Thursday, November 5, 2026
  • About
  • Advertise
  • Careers
  • Contact
sanchar.live
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ
  • Login
No Result
View All Result
sanchar.live
Home ଓଡିଶା

ଭୁବନେଶ୍ବରରେ ଭୟଙ୍କର ଅଗ୍ନିକାଣ୍ଡ

Sanchar Live by Sanchar Live
March 20, 2026
in ଓଡିଶା
0
0
SHARES
26
VIEWS
Facebook
Twitter

ଭୁବନେଶ୍ବରରେ ଭୟଙ୍କର ଅଗ୍ନିକାଣ୍ଡ । ପ୍ରିୟଦର୍ଶିନୀ ମାର୍କେଟରେ ନିଆଁ । ଟେଡି ଦୋକାନରେ ଲାଗିଲା ନିଆଁ। ନୁଆ କରି ଦୋକାନ ଖୋଲିଥିବା ଦୋକାନରେ ଅଗ୍ନିକାଣ୍ଡ । ଟେଡି ଓ ଖେଳନା ଯୋଗୁ ନିଆ ମାତ୍ରାଧିକ ଭାବେ ବ୍ୟାପିଛି। ନିଆଁ ଲିଭା କାର୍ଯ୍ୟରେ ଅଗ୍ନିଶମ ବାହିନୀ ନିୟୋଜିତ ।

ସେହିପରି ଗୁରୁବାର, ଯାଜପୁର ଜିଲ୍ଲା ବଡ଼ ତ୍ରିଲୋଚନପୁର ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ ଘଟିଥିଲା । ଜଳିଗଲା ୪ଟି ପରିବାରର ୧୨ ବଖରା ଘର ।  ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିଲା ।  ରାତିରେ ହଠାତ୍ ଗ୍ରାମର ପରମାନନ୍ଦ ପଣ୍ଡାଙ୍କ ଘରେ କୌଣସି କାରଣରୁ ନିଆଁ ଲାଗି ଯାଇଥିଲା ।  ନିଆଁର ପ୍ରକୋପ ଏତେ ମାତ୍ରାରେ ଥିଲା ଯେ ଚାହୁଁଚାହୁଁ ଅନ୍ୟ ଘର ଗୁଡ଼ିକୁ ବ୍ୟାପି ଯାଇଥିଲା ।  ପ୍ରାୟ ୪ଜଣଙ୍କ ଘର ପୋଡ଼ି ପାଉଁଶ ହୋଇଛି ।  ଅଗ୍ନିଶମ ବିଭାଗର ୩ଟି ଦମକଳ ବାହିନୀ ପହଞ୍ଚି ନିଆକୁ ଆୟତ୍ତ କରିଥିଲେ। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି ।

Related posts

ବନ୍ୟା କ୍ଷୟକ୍ଷତି : କେନ୍ଦ୍ରୀୟ ଟିମକୁ ୨,୫୨୬ କୋଟି ସହାୟତା ମାଗିଲା ଓଡିଶା

ବନ୍ୟା କ୍ଷୟକ୍ଷତି : କେନ୍ଦ୍ରୀୟ ଟିମକୁ ୨,୫୨୬ କୋଟି ସହାୟତା ମାଗିଲା ଓଡିଶା

November 5, 2026
ଦୀପାବଳି ପୂର୍ବରୁ ନଜର ପକାନ୍ତୁ ଆଜିର ସୁନା ଦର ଉପରେ

ଦୀପାବଳି ପୂର୍ବରୁ ନଜର ପକାନ୍ତୁ ଆଜିର ସୁନା ଦର ଉପରେ

November 5, 2026

ସୂଚନାଯୋଗ୍ୟ, କଟକ ଏସସିବି ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟିଥିଲା । ନିଆଁ ଲାଗିଥିବା ହେତୁ ଲୋକମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଥିଲେ। ଅଗ୍ନିକାଣ୍ଡରେ ୧୦ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଥିଲା । ମୃତକଙ୍କ ପରିବାରକୁ ୨୫ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କରାଯାଇଥିଲା । ଅନ୍ୟପଟେ ମୃତକଙ୍କ ପରିଚୟ ମିଳିଥିଲା । ମୃତକମାନେ ହେଲେ ରମେଶ ପରିଡ଼ା, ଦାଶରୁ ମୁଣ୍ଡା, ଏମ୍ .ଡି ନ୍ୟୁମ୍ , ଗୌରାଙ୍ଗ ବାରକ, ଏସ୍ . କେ ଅବଦୁଲ ସତାର, ମଧୁସୂଦନ ଦଳାଇ, କୃଷ୍ଣଚନ୍ଦ୍ର ବିଶ୍ବାଳ ଓ ରବୀନ୍ଦ୍ର ଦାସ, ଚେରୁ ପରିଡ଼ା ଓ ମେନକା ରାଉତଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଥିଲା ।

Tags: bhubaneswarfireodisha

POPULAR NEWS

  • ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    0 shares
    Share 0 Tweet 0
  • ଯଦି ଏବେ ଓଡ଼ିଶାରେ ଭୋଟ ହୁଏ, ଜିତିବ କିଏ ?

    0 shares
    Share 0 Tweet 0
  • ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ନିର୍ମମ ହତ୍ୟା

    0 shares
    Share 0 Tweet 0
  • ଟୁଇନି ସିଟିରେ ପଲଙ୍କ ସେବାରେ ବାଂଲାଦେଶୀ ଯୁବତୀ

    0 shares
    Share 0 Tweet 0
  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ

    0 shares
    Share 0 Tweet 0
sanchar.live

We bring you the best Premium WordPress Themes that perfect for news, magazine, personal blog, etc.

Follow us on social media:

Recent News

  • ବନ୍ୟା କ୍ଷୟକ୍ଷତି : କେନ୍ଦ୍ରୀୟ ଟିମକୁ ୨,୫୨୬ କୋଟି ସହାୟତା ମାଗିଲା ଓଡିଶା
  • ଅନ୍ତର୍ଜାତୀୟ ଫୁଟବଲରୁ ରୋନାଲ୍ଡୋଙ୍କ ଅବସର
  • ଗିରଫ ଓ ଅଟକ ରଖିବାର ସମୟସୀମାକୁ ନେଇ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Newsletter

  • About
  • Advertise
  • Careers
  • Contact

© 2026 Sanchar - Technology Partner OneByte.

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ

© 2026 Sanchar - Technology Partner OneByte.