Monday, March 16, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

SCB ଅଗ୍ନିକାଣ୍ଡ ଘଟଣା : ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ଶୋକ ପ୍ରକାଶ

Sanchar Live by Sanchar Live
March 16, 2026
in ଭାରତ
0
SCB ଅଗ୍ନିକାଣ୍ଡ ଘଟଣା : ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ଶୋକ ପ୍ରକାଶ

Oplus_131072

0
SHARES
13
VIEWS
FacebookTwitter

କଟକର ଏସସିବି ମେଡିକାଲର ଅଗ୍ନିକାଣ୍ତ ଘଟଣାରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ତାଙ୍କର ଗଭୀର ସମବେଦନା ଏବଂ ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ନିଜର X ଆକାଉଣ୍ଟ ଜରିଆରେ ପୋଷ୍ଟ କରି ସମବେଦନା ଜଣାଇଛନ୍ତି । ଏବଂ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ୍ ପାଣ୍ଠି (PMNRF) ରୁ ମୃତକଙ୍କ ପରିବାର ପାଇଁ ପ୍ରତ୍ୟେକ ମୃତକଙ୍କ ନିକଟତମ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯିବ । ଏହା ସହିତ ପ୍ରତ୍ୟେକ ଆହତ ବ୍ୟକ୍ତିଙ୍କୁ ୫୦,୦୦୦ ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରାଯିବ ବୋଲି ଘୋଷଣା କରିଛନ୍ତି ।

ସେହିପରି ମୁଖ୍ୟମନ୍ତ୍ରୀ ମୃତକଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କାର ସହାୟତା ଘୋଷଣା କରିଛନ୍ତି। ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ତଦନ୍ତ ରିପୋର୍ଟ ପରେ ନିଆଯିବ କାର୍ଯ୍ୟାନୁଷ୍ଠାନ । ଅଗ୍ନିଶମ ଡିଜିଙ୍କୁ ଘଟଣାର ତଦାରଖ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ବିଦ୍ୟୁତ ସର୍ଟ ସର୍କିଟରୁ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଥାଇପାରେ କହିଛନ୍ତି ମୁଖ୍ୟମନ୍ତ୍ରୀ ।

 

Tags: Dropadimurmupm modi
ShareTweetShareSend
Sanchar Live

Sanchar Live

Next Post
ଏପ୍ରିଲ ୧ ତାରିଖରୁ ମହଙ୍ଗା ହେବ ଟୋଲ ପାସ୍

ଏପ୍ରିଲ ୧ ତାରିଖରୁ ମହଙ୍ଗା ହେବ ଟୋଲ ପାସ୍

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କଂଗ୍ରେସର ତିନି ଜଣ ବିଧାୟକ କ୍ରସଭୋଟିଂ କଲେ କି?
  • ଏପ୍ରିଲ ୧ ତାରିଖରୁ ମହଙ୍ଗା ହେବ ଟୋଲ ପାସ୍
  • SCB ଅଗ୍ନିକାଣ୍ଡ ଘଟଣା : ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ଶୋକ ପ୍ରକାଶ
  • ବଡ଼ ବ୍ୟବଧାନରେ ଆମେ ନିଶ୍ଚୟ ଜିତିବୁ : ଜୟନାରାୟଣ
  • କାହାକୁ ଭୋଟ ଦେଲେ ସନା? ଜାଣନ୍ତୁ କଣ କହିଲେ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.