Saturday, September 12, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ବିଦେଶ

ଇରାନର ସର୍ବୋଚ୍ଚ ନେତା ଆୟୋତଲା ଅଲ୍ଲୀ ଖାମେନେଇଙ୍କ ମୃତ୍ୟୁ

Sanchar Live by Sanchar Live
March 1, 2026
in ବିଦେଶ
0
ଇରାନର ସର୍ବୋଚ୍ଚ ନେତା ଆୟୋତଲା ଅଲ୍ଲୀ ଖାମେନେଇଙ୍କ ମୃତ୍ୟୁ

Oplus_131072

0
SHARES
34
VIEWS
FacebookTwitter

ଇରାନର ସର୍ବୋଚ୍ଚ ନେତା ଆୟୋତଲା ଅଲ୍ଲୀ ଖାମେନେଇଙ୍କ ମୃତ୍ୟୁ ନେଇ ସ୍ପଷ୍ଟ କରିଛି ଇରାନ । ଆମେରିକା ଓ ଇସ୍ରାଏଲର ଏୟାର ଷ୍ଟ୍ରାଇକରେ ଖାମେନେଇଙ୍କ ସମେତ ତାଙ୍କ ଜ୍ୱାଇଁ, ଝିଅ ଏବଂ ପତ୍ନୀଙ୍କ ମୃତ୍ୟୁ ହୋଇଥିବା ଇରାନର ପକ୍ଷରୁ କୁହାଯାଇଛି । ଖାମେନେଇ ସହିଦ ହେଲେ ବୋଲି କହିଛି ଇରାନ । ଏପଟେ ଇରାନରେ ୪୦ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା କରାଯାଇଛି । ଜବାବରେ ଇରାନ ଆମେରିକାର ସାମରିକ ବେସ୍ ଓ ମଧ୍ୟପ୍ରାଚ୍ୟର କିଛି ଦେଶ ଉପରେ ମିସାଇଲ୍ ମାଡ଼ କରିଛି ।

ଇରାନର ସର୍ବୋଚ୍ଚ ନେତା ଆୟୋତଲା ଅଲ୍ଲୀ ଖାମେନେଇଙ୍କ ମୃତ୍ୟୁ । ଟ୍ରମ୍ପଙ୍କ ଦାବିକୁ ମାନିଛି ଇରାନ। ଗତକାଲି ଆମେରିକା ଓ ଇସ୍ରାଏଲର ଏୟାର ଷ୍ଟ୍ରାଇକରେ ଖାମେନେଇଙ୍କ ମୃତ୍ୟୁ ହୋଇଥିବା ଇରାନ ପକ୍ଷରୁ କୁହାଯାଇଛି । ଖାମେନେଇ ସହିଦ ହେଲେ ବୋଲି କହିଛି ଇରାନ। ଏପଟେ ଇରାନରେ ୪୦ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା କରାଯାଇଛି । ଏଥିସହ ଖାମେନେଇଙ୍କ ମୃତ୍ୟୁର ବଦଲା ଦିଆଯିବ ବୋଲି IRGC ପକ୍ଷରୁ ଚେତାବନୀ ଦିଆଯାଇଛି । ଜବାବରେ ଇରାନ ଆମେରିକାର ସାମରିକ ବେସ୍ ଓ ମଧ୍ୟପ୍ରାଚ୍ୟର କିଛି ଦେଶ ଉପରେ ମିସାଇଲ୍ ମାଡ଼ କରିଛି । ଖାମେନେଇଙ୍କ ମୃତ୍ୟୁ ନେଇ ସୋସିଆଲ ମିଡିଆରେ ଦାବି କରିଥିଲେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ଖାମେନେଇଙ୍କ ଇତିହାସର ସବୁଠୁ ନୃଶଂସ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା କହିଛନ୍ତି ଟ୍ରମ୍ପ। ତେବେ ଖାମେନେଇଙ୍କ ମୃତ୍ୟୁ ସତ୍ତ୍ବେ ହମଲା ଜାରି ରହିବ। ମଧ୍ୟପ୍ରାଚ୍ୟରେ ଶାନ୍ତି ପ୍ରତିଷ୍ଠା ଲକ୍ଷ୍ୟ ହାସଲ ନ ହେବା ଯାଏ ଆକ୍ରମଣ ଚାଲିବ ବୋଲି ଟ୍ରମ୍ପ କହିଛନ୍ତି ।

Tags: irankhemi
ShareTweetShareSend
Sanchar Live

Sanchar Live

Next Post
କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କାହିଁକି ଭାଇରାଲ ୮୦ ଦଶକର ଫଟୋ? ଆପଣ ଵି ଏମିତି କରନ୍ତୁ…
  • କେନାଲରେ ଭାସିଯାଇ ଭାଇ-ଭଉଣୀ ମୃତ
  • BRICS ସମ୍ମିଳନୀ ପାଇଁ ଦିଲ୍ଲୀରେ ପହଞ୍ଚିଲେ ସି ଜିନପିଙ୍ଗ
  • ଆଜିଠୁ ୪ ଦିନ ବ୍ୟାଙ୍କ ଛୁଟି
  • ଓଡ଼ିଆ ସାମ୍ବାଦିକତାରୁ କମୁଛି Gen-Z ଙ୍କ ଆଗ୍ରହ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.