Thursday, March 5, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆସନ୍ତା ୫ ଦିନ ପ୍ରବଳ ବର୍ଷା

Sanchar Live by Sanchar Live
September 5, 2024
in ଓଡିଶା
0
ଆସନ୍ତା ୫ ଦିନ ପ୍ରବଳ ବର୍ଷା
0
SHARES
15
VIEWS
FacebookTwitter

ସଂଚାର ବ୍ୟୁରୋ: ଆଜିଠୁ ବଙ୍ଗୋପସାଗରରେ ଲଘୁଚାପ । ପଶ୍ଚିମକେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର । ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ଏହାର ପ୍ରଭାବରେ ଆଗାମୀ ପାଞ୍ଚଦିନ ଯାଏ ରାଜ୍ୟରେ ବର୍ଷା ଲାଗି ରହିବ । କେତେକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ଥିବା ବେଳେ ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ଆଗାମୀ ୨୪ ଘଣ୍ଟାରେ ପ୍ରବଳ ବର୍ଷା ନେଇ ୩ଜିଲ୍ଲା ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁରକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଆଜି ପ୍ରବଳ ବର୍ଷା ନେଇ ଦକ୍ଷିଣ ଓଡ଼ିଶାର ୯ ଜିଲ୍ଲା ୟେଲୋ ଆଲର୍ଟ ଜାରି କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ୟେଲୋ ଆଲର୍ଟ ଜାରି ହୋଇଥିବା ଜିଲ୍ଲାମାନଙ୍କୁ ସତର୍କ କରିଛନ୍ତି ସ୍ବତନ୍ତ୍ର ରିଲିଫ କମିସନର । କୌଣସି ପ୍ରକାର ସ୍ଥିତିର ମୁକାବିଲା ପାଇଁ ସଜାଗ ରହିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି। ସହରାଞ୍ଚଳର ତଳିଆ ଅଞ୍ଚଳରେ ପାଣି ଜମିବାର ଆଶଙ୍କା ଥିବାରୁ ଜଳ ନିଷ୍କାସନର ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି ।

Tags: odisharainweather report
ShareTweetShareSend
Sanchar Live

Sanchar Live

Next Post
୧୬ ନମ୍ବର ଜାତୀୟ ରାଜପଥରେ ଦୁର୍ଘଟଣା, ଜଣେ ମୃତ

୧୬ ନମ୍ବର ଜାତୀୟ ରାଜପଥରେ ଦୁର୍ଘଟଣା, ଜଣେ ମୃତ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.