Tuesday, April 21, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ପ୍ୟାଣ୍ଟ ଭିତରେ ବିଛୁଆତି ପୁରେଇବା ଘଟଣା : ପ୍ରଧାନଶିକ୍ଷକ ନିଲମ୍ବିତ

Sanchar Live by Sanchar Live
April 21, 2026
in ଓଡିଶା
0
ପ୍ୟାଣ୍ଟ ଭିତରେ ବିଛୁଆତି ପୁରେଇବା ଘଟଣା : ପ୍ରଧାନଶିକ୍ଷକ ନିଲମ୍ବିତ
0
SHARES
8
VIEWS
FacebookTwitter

ସ୍କୁଲରେ ଛାତ୍ରଙ୍କୁ ନିର୍ଯ୍ୟାତନା ଦେବା ପଡିଲା ମହଙ୍ଗା । ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ । ଯାଜପୁର ଜିଲ୍ଲା ସୁକିନ୍ଦା ବ୍ଲକ କାଳିଆପାଣି ସାରୁଆବିଲ ସ୍କୁଲର ପ୍ରଧାନଶିକ୍ଷକ ବାସୁଦେବ ଦେହୁରୀ ପିଲାଙ୍କ ପ୍ୟାଣ୍ଟ ଭିତରେ ବିଛୁଆତି ପୁରାଇ ଦେଇଥିବା ନେଇ ଅଭିଯୋଗ ହୋଇଥିଲା । ଯେଉଁଥିପାଇଁ ପ୍ରଧାନଶିକ୍ଷକଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ସୁକିନ୍ଦା ବ୍ଲକ ଶିକ୍ଷା ଅଧିକାରୀ । ପ୍ରଧାନଶିକ୍ଷକ ବାସୁଦେବ ଦେହୁରୀଙ୍କୁ ଚାକିରିରୁ ନିଲମ୍ବିତ କରିଛନ୍ତି ବିଇଓ । ଗତ ୧୭ ତାରିଖରେ ଦଣ୍ଡ ଦେବା ନାଁରେ ପିଲାଙ୍କ ପ୍ୟାଣ୍ଟରେ ବିଛୁଆତି ପୁରାଇ ଦେଇଥିଲେ ପ୍ରଧାନଶିକ୍ଷକ । ଏଥିରେ ୧୦ରୁ ଅଧିକ ଛାତ୍ର ଗୁରୁତର ହୋଇଥିଲେ । ଅଭିଭାବକମାନେ ଏହା ଜାଣିବା ପରେ ସ୍କୁଲର ଫାଟକ ଆଗରେ ଧାରଣା ଦେଇଥିଲେ।

ତେବେ ଶିକ୍ଷକ ନିଜ ଦୋଷ ସ୍ୱୀକାର କରି ଏଭଳି ଘଟଣାର ପୁନରାବୃତ୍ତି ନକରିବାକୁ ଲିଖିତ ପ୍ରତିଶୃତି ଦେବା ପରେ ମାମଲାର ଆପୋଷ ସାମାଧାନ ହୋଇଥିଲ । ତେବେ ଏଭଳି ଘଟଣାକୁ ନିନ୍ଦା କରାଯିବା ସହ ଅଭିଯୁକ୍ତ ଶିକ୍ଷକଙ୍କ ନାଁରେ ଶୃଙ୍ଖଳାଗତ ଏବଂ ଦୃଢ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି ହୋଇଥିଲା ।

Tags: headmasterjajpur
ShareTweetShareSend
Sanchar Live

Sanchar Live

Next Post
ଗର୍ଭବତୀ ଅଛନ୍ତି ମୋନାଲିସା, ଏବେ କଣ ହେବ ମାମଲା….

ଗର୍ଭବତୀ ଅଛନ୍ତି ମୋନାଲିସା, ଏବେ କଣ ହେବ ମାମଲା....

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଗର୍ଭବତୀ ଅଛନ୍ତି ମୋନାଲିସା, ଏବେ କଣ ହେବ ମାମଲା….
  • ପ୍ୟାଣ୍ଟ ଭିତରେ ବିଛୁଆତି ପୁରେଇବା ଘଟଣା : ପ୍ରଧାନଶିକ୍ଷକ ନିଲମ୍ବିତ
  • ଏଣିକି କେଦାରନାଥରେ ମୋବାଇଲ ମନା
  • ୧୦ଦିନିଆ ଦିଲ୍ଲୀ ରହଣି ପରେ ଓଡ଼ିଶା ଫେରିଲେ ନବୀନ
  • ମହାନଦୀ ଜଳ ବିବାଦ : ମେ’ ୨ ରେ ପରବର୍ତ୍ତୀ ଶୁଣାଣି

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.