Tuesday, April 14, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

କଦଳୀ ଖାଇଲେ ମିଳେ ଏହିସବୁ ଫାଇଦା

Sanchar Live by Sanchar Live
April 14, 2026
in ଜୀବନ ଶୈଳୀ
0
କଦଳୀ ଖାଇଲେ ମିଳେ ଏହିସବୁ ଫାଇଦା
0
SHARES
43
VIEWS
FacebookTwitter

ସୁସ୍ଥ ରହିବାକୁ କିଏ ବା ନଚାହେଁ । ସୁସ୍ଥ ରହିଲେ ମଣିଷ ସବୁ କାର୍ଯ୍ୟ କରିବାକୁ ସମର୍ଥ ହେଇଥାଏ । ହେଲେ ବର୍ତ୍ତମାନ ସମୟରେ ବିଭିନ୍ନ ପ୍ରକାରର ସମସ୍ୟା ଦେଖା ଦେଉଛି ଯାହା ଫଳରେ ଲୋକେ ଦିନ କୁ ଦିନ ରୋଗାଗ୍ରସ୍ଥ ହେଉଛନ୍ତି । ହେଲେ ଆଜି ଆପଣଙ୍କୁ ଏପରି ଗୋଟିଏ ଫଳ ବିଷୟରେ କହିବୁ ଯାହାକୁ ଆପଣମାନେ ଖାଇଲେ ସମ୍ପୂର୍ଣ୍ଣ ସୁସ୍ଥ ରହିପାରିବେ । ତେବେ ଆସନ୍ତୁ ଜାଣିବା ସେହି ଫଳର ନାମ କ’ଣ ?

ଏହି ଫଳର ନାମ ହେଉଛି ‘କଦଳୀ’ । ଏହି ଫଳଟିରେ କାର୍ବୋହାଇଡ୍ରେଟ୍, ଭିଟାମିନ୍ ଏ, ଭିଟାମିନ୍ ସି, ଭିଟାମିନ୍ ବି-୬, ଆଇରନ୍, ଫସଫରସ୍, କ୍ୟାଲସିୟମ, ମ୍ୟାଗ୍ନେସିୟମ, ଜିଙ୍କ, ସୋଡିୟମ ଏବଂ ପୋଟାସିୟମ ଭଳି ଉପାଦାନ ପ୍ରଚୁର ପରିମାଣରେ ରହିଛି । ଏହି ଫଳକୁ ସଠିକ୍ ପରିମାଣରେ ଏବଂ ସଠିକ୍ ଉପାୟରେ ଖାଇଲେ ଆପଣଙ୍କ ସ୍ବାସ୍ଥ୍ୟ ପାଇଁ ବହୁତ ଲାଭଦାୟକ ସାବ୍ୟସ୍ତ ହୋଇପାରେ । ଏଥି ସହ ଆସନ୍ତୁ ଜାଣିବା ଏହି ଫଳକୁ ଖାଇବାର ଲାଭ ।

ପେଟ ସମ୍ବନ୍ଧୀୟ ସମସ୍ୟା ଦୂର ହେବ :

କଦଳୀରେ ଥିବା ଉପାଦାନଗୁଡିକ ଆପଣଙ୍କ ଅନ୍ତନଳୀର ସ୍ବାସ୍ଥ୍ୟକୁ ବହୁତ ପରିମାଣରେ ଉନ୍ନତ କରିପାରେ । ପେଟ ସମ୍ବନ୍ଧୀୟ ସମସ୍ୟାରୁ ମୁକ୍ତି ପାଇବା ପାଇଁ ଏହି ଫଳକୁ ଡାଏଟ ପ୍ଲାନରେ ମଧ୍ୟ ସାମିଲ୍ କରିପାରିବେ । ଏଥି ସହ କୋଷ୍ଠକାଠିନ୍ୟ ସମସ୍ୟାରୁ ମୁକ୍ତି ପାଇଁ ମଧ୍ୟ କଦଳୀ ଖାଇପାରିବେ ।

ଏନର୍ଜି ଲେଭଲ ବଢ଼ାନ୍ତୁ :

ଆପଣ ଦିନସାରା କ୍ଲାନ୍ତ ଏବଂ ଦୁର୍ବଳ ଅନୁଭବ କରୁଛନ୍ତି କି? ତେବେ ଆପଣ ପ୍ରତିଦିନ ଖାଲି ପେଟରେ କଦଳୀ ଖାଇବା ଆରମ୍ଭ କରନ୍ତୁ । କଦଳୀ ଖାଇ ଆପଣଙ୍କ ଦିନ ଆରମ୍ଭ କଲେ ଆପଣ ସାରା ଦିନ ଏନର୍ଜିଟିକ୍ ଅନୁଭବ କରିପାରିବେ । ଏହା ବ୍ୟତୀତ ଯଦି ଆପଣ ଆପଣଙ୍କର ଓଜନ କମ୍ କରିବାକୁ ଚାହୁଁଛନ୍ତି, ତେବେ ପ୍ରତିଦିନ ଗୋଟିଏ କଦଳୀ ଖାଇବା ଆରମ୍ଭ କରନ୍ତୁ । କଦଳୀରେ ମିଳୁଥିବା ଉପାଦାନଗୁଡିକ ଆପଣଙ୍କ ଶରୀରର ମେଟାବୋଲିଜିମ୍ ବ୍ରୁଦ୍ଧି କରିବାରେ ପ୍ରଭାବଶାଳୀ ପ୍ରମାଣିତ ହୋଇପାରେ ।

ହାର୍ଟ ହେଲ୍ଥ ପାଇଁ ମଧ୍ୟ ପ୍ରଭାବଶାଳୀ :

କଦଳୀକୁ ହାର୍ଟ ହେଲ୍ଥ ପାଇଁ ମଧ୍ୟ ବହୁତ ଲାଭଦାୟକ ବୋଲି ବିବେଚନା କରାଯାଏ । କଦଳୀକୁ ସଠିକ୍ ପରିମାଣରେ ଖାଇବା ଦ୍ବାରା ହ୍ରୁଦ୍ ରୋଗର ଆଶଙ୍କା ହ୍ରାସ ପାଇପାରେ । ଏହା ବ୍ୟତୀତା, ଯଦି ଆପଣ ବ୍ଲଡ ପ୍ରେସରକୁ କଣ୍ଟ୍ରୋଲ କରିବାକୁ ଚାହୁଁଛନ୍ତି, ତେବେ ଆପଣ କଦଳୀ ମଧ୍ୟ ସେବନ କରିପାରିବେ ।

ତ୍ୱଚାରେ ଚମକ ଆଣିଥାଏ : 

କଦଳୀ ଖାଲି ଶରୀରକୁ ସୁସ୍ଥ ରଖେନାହିଁ ବରଂ ତ୍ୱଚାରେ ମଧ୍ୟ ଚମକ ଆଣିଥାଏ । ଯଦି ଆପଣ ସବୁଦିନ ସକାଳୁ ଗୋଟିଏ କଦଳୀ ଖାଇବା ଅଭ୍ୟାସ୍ କରନ୍ତି, ତେବେ ଆପଣଙ୍କ ତ୍ୱଚା ଗ୍ଲୋ କରିବାକୁ ଆରମ୍ଭ ହେବ । ଏଥି ସହ ଅନେକ ଲୋକ ନିଜ ଡାଏଟ୍ ପ୍ଲାନରେ କଦଳୀକୁ ମଧ୍ୟ ସାମିଲ୍ କରିଥାନ୍ତି । ତେବେ ଆପଣ ସବୁଦିନ କଦଳୀ ଖାଆନ୍ତୁ ଦେଖିବେ ଆପଣ ସମ୍ପୂର୍ଣ୍ଣ ଫିଟ୍ ରହବେ ଏବଂ ଆପଣଙ୍କୁ ରିଲାକ୍ସ ମଧ୍ୟ ଲାଗିବ ।

Tags: BananahelthtipsLifestle
ShareTweetShareSend
Sanchar Live

Sanchar Live

Next Post
ବିହାରରେ ପ୍ରଥମ ବିଜେପି ନୂଆ ମୁଖ୍ୟମନ୍ତ୍ରୀ ହେଲେ ସମ୍ରାଟ ଚୌଧୁରୀ

ବିହାରରେ ପ୍ରଥମ ବିଜେପି ନୂଆ ମୁଖ୍ୟମନ୍ତ୍ରୀ ହେଲେ ସମ୍ରାଟ ଚୌଧୁରୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ରାତିରେ ଲାଇଟ ଲଗାଇ ଶୋଉଥିଲେ ଜାଣିରଖ…
  • ବିହାରରେ ପ୍ରଥମ ବିଜେପି ନୂଆ ମୁଖ୍ୟମନ୍ତ୍ରୀ ହେଲେ ସମ୍ରାଟ ଚୌଧୁରୀ
  • କଦଳୀ ଖାଇଲେ ମିଳେ ଏହିସବୁ ଫାଇଦା
  • ବିହାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନୀତିଶ କୁମାର
  • ଆଜି ଆମ୍ବେଦକର ଜୟନ୍ତି, ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଷ୍ଟ୍ରପତି

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.