୍ପର୍କ ସ୍ଥାପନ କ୍ଷେତ୍ରରେ ଆଶା ଅନୁଯାୟୀ ଫଳ ପାଇବେ। କର୍ମକ୍ଷେତ୍ରରେ ଉପର କର୍ମକର୍ତ୍ତା ପ୍ରଶଂସା କରିପାରନ୍ତି। ବନ୍ଧୁ ନିକଟରେ ମନକଥା ଲୁଚାଇପାରିବେ ନାହିଁ ଓ କହି ମନସ୍ତାପ କରିବେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସୂର୍ଯ୍ୟ ଦେବତାଙ୍କୁ ନାଲି ମନ୍ଦାର ଅର୍ପଣ କରନ୍ତୁ
ଧନୁ-
ଧନୁ-
ପାରିବାରିକ ଜୀବନରେ ଉତ୍ସାହ ଓ ପ୍ରେରଣା ମିଳିବ । ଚାକିରି କ୍ଷେତ୍ରରେ ଆପଣଙ୍କ ଭଲ କାମ ଦେଖି ସହକର୍ମୀ ମାନେ ଇର୍ଷାପରାୟଣ ହେବେ । ଅଧିକ କ୍ରୋଧ କରି ନିଜର କ୍ଷତି କରିପାରନ୍ତି । ଶିକ୍ଷାର୍ଥୀ ମାନେ ଉଚ୍ଚ ଶିକ୍ଷା ଲାଭ କରିବେ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ
ମକର-
ଆପଣଙ୍କ ଉନ୍ନତିରେ ଈର୍ଷାପରାୟଣ ହୋଇ ବିଭିନ୍ନ ପ୍ରକାରର ସମସ୍ୟା ସୃଷ୍ଟି କରିପାରନ୍ତି । ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ ଏବଂ ସ୍ଥଗିତ କାର୍ଯ୍ୟ ସମ୍ପନ୍ନ କରିବେ । ସମ୍ପର୍କୀୟଙ୍କ ପରୋକ୍ଷ ଶତ୍ରୁତା କାରଣରୁ କେତେକ ସୁଯୋଗ ହାତଛଡା ହୋଇପାରେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା’ ଶାରଳାଙ୍କ ଆରଧନା କରନ୍ତୁ
କୁମ୍ଭ-
ପରିବାରରେ ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁ ମନରେ ସରସତା ରହିବ ନାହିଁ । ସାଂସାରିକ ଜୀବନ ସୁଖମୟ ହେବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । କର୍ମ କ୍ଷେତ୍ରରେ ବହୁ ବାଧା ସହି ସଫଳତା ହାସଲ କରିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ମୀନ-
ବନ୍ଧୁମାନଙ୍କ ସହାୟତାରେ ପାରିବାରିକ ଅବସ୍ଥାରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ। ବାଣିଜ୍ୟ,ବ୍ୟବସାୟ କ୍ଷେତ୍ରରେ ବିଭିନ୍ନ ସମସ୍ୟା ଦେଖାଦେଇପାରେ। ଆନୁଷ୍ଠାନିକ କ୍ଷେତ୍ରରେ ସତ୍‍ସଙ୍ଗ ଓ ମନୋରଞ୍ଜନ କାମରୁ ପ୍ରଶଂସିତ ହେବେ। ସହକର୍ମୀଙ୍କ ପରୋକ୍ଷ ସୂଚନାରୁ ହଠାତ୍‍ କୌଣସି ଘଟଣା ମନକୁ ବିବ୍ରତ କରିପାରେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ

Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
ଶେଷ ଯାତ୍ରା ପୂର୍ବରୁ ଶେଷ ଦର୍ଶନ : ଆଜି ହେବ ଗୀତା ପଟ୍ଟନାୟକଙ୍କ ଅନ୍ତିମ ସଂସ୍କାର

ଶେଷ ଯାତ୍ରା ପୂର୍ବରୁ ଶେଷ ଦର୍ଶନ : ଆଜି ହେବ ଗୀତା ପଟ୍ଟନାୟକଙ୍କ ଅନ୍ତିମ ସଂସ୍କାର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ରାସେଶ୍ୱରୀ ପାଣିଗ୍ରାହୀଙ୍କ ଦେହାନ୍ତ, ମୁଖ୍ୟମନ୍ତ୍ରୀ ଏବଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ଶୋକ ପ୍ରକାଶ
  • ଶେଷ ଯାତ୍ରା ପୂର୍ବରୁ ଶେଷ ଦର୍ଶନ : ଆଜି ହେବ ଗୀତା ପଟ୍ଟନାୟକଙ୍କ ଅନ୍ତିମ ସଂସ୍କାର
  • ନଜର ପକାନ୍ତୁ ଆଜିର ରାଶିଫଳ
  • ଏପ୍ରିଲ ୨୨ରେ ଖୋଲିବ କେଦାରନାଥ
  • ଆଗାମୀ ଦିନରେ ଆହୁରି ୪୫ ହଜାର ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବାକୁ ନିଷ୍ପତ୍ତି

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.