Monday, April 13, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home Uncategorized

ଖଣି ଅଫିସରଙ୍କ ଘରୁ ମିଳିଲା ୪ କୋଟି

Sanchar Live by Sanchar Live
February 25, 2026
in Uncategorized
0
ଖଣି ଅଫିସରଙ୍କ ଘରୁ ମିଳିଲା ୪ କୋଟି
0
SHARES
1
VIEWS
FacebookTwitter

ଖଣି ଅଫିସରଙ୍କ ଘରୁ ମିଳିଲା ୪ କୋଟି । ଓଡ଼ିଶା ଭିଜିଲାନ୍ସ ଇତିହାସରେ ସବୁଠାରୁ ବଡ଼ ନଗଦ ଜବତ । କଟକ ସର୍କଲ ଖଣି ଉପ ନିର୍ଦ୍ଦେଶକ ଦେଵବ୍ରତ ମହାନ୍ତିଙ୍କ ଘରେ ଟଙ୍କାର ପାହାଡ଼ । ଭୁବନେଶ୍ୱର ପଟିଆସ୍ଥିତ ଫ୍ଲାଟରୁ ୪ କୋଟିରୁ ଅଧିକ ନଗଦ ଟଙ୍କା ଜବତ କରିଛି ଭିଜିଲାନ୍ସ । ଓଡ଼ିଶା ଭିଜିଲାନ୍ସ ଇତିହାସରେ ଏହା ଏବେ ସୁଦ୍ଧା ସବୁଠାରୁ ବଡ଼ ନଗଦ ଟଙ୍କା ଜବତ ବୋଲି କୁହାଯାଉଛି । ଟ୍ରଲି ବ୍ୟାଗ୍ ଏବଂ ଆଲମିରା ଭିତରେ ଲୁଚାଇ ରଖାଯାଇଥିବା ୪ କୋଟିରୁ ଅଧିକ ଟଙ୍କା ମିଳିଛି । ତାଙ୍କ ଅଫିସ୍ ଡ୍ରୟରରୁ ମଧ୍ୟ ୧କୋଟି ୨୦ ଲକ୍ଷ ଟଙ୍କା ମିଳିଛି । ଟଙ୍କା ଗଣତି ଏବେ ମଧ୍ୟ ଜାରି ରହିଛି ।

ଭୁବନେଶ୍ୱର ପାହଳଠାରେ ଏକ ଦୁଇ ମହଲା କୋଠା ଏବଂ ପ୍ରାୟ ୧୩୦ ଗ୍ରାମର ସୁନା ଗହଣା ଠାବ ହୋଇଛି । ଆୟ ବର୍ହିଭୁତ ସମ୍ପତ୍ତି ଯାଞ୍ଚ କରୁଛି ଭିଜିଲାନ୍ସ । ଭୁବନେଶ୍ୱର ଫ୍ଲାଟ୍, ଭଦ୍ରକର ପୈତୃକ ଘର ଏବଂ କଟକ ଅଫିସରେ ଏକକାଳୀନ ୩ଟି ସ୍ଥାନରେ ଚଢ଼ାଉ କରାଯାଇଥିଲା । ଜଣେ ବ୍ୟବସାୟୀଙ୍କୁ କୋଇଲା ଡିପୋରୁ ସୁରୁଖୁରୁରେ କୋଇଲା ପରିବହନ ପାଇଁ ଅନୁମତି ଦେବା ବଦଳରେ ୩୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ । ଲାଇସେନ୍ସପ୍ରାପ୍ତ କୋଇଲା ବ୍ୟବସାୟୀଙ୍କ ଠାରୁ ଟଙ୍କା ନେଉଥିବା ବେଳେ ଭିଜିଲାନ୍ସ ତାଙ୍କୁ କାବୁ କରିଛି ।

Tags: cuttackodishavigilanceraid
ShareTweetShareSend
Sanchar Live

Sanchar Live

Next Post
ଗୁରୁବାର : ଏହି ରାଶିକୁ ମିଳିବ ଧନ

ଗୁରୁବାର : ଏହି ରାଶିକୁ ମିଳିବ ଧନ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ପୁଣି ବିବାଦରେ ଫସିଲେ ନାଣ୍ଡ ବାବୁ
  • ଏକାଥରକେ ୬ ଡିଗ୍ରୀ ବଢ଼ିଯିବ ତାତି, ଏହିସବୁ ଜିଲ୍ଲାର ଲୋକ ହେବେ କଲବଲ
  • ହିମାଳୟରେ ସାରଥୀଙ୍କ ଧ୍ୟାନ ମୁଦ୍ରା, ଫଟୋ ହେଉଛି ଭାଇରାଲ
  • କମିଲା ସୁନା ଦର, ଜାଣନ୍ତୁ ଆଜିର ଦାମ
  • ଆଜି ବ୍ୟାଟରଙ୍କ ଲଢେଇ : RR କୁ ଭେଟିବ SRH

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.