Wednesday, September 23, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜିଠୁ ରାଜ୍ୟରେ ବଦଳିବ ପାଗ, ଏହିସବୁ ଜିଲ୍ଲାରେ ବର୍ଷିବ

Sanchar Live by Sanchar Live
March 8, 2026
in ଓଡିଶା
0
ଆଜିଠୁ ରାଜ୍ୟରେ ବଦଳିବ ପାଗ, ଏହିସବୁ ଜିଲ୍ଲାରେ ବର୍ଷିବ
0
SHARES
26
VIEWS
FacebookTwitter

ଓଡିଶା ଉପରେ ଏକ ଘୁର୍ଣ୍ଣିବଳୟ ସକ୍ରିୟ ରହିଛି। ସମୁଦ୍ରପତନର ୧.୫ କିମି ଯାଏ ଏହା ବିସ୍ତୃତ ହୋଇ ରହିଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବା ବେଳେ ଆଜି ପାଇଁ ପ୍ରବଳ ବର୍ଷା ସହ ସହ ବିଜୁଳି ଘଡଘଡି ନେଇ ବାଲେଶ୍ଵର,ମୟୂରଭଞ୍ଜ,କେଉଁଝର,ସୁନ୍ଦରଗଡ଼ କୁ ଜାରି ହୋଇଛି ଅରେଞ୍ଜ ଆଲର୍ଟ।
ରାଜ୍ୟରେ ଆଜି ଠାରୁ ଛେଚିବ ବର୍ଷା । ୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କରିଛି ପାଣିପାଗ ବିଭାଗ। ଏହି ସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବ । ଏହି ସମୟରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ହେବା ନେଇ ଆକଳନ କରାଯାଇଛି । ଅନ୍ୟପଟେ ବିଜୁଳି ଘଡଘଡି ସମୟରେ ବାହାରକୁ ନ ବାହାରିବା ସହ ଗଛ ତଳେ ଛିଡା ନ ହେବାକୁ ଉପଦେଶ ଦେଇଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦେଶିକା ଡ. ମନୋରମା ମହାନ୍ତି। ଏହା ପରେ ଦିନ ତାପମାତ୍ରା ୧ ରୁ ୨ ଡିଗ୍ରୀ ହ୍ରାସ ହେବାର ସମ୍ଭାବନା ରହିଛି ।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ଆକଳନ ଅନୁସାରେ, ରବିବାର କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ସୁନ୍ଦରଗଡ଼ର ବିଭିନ୍ନ ସ୍ଥାନରେ ଝଡ଼ବର୍ଷାର ଆଶଙ୍କା ଅଛି । ଏହି ସବୁ ସ୍ଥାନରେ ୪୦ରୁ ୫୦ କିମି ବେଗରେ ପବନ ବହିପାରେ । କେବଳ ୪ ଜିଲ୍ଲା ନୁହେଁ, ଉପକୂଳ ଓ ଦକ୍ଷିଣ ଓଡ଼ିଶାର ଏକାଧିକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ବୌଦ୍ଧର ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ ରହିଛି ।

ଆସନ୍ତାକାଲି  ଉତ୍ତର ଓଡ଼ିଶାର କିଛି ସ୍ଥାନରେ ବର୍ଷା ଆଶଙ୍କା ଅଛି । ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରଡ. ଶରତ ସାହୁ କହିଛନ୍ତି, କାଳବୈଶାଖୀ ପ୍ରଭାବରେ ରବିବାର ଓ ସୋମବାର କିଛି ସ୍ଥାନରେ ବର୍ଷା ହୋଇପାରେ । ଉପକୂଳ ଓଡ଼ିଶା ଓ ଉତ୍ତର ଓଡ଼ିଶାର ବିକ୍ଷିପ୍ତ ସ୍ଥାନରେ ବର୍ଷା ହୋଇପାରେ । କିନ୍ତୁ ବଡ଼ଧରଣର ବା ବିସ୍ତୃତ ଅଞ୍ଚଳରେ ବର୍ଷା ସମ୍ଭାବନା ନାହିଁ । ଶନିବାର ସୋନପୁରରେ ଦିନ ତାପମାତ୍ରା ସର୍ବାଧିକ ୩୭.୭ ଡିଗ୍ରୀ ସେଲସିୟସ୍ ରହିଥିଲା । ଟିଟିଲାଗଡ଼ରେ ୩୭.୬, ସମ୍ବଲପୁର ଓ ବଲାଙ୍ଗୀରରେ ୩୬.୪, ଝାରସୁଗୁଡ଼ାରେ ୩୬.୨, ନବରଙ୍ଗପୁରରେ ୩୬ ଡିଗ୍ରୀ ରହିଥିଲା। ତେବେ ବର୍ଷା ଫଳରେ ପ୍ରବଳ ତାତିରୁ ତ୍ରାହି ମିଳିବ।

Tags: odisharainweatherreport
ShareTweetShareSend
Sanchar Live

Sanchar Live

Next Post
ଏପ୍ରିଲ ୨୨ ତାରିଖରେ ଖୋଲିବ କେଦାରନାଥଙ୍କ ଦ୍ୱାର

ଏପ୍ରିଲ ୨୨ ତାରିଖରେ ଖୋଲିବ କେଦାରନାଥଙ୍କ ଦ୍ୱାର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଫାରୋସ୍ କପ୍୨୦୨୬ ରେ ଓଡ଼ିଶା ଏଏମ୍/ଏନ୍ଏସ୍ ଇଣ୍ଡିଆଜିମ୍ନାଷ୍ଟିକ୍ସ ହାଇ ପରଫର୍ମାନ୍ସ ସେଣ୍ଟର ଆଥଲେଟ କରିଶ୍ମାଙ୍କ ରୌପ୍ୟ ପଦକ ହାସଲ
  • ପୁରୀରେ ସମୁଦ୍ର ଅଶାନ୍ତ, ଲାଗିଲା ନାଲି ପତାକା
  • ଆଜି ସ୍ୱର୍ଣ୍ଣ ପଦକ ପାଇଁ ହେବ ମହାଲଢେଇ
  • ବଙ୍ଗୋପସାଗରରେ ଗଭୀର ଅବପାତ ସମ୍ଭାବନା, ପ୍ରବଳ ଛେଚିବ
  • ମଧ୍ୟପ୍ରଦେଶ ଅଘଟଣ: ଏକସଙ୍ଗେ ଜଳିଲା ୭ ଜୁଇ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.