Saturday, March 28, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜି ପବିତ୍ର ରାମନବମୀ

Sanchar Live by Sanchar Live
March 27, 2026
in ଓଡିଶା
0
ଆଜି ପବିତ୍ର ରାମନବମୀ
0
SHARES
9
VIEWS
FacebookTwitter

ଆଜି ପବିତ୍ର ରାମନବମୀ। ଭଗବାନ ଶ୍ରୀରାମଙ୍କ ଜନ୍ମୋତ୍ସବ ଭାବେ ପାଳିତ ହେଉଥିବା ପବିତ୍ର ରାମ ନବମୀକୁ ନେଇ ସମଗ୍ର ରାଜ୍ୟରେ ଭକ୍ତିମୟ ପରିବେଶ ଦେଖିବାକୁ ମିଳିଛି । ପବିତ୍ର ରାମ ନବମୀ ଅବସରରେ ଗୁଞ୍ଜିଉଠୁଛି ଜୟ ଶ୍ରୀରାମ ଧ୍ୱନି । ଶ୍ରୀରାମଙ୍କ ଜନ୍ମୋତ୍ସବକୁ ନେଇ ଭକ୍ତମାନଙ୍କ ମନରେ ଅପାର ଆନନ୍ଦ ଓ ଆସ୍ଥାର ବହୁଛି । ସକାଳୁଠାରୁ ମନ୍ଦିରମାନେ ଭକ୍ତମାନଙ୍କର ଲମ୍ବା ଲାଇନ । ହାତରେ ଫୁଲ, ଧୂପ ଓ ପ୍ରସାଦ ନେଇ ଭଗବାନ ଶ୍ରୀରାମଙ୍କ ଦର୍ଶନ ପାଇଁ ଅତ୍ୟନ୍ତ ଆତୁର ଶ୍ରଦ୍ଧାଳୁମାନେ । ପୂଜାର୍ଚ୍ଚନା, ଭଜନ କୀର୍ତନ ଓ ରାମାୟଣ ପାଠରେ ମଗ୍ନ ହୋଇଯାଇଛି ସମଗ୍ର ପରିବେଶ ।

ଶ୍ରୀରାମଙ୍କ ଜନ୍ମ ମୁହୂର୍ତ୍ତକୁ ନେଇ ମନ୍ଦିର ମାନଙ୍କରେ ବିଶେଷ ନୀତିକାନ୍ତି କରାଯାଉଛି । ଘଣ୍ଟା ଧ୍ୱନି ଓ ଶଙ୍ଖ ନାଦରେ କମ୍ପିଉଠୁଛି ମନ୍ଧିର ପରିବେଶ । ଭକ୍ତମାନେ ଭାବବିହ୍ୱଳ ହୋଇ ପ୍ରଭୁଙ୍କ ଚରଣରେ ନମନ କରୁଛନ୍ତି । ରାମ ନବମୀ କେବଳ ଏକ ପର୍ବ ନୁହେଁ, ଏହା ଧର୍ମ, ସତ୍ୟ ଓ ନୀତିର ପଥରେ ଚାଲିବାର ପ୍ରେରଣା । ଏହି ପବିତ୍ର ଦିନରେ ଭକ୍ତମାନେ ମନରେ ଭଲପାଇବା, ଶାନ୍ତି ଓ ସଦଭାବର ଦୀପ ଜ୍ୱାଳାଉଛନ୍ତି । ରାଜ୍ୟ ରାଜଧାନୀ ଭୁବନେଶ୍ୱର ଥିବା ରାମ ମନ୍ଧିରରେ ସକାଳୁ ଭକ୍ତ ମାନଙ୍କ ସମାଗମ ଆରମ୍ଭ ହୋଇଛି । ରାମ ମନ୍ଧିରରେ ଆଜିର ଦିନରେ ବେଶ ଭିଡ଼ ଦେଖିବାକୁ ମିଳେ । ଭକ୍ତ ମାନଙ୍କ ଭିଡକୁ ଲକ୍ଷ୍ୟ କରି ସ୍ୱତନ୍ତ୍ର ଦର୍ଶନର ବ୍ୟବସ୍ଥା କରାଯାଇଛି । ମନ୍ଧିର ପରିସରରେ ବ୍ୟାରିକେଟ ରହିଥିବା ବେଳେ ପୋଲିସ ମୁତୟନ ରହିଛନ୍ତି । ରାମ ନବମୀକୁ ନେଇ ରାମ ମନ୍ଧିରରେ ଆଜି ସ୍ୱତନ୍ତ୍ର ନୀତିକାନ୍ତି ରହିଛି ।

Tags: jay sriramRam navami
ShareTweetShareSend
Sanchar Live

Sanchar Live

Next Post
ତେଲ ଟିକସ କମାଇଲେ କେନ୍ଦ୍ର ସରକାର

ତେଲ ଟିକସ କମାଇଲେ କେନ୍ଦ୍ର ସରକାର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କାଳବୈଶାଖୀ ପାଇଁ ଆଲର୍ଟ ଜାରି, ଏହିସବୁ ଜିଲ୍ଲାରେ…
  • ଦଶପଲ୍ଲା ଦୁର୍ଘଟଣା : ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା
  • ଏପ୍ରିଲ ପହିଲାରୁ ବଦଳିବ ଏହିସବୁ ନିୟମ
  • ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ଆଇପିଏଲ ଆରମ୍ଭରୁ ସିଏସକେକୁ ବଡ଼ ଝଟକା, ଧୋନି ଖେଳିବେନି ୨ ସପ୍ତାହ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.