Tuesday, April 21, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

୫ ଦିନ ଯାଏଁ ରାଜ୍ୟରେ ପ୍ରବଳ ଗରମ ସହ ହିଟ୍ ୱେଭ ୱାର୍ଣ୍ଣିଂ

Sanchar Live by Sanchar Live
April 19, 2026
in ଓଡିଶା
0
ଡହଡହ ଖରାକୁ ଝାଞ୍ଜି ମାଡ଼, ୯ଟି ସ୍ଥାନରେ ୪୦ ଡିଗ୍ରୀ ଡେଇଁଲା ପାରଦ
0
SHARES
35
VIEWS
FacebookTwitter

ରାଜ୍ୟରେ କଲବଲ କରୁଛି ତାତି । ଆଗାମୀ ସପ୍ତାହରେ ଆହୁରି ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବଢିବା ସମ୍ଭାବନା ରହିଛି ।  ଆସନ୍ତା ପାଞ୍ଚ ଦିନ ଯାଏ ତାତିରୁ ନାହିଁ ତ୍ରାହି । ୫ ଦିନ ଯାଏଁ ରାଜ୍ୟରେ ପ୍ରବଳ ଗରମ ସହ ହିଟ୍ ୱେଭ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ଆଜି ୩ ଜିଲ୍ଲା ସୁନ୍ଦରଗଡ ସମ୍ବଲପୁର ଓ ବଲାଙ୍ଗୀରରେ ରାତିରେ ହିଟ୍ ୱେଭ୍ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୦ ଜିଲ୍ଲାରେ ୪୦ ଡିଗ୍ରୀ ଉପରେ ତାପମାତ୍ରା ରେକର୍ଡ ହୋଇଛି । ଆଜି ବି ରାଜ୍ୟରେ ପ୍ରବଳ ଖରା ଗରମ ଓ ଗୁଳୁଗୁଳି ଅନୁଭୂତ ହୋଇଛି ।

ପ୍ରବଳ ଗରମ ଓ ଗୁଳୁଗୁଳିକୁ ନେଇ ବାଲେଶ୍ୱର, ଭଦ୍ରକ,ଯାଜପୁର, କେନ୍ଦ୍ରାପଡା,କଟକ, ଖୋର୍ଦ୍ଧା, ପୁରୀ ,ନୟାଗଡ, ଜଗତସିଂହପୁର,ଗଂଜାମ ଓ ଗଜପତି ଏହି ୧୧ ଜିଲ୍ଲାକୁ ଉଷ୍ମ ଓ ଆଦ୍ର ସ୍ଥିତି ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ମାଲକାନଗିରି , କୋରାପୁଟ ,ରାୟଗଡା, ଗଂଜାମ, ଗଜପତି ଓ କନ୍ଧମାଳ ଭଳି ୬ ଜିଲ୍ଲାକୁ କୁ ବିଜୁଳି ଘଡଘଡି ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ଆସନ୍ତାକାଲି ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ବଲାଙ୍ଗୀର ଓ ନୂଆପଡା ଏହି ୫ ଜିଲ୍ଲାକୁ ହିଟଓ୍ୱେଭ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

Tags: odishaweatherreport
ShareTweetShareSend
Sanchar Live

Sanchar Live

Next Post
ଆଜି ରାଜସ୍ଥାନକୁ ଭେଟିବ KKR, ପ୍ରଥମ ବିଜୟ ଲକ୍ଷ୍ୟରେ ରାହାଣେ ବାହିନୀ

ଆଜି ରାଜସ୍ଥାନକୁ ଭେଟିବ KKR, ପ୍ରଥମ ବିଜୟ ଲକ୍ଷ୍ୟରେ ରାହାଣେ ବାହିନୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଗର୍ଭବତୀ ଅଛନ୍ତି ମୋନାଲିସା, ଏବେ କଣ ହେବ ମାମଲା….
  • ପ୍ୟାଣ୍ଟ ଭିତରେ ବିଛୁଆତି ପୁରେଇବା ଘଟଣା : ପ୍ରଧାନଶିକ୍ଷକ ନିଲମ୍ବିତ
  • ଏଣିକି କେଦାରନାଥରେ ମୋବାଇଲ ମନା
  • ୧୦ଦିନିଆ ଦିଲ୍ଲୀ ରହଣି ପରେ ଓଡ଼ିଶା ଫେରିଲେ ନବୀନ
  • ମହାନଦୀ ଜଳ ବିବାଦ : ମେ’ ୨ ରେ ପରବର୍ତ୍ତୀ ଶୁଣାଣି

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.