Thursday, March 19, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

୫ଦିନ କାଳବୈଶାଖୀ ଆଶଙ୍କା

Sanchar Live by Sanchar Live
March 19, 2026
in ଓଡିଶା
0
୫ଦିନ କାଳବୈଶାଖୀ ଆଶଙ୍କା
0
SHARES
40
VIEWS
FacebookTwitter

୫ଦିନ କାଳବୈଶାଖୀ ଆଶଙ୍କା । ଆସନ୍ତା ୨୨ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । କାଲି ପାଇଁ କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ । କୁଆପଥର ମାଡ଼ର ସମ୍ଭାବନା ରହିଛି । ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ ।

ସେହିପରି ଆସନ୍ତାକାଲି ପାଇଁ କନ୍ଧମାଳ, ରାୟଗଡ଼ା, କୋରାପୁଟ, ଗଜପତି ଓ ମାଲକାନଗିରି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ୨ ଦିନ ମଧ୍ୟରେ ଦିନ ତାପମାତ୍ରା ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ । ପରବର୍ତ୍ତୀ ସମୟରେ ୨ରୁ ୩ ଡିଗ୍ରି ସେଲସିୟସ ହ୍ରାସ ପାଇପାରେ ।

ସୂଚନାଯୋଗ୍ୟ, ଗାମୀ ୫ ଦିନ ରାଜ୍ୟରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା । ବିଭିନ୍ନ ସ୍ଥାନରେ ଦେଖିବାକୁ ମିଳିବ କାଳବୈଶାଖୀର ପ୍ରଭାବ । ଏନେଇ ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ଆସନ୍ତା ୨୦ ତାରିଖରେ ରାଜ୍ୟର ୨୪ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ପଶ୍ଚିମ ଓଡ଼ିଶାର ବରଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, କେଉଁଝର, ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ସହ ୫୦ରୁ ୬୦ କିଲୋମିଟର ପ୍ରତି ଘଣ୍ଟା ବେଗରେ ପବନ ବୋହିବା ନେଇ ଆକଳନ କରାଯାଇଛି ।

ଏଥିପାଇଁ ଏହି ସବୁ ଜିଲ୍ଲା ଗୁଡିକକୁ ଅରେଞ୍ଜ ୱର୍ଣ୍ଣିଂ ଜାରି କରାଯାଇଛି । ସେହିଭଳି ୨୧ ତାରିଖରେ ମୟୂରଭଞ୍ଜ, କେଉଁଝର ଓ ବାଲେଶ୍ୱର ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ସହ ୫୦ ରୁ ୬୦ କିଲୋମିଟର ପ୍ରତି ଘଣ୍ଟା ବେଗରେ ପବନ ବୋହିବା ନେଇ ଅରେଞ୍ଜ ୱର୍ଣିଙ୍ଗ ଜାରି କରାଯାଇଛି । ଗତ ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ହାଲୁକା ରୁ ମଧ୍ୟମ ଧରଣର ବର୍ଷା ରେକର୍ଡ କରାଯାଇଛି । ସୁନ୍ଦରଗଡ଼ ଜିଲ୍ଲାରେ ସର୍ବାଧିକ ୩୫ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ୯ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ିର ପ୍ରଭାବ ଦେଖିବାକୁ ମିଳିଛି ।

 

Tags: thunderstomsweatherreport
ShareTweetShareSend
Sanchar Live

Sanchar Live

Next Post
ଆଜିଠୁ ଆରମ୍ଭ ମାଟ୍ରିକ ଖାତା ଦେଖା

ଆଜିଠୁ ଆରମ୍ଭ ମାଟ୍ରିକ ଖାତା ଦେଖା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଚହଲ କହିଲେ କାହିଁକି ଛାଡିଲେ ମଦ?
  • ଆଜି ପୁଣି କମିଲା ସୁନା ଓ ରୁପା ଦର, ଜାଣନ୍ତୁ ଦାମ
  • ଆଜିଠୁ ଆରମ୍ଭ ମାଟ୍ରିକ ଖାତା ଦେଖା
  • ୫ଦିନ କାଳବୈଶାଖୀ ଆଶଙ୍କା
  • ଦାଶରଥି ଓ ସୋଫିଆ ସଭ୍ୟ ପଦ ରଦ୍ଦ ପାଇଁ କଂଗ୍ରେସର ଆବେଦନ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.