Monday, February 23, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜି ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

Sanchar Live by Sanchar Live
February 23, 2026
in ଓଡିଶା
0
ଆଜି ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
0
SHARES
12
VIEWS
FacebookTwitter

ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ । ସୃଷ୍ଟ ଲଘୁଚାପ ପ୍ରଭାବରେ ଆଜିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଉତ୍ତର ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଆକାଶ ମେଘୁଆ ରହିବ । ଘଡ଼ଘଡ଼ି ସହ ବର୍ଷା ନେଇ ଆଜି ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଓ ଭଦ୍ରକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବର୍ଷା ସହ କିଛି ସ୍ଥାନରେ ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ରହିଛି । ସେପଟେ ବିଭିନ୍ନ ସ୍ଥାନର ଦିନ ତାପମାତ୍ରା ଉପରମୁହାଁ ହେଉଛି । ଦିନରେ ପ୍ରବଳ ଖରା ଓ ତାତି ଅନୁଭୂତ ହେଉଛି । ଆସନ୍ତାକାଲି ମୟୂରଭଞ୍ଜ, ଯାଜପୁର ଓ କଟକରେ ହୋଇପାରେ ବର୍ଷା ।

Tags: odisharainweatherreport
ShareTweetShareSend
Sanchar Live

Sanchar Live

Next Post
ଦଣ୍ଡନାଚରେ ଅଶ୍ଳୀଳତାକୁ ନା

ଦଣ୍ଡନାଚରେ ଅଶ୍ଳୀଳତାକୁ ନା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଦଣ୍ଡନାଚରେ ଅଶ୍ଳୀଳତାକୁ ନା
  • ଆଜି ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ଆଜି ଏହି ରାଶିକୁ ମିଳିବ ଖୁସି ଖବର
  • ବେଦାନ୍ତ ଆଲୁମିନିୟମର ଜ୍ଞାନ ଜ୍ୟୋତି କାର୍ଯ୍ୟକ୍ରମ ରାୟଗଡ଼ା ଏବଂ କଳାହାଣ୍ଡିରେ ଶିକ୍ଷାଦାନକୁ ସ୍ମାର୍ଟ କରିଛି
  • କେନ୍ଦ୍ରାପଡ଼ାରେ ଲଜ୍ଜା, ପୁଣି ଗୁରୁ ନାଁରେ କଳଙ୍କ !

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.