Sunday, September 13, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ଖୋଲିଲା ବାବା କେଦାରନାଥଙ୍କ ମନ୍ଦିର

Sanchar Live by Sanchar Live
April 22, 2026
in ଭାରତ
0
ଖୋଲିଲା ବାବା କେଦାରନାଥଙ୍କ ମନ୍ଦିର
0
SHARES
12
VIEWS
FacebookTwitter

ଖୋଲିଲା ବାବା କେଦାରନାଥଙ୍କ ମନ୍ଦିର । ବୈଦିକ ମନ୍ତ୍ରୋଚ୍ଚାରଣ ଏବଂ ପାରମ୍ପରିକ ରୀତିନୀତି ଅନୁଯାୟୀ ମନ୍ଦିରର ଦ୍ୱାର ଖୋଲିଲା । ବୈଦିକ ମନ୍ତ୍ରୋଚ୍ଚାରଣ ଏବଂ ପାରମ୍ପରିକ ରୀତିନୀତି କେଦାରନାଥଙ୍କୁ ଦର୍ଶନ କରିବା ପାଇଁ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁଙ୍କ ଭିଡ ଜମିଛି । ସାରା ଭାରତରୁ ପହଞ୍ଚିଛନ୍ତି ବାବାଙ୍କ ଭକ୍ତ । ଭକ୍ତମାନଙ୍କ ମଧ୍ୟରେ ଜବରଦସ୍ତ ଉତ୍ସାହ ଦେଖିବାକୁ ମିଳିଛି । ଗତବର୍ଷ ଅକ୍ଟୋବର ୨୩ରୁ ବନ୍ଦ ଥିଲା ମନ୍ଦିର ।

କେଦାରନାଥ ବାବାଙ୍କ ପୂଜାର୍ଚ୍ଚନା ପାଇଁ ପହଞ୍ଚିଛନ୍ତି ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି । କମିଟି ପକ୍ଷରୁ ମନ୍ଦିରକୁ ସୁସଜ୍ଜିତ କରାଯାଇଛି । ଟନ୍ ଟନ୍ ଫୁଲରେ ସଜେଇ ହୋଇଛି ମନ୍ଦିର । ମନ୍ଦିର ଉପରେ ହେଲିକପ୍ଟରରୁ ଫୁଲ ବର୍ଷା କରାଯାଇଛି । ସୁରକ୍ଷା ପାଇଁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି । ତେବେ ପ୍ରଧାନମନ୍ତ୍ରୀ ମୋଦି ମଧ୍ୟ ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ଶ୍ରଦ୍ଧାଳୁଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଉତ୍ତରାଖଣ୍ଡ ରାଜ୍ୟପାଳ ମଧ୍ୟ ଶୁଭେଚ୍ଛା ଜଣାଇଛନ୍ତି ।

ମନ୍ଦିର ଭିତରକୁ ମୋବାଇଲ୍ ଫୋନ୍ ନେବା ସମ୍ପୂର୍ଣ୍ଣ ମନା । ଶ୍ରଦ୍ଧାଳୁମାନଙ୍କୁ ସେମାନଙ୍କ ଫୋନ୍ ବାହାରେ ଥିବା କାଉଣ୍ଟରରେ ଜମା କରିବାକୁ ପଡ଼ିବ ବୋଲି ମନ୍ଦିର କମିଟି ପକ୍ଷରୁ କୁହାଯାଇଛି । ମନ୍ଦିର ପରିସର ମଧ୍ୟରେ ଫଟୋ ଉଠାଇବା, ଭିଡିଓ କରିବା କିମ୍ବା ରିଲ୍ସ ବନାଇବା ଉପରେ ନିଷେଧାଦେଶ ଜାରି କରାଯାଇଛି । ମନ୍ଦିରର ପବିତ୍ରତା ବଜାୟ ରଖିବା ଏବଂ ଭକ୍ତମାନଙ୍କୁ ଶାନ୍ତିର ସହ ଦର୍ଶନ ସୁଯୋଗ ଦେବା ପାଇଁ ଏହି ପଦକ୍ଷେପ ନିଆଯାଇଛି । ଆସନ୍ତାକାଲିଠୁ ଶ୍ରଦ୍ଧାଳୁମାନେ ବଦ୍ରିନାଥ ଧାମ ଓ ହେମକୁଣ୍ଡ ସାହିବ ଦର୍ଶନ କରିପାରିବେ ।

Tags: KedarnathUttarakhanda
ShareTweetShareSend
Sanchar Live

Sanchar Live

Next Post
ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ

ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ୪୧ ବର୍ଷ ବୟସରେ ଦ୍ୱିତୀୟ ଥର ମାଆ ହେବେ ମାହିରା
  • ଫ୍ରୀଜ଼ରୁ ବାହାରୁଛି କି ପାଣି? ଜାଣିରଖ କଣ କରିବେ?
  • ଆସନ୍ତା ୧୭ ତାରିଖ ଯାଏଁ ବର୍ଷାରୁ ମିଳିବନି ତ୍ରାହି
  • କାହିଁକି ଭାଇରାଲ ୮୦ ଦଶକର ଫଟୋ? ଆପଣ ଵି ଏମିତି କରନ୍ତୁ…
  • କେନାଲରେ ଭାସିଯାଇ ଭାଇ-ଭଉଣୀ ମୃତ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.