Tuesday, April 21, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଅକ୍ଷୟ ତୃତୀୟ ପୂର୍ବରୁ ନଜର ପକାନ୍ତୁ ଆଜିର ସୁନା ଦର ଉପରେ…

Sanchar Live by Sanchar Live
April 19, 2026
in ଓଡିଶା
0
ଜାଣନ୍ତୁ ଆଜି କଣ ରହିଛି ସୁନା ଦର
0
SHARES
167
VIEWS
FacebookTwitter

ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୫୫,୭୮୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୪୨,୮୦୦ ଟଙ୍କା ଛୁଇଁଛି ।

ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୫୫,୭୮୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ ସୁନାର ମୂଲ୍ୟ ହଜାର ୧,୪୨,୮୦୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ ମୂଲ୍ୟ ୧,୫୫,୭୮୦ ଟଙ୍କା ଓ ୨୨ କ୍ୟାରେଟ ମୂଲ୍ୟ ୧,୪୨,୮୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରଟେ୍ ୧,୫୫,୯୩୦ ଟଙ୍କା ଓ ୨୨ କ୍ୟାରେଟ ୧,୪୨,୯୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରଟେ ମୂଲ୍ୟ ୧,୫୬,୬୬୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୪୩,୬୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୫୫,୭୮୦ ଓ ୨୨ କ୍ୟାରଟ ମୂଲ୍ୟ ୧,୪୨,୮୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୭୫,୦୦୦ ଟଙ୍କା ହୋଇଛି ।

Tags: akhya trutiyagoldprice
ShareTweetShareSend
Sanchar Live

Sanchar Live

Next Post
ଆଜିଠୁ ଆରମ୍ଭ ଚାରିଧାମ ଯାତ୍ରା

ଆଜିଠୁ ଆରମ୍ଭ ଚାରିଧାମ ଯାତ୍ରା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଗର୍ଭବତୀ ଅଛନ୍ତି ମୋନାଲିସା, ଏବେ କଣ ହେବ ମାମଲା….
  • ପ୍ୟାଣ୍ଟ ଭିତରେ ବିଛୁଆତି ପୁରେଇବା ଘଟଣା : ପ୍ରଧାନଶିକ୍ଷକ ନିଲମ୍ବିତ
  • ଏଣିକି କେଦାରନାଥରେ ମୋବାଇଲ ମନା
  • ୧୦ଦିନିଆ ଦିଲ୍ଲୀ ରହଣି ପରେ ଓଡ଼ିଶା ଫେରିଲେ ନବୀନ
  • ମହାନଦୀ ଜଳ ବିବାଦ : ମେ’ ୨ ରେ ପରବର୍ତ୍ତୀ ଶୁଣାଣି

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.