Saturday, September 12, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ବ୍ୟବସାୟୀ ସୁଧୀର ପାତ୍ର ଅପହରଣ ଓ ହତ୍ୟା ଘଟଣା : ଝିଆରୀ ମାଷ୍ଟର ମାଇଣ୍ଡ

Sanchar Live by Sanchar Live
April 23, 2026
in ଅପରାଧ
0
ବ୍ୟବସାୟୀ ସୁଧୀର ପାତ୍ର ଅପହରଣ ଓ ହତ୍ୟା ଘଟଣା : ଝିଆରୀ ମାଷ୍ଟର ମାଇଣ୍ଡ
0
SHARES
273
VIEWS
FacebookTwitter

ବ୍ୟବସାୟୀ ସୁଧୀର ପାତ୍ର ଅପହରଣ ଓ ହତ୍ୟା ଉପରୁ ହଟୁଛି ପରଦା । ହତ୍ୟା ପଛରେ ନିଜ ଝିଆରୀ ମାଷ୍ଟରମାଇଣ୍ଡ ବୋଲି ଜାଣିବାକୁ ପାଇଛି ପୋଲିସ । ଏହି ହତ୍ୟା ପଛରେ ରହିଛି ସମ୍ପତ୍ତି ଭାଗବଣ୍ଟା । ଏହି ଘଟଣାରେ ପୁତୁରା ଓ ଝିଆରୀ ସମେତ ୮ ଜଣଙ୍କୁ ଗିରଫ କରିଛି ପୋଲିସ । ଏହି ଘଟଣାରେ ପ୍ରଥମରୁ ହିଁ ସନ୍ଦେହ ଘେରରେ ଥିଲେ ସୁଧୀରଙ୍କ ବଡ଼ଭାଇଙ୍କ ଝିଅ, ପୁଅ ଓ ସ୍ତ୍ରୀ । ହତ୍ୟା ପଛରେ ଝିଆରୀର ପ୍ରେମିକ ଓ ତା ସହଯୋଗୀଙ୍କ ହାତ ଥିବା ପୋଲିସ ଜାଣିବାକୁ ପାଇଛି । ପ୍ରଥମ ପର୍ଯ୍ୟାୟରେ କାଳୁ ଚରଣ ପ୍ରଧାନ,ଶୁଭମ ନାୟକ,ଜିତୁନ ପୋଲାଈ, ଶୁଭମ ଗୌଡ଼ଙ୍କୁ ପୋଲିସ ଗିରଫ କରିଛି ।

ଗୋପାଳପୁର ସ୍ୱାସ୍ଥ୍ୟ କେନ୍ଦ୍ରରେ ସେମାନଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରାଇଛି । ଜମି ବ୍ୟବସାୟୀ ସୁଧୀର ପାତ୍ରଙ୍କୁ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଅପହରଣ ପରେ ହତ୍ୟା କରାଯାଇଛି । ସୁଧୀର ଓ ତାଙ୍କ ନିଜ ପୁତୁରା ଓ ଝିଆରୀଙ୍କ ମଧ୍ୟରେ ଘରର ସମ୍ପତ୍ତି ନେଇ ବିବାଦ ଲାଗି ରହିଥିଲା । ପୁତୁରା ଓ ଝିଆରୀ ମିଶି କିଛି ସୁପାରୀ କିଲରଙ୍କ ଜରିଆରେ ଏଭଳି କାଣ୍ଡ ଘଟାଇଛନ୍ତି ବୋଲି ଚର୍ଚ୍ଚା ହେଉଛି । ଗୋପାଳପୁର ଥାନା ଅନ୍ତର୍ଗତ ସତ୍ୟନାରାୟଣପୁର ଗାଁର ସୁଧୀର ପାତ୍ରଙ୍କୁ ଗତ ୧୫ ତାରିଖ ସନ୍ଧ୍ୟାରେ ଦୁର୍ବୁତ୍ତ ମାନେ ଅପହରଣ କରି ତାଙ୍କ ସ୍ତ୍ରୀଙ୍କୁ ଫୋନ କରି ଦୁଇ କୋଟି ମାଗିଥିଲେ ।  ଏପରିକି ତାଙ୍କୁ ନିର୍ଯାତନା ଦେବାର ଭିଡ଼ିଓ ପଠାଇଥିଲେ । ସେମାନେ ଟଙ୍କା ଓ ସୁନା ଧରି ଯାଇଥିଲେ ବି ଦୁର୍ବୁତ୍ତ ମାନେ ମୋବାଇଲ ସୁଇଚ ଅଫ କରି ସୁଧୀରଙ୍କୁ ହତ୍ୟା କରିଦେଇଥିଲେ । ସୋରଡ଼ା ନିକଟ ଏକ ଜଙ୍ଗଲରେ ସୁଧୀରଙ୍କ ମୃତଦେହକୁ ଠାବ କରି ତଦନ୍ତ ଚଳାଇଛି ।

 

Tags: crimeodisha
ShareTweetShareSend
Sanchar Live

Sanchar Live

Next Post
ଦେଶର ସର୍ବାଧିକ ଉତ୍ତପ୍ତ ସହର ପାଲଟିଛି ଝାରସୁଗୁଡ଼ା

ଦେଶର ସର୍ବାଧିକ ଉତ୍ତପ୍ତ ସହର ପାଲଟିଛି ଝାରସୁଗୁଡ଼ା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କାହିଁକି ଭାଇରାଲ ୮୦ ଦଶକର ଫଟୋ? ଆପଣ ଵି ଏମିତି କରନ୍ତୁ…
  • କେନାଲରେ ଭାସିଯାଇ ଭାଇ-ଭଉଣୀ ମୃତ
  • BRICS ସମ୍ମିଳନୀ ପାଇଁ ଦିଲ୍ଲୀରେ ପହଞ୍ଚିଲେ ସି ଜିନପିଙ୍ଗ
  • ଆଜିଠୁ ୪ ଦିନ ବ୍ୟାଙ୍କ ଛୁଟି
  • ଓଡ଼ିଆ ସାମ୍ବାଦିକତାରୁ କମୁଛି Gen-Z ଙ୍କ ଆଗ୍ରହ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.