Sunday, April 19, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆସନ୍ତାକାଲି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ, ସମ୍ପନ୍ନ ହେଲା ସିନ୍ଦୂର ଲାଗି ପରମ୍ପରା

Sanchar Live by Sanchar Live
September 7, 2024
in ଓଡିଶା
0
ଆସନ୍ତାକାଲି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ, ସମ୍ପନ୍ନ ହେଲା  ସିନ୍ଦୂର ଲାଗି ପରମ୍ପରା
0
SHARES
7
VIEWS
FacebookTwitter

ସଂଚାର ବ୍ୟୁରୋ: ଆସନ୍ତାକାଲି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ । ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ସମ୍ବଲପୁର ଜିଲ୍ଲା । ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ। ନୂଆଁଖାଇ ପାଇଁ ଦୂରଦୂରାନ୍ତରେ ଥିବା ଲୋକେ ଘରକୁ ଫେରିଛନ୍ତି । ହାଟବଜାର ଗହଳ ଚହଳ । କାଲି ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମାଆ ସମଲେଶ୍ୱରୀଙ୍କୁ ନବାନ୍ନ ଅର୍ପଣ ହେବ । ଏହା ପରେ ପରିବାରର ସମସ୍ତ ସଦସ୍ୟ ଏକାଠି ବସି ନୂଆ ଖାଇବାର ପରମ୍ପରା ରହିଛି ।

ଗତକାଲି ମାଆଙ୍କୁ ଲାଗି ହୋଇଛି ନୂତନ ସିନ୍ଦୂର । ପ୍ରଥମେ ଶ୍ରୀଗଣେଶଙ୍କୁ ପୂଜାର୍ଚ୍ଚନା ପରେ ମା’ ସମଲେଶ୍ୱରୀଙ୍କ ପାର୍ଶ୍ଵରେ ଥିବା ୧୧୫ ଦେବଦେବୀଙ୍କୁ ନୂତନ ସିନ୍ଦୂର ଲାଗି କରାଯାଇଥିଲା । ମନ୍ଦିର ଚାରିପାଖରେ ଥିବା ପାର୍ଶ୍ବ ଦେବଦେବୀଙ୍କୁ ନୂଆଖାଇ ପୂର୍ବରୁ ସିନ୍ଦୂର ଲଗାଇବାର ପରମ୍ପରା ରହିଛି ।

ସେପଟେ ଦିନକ ପରେ ପଶ୍ଚିମ ଓଡିଶାର ଗଣପର୍ବ ନୂଆଖାଇ ପାଇଁ ପୁରରୁ ପଲ୍ଲୀ ସବୁଠି ଗହଳଚହଳ । ସମସ୍ତେ ନୂଆ ପିନ୍ଧିବେ, ନୂଆ ଖାଇବେ ଏକାଠି ହୋଇ ଜୁହାର ଭେଟ୍ ହେବେ । ସୁନ୍ଦରଗଡ଼ରେ ଥିବା ଜୟଶଙ୍କର ସେବାଶ୍ରମରେ ନୂଆଖାଇ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି ।

Tags: Nuakhaisambalpursindulagi
ShareTweetShareSend
Sanchar Live

Sanchar Live

Next Post
ଗଡ଼ିଲା ସୁଭଦ୍ରା ସଚେତନତା ରଥ

ଗଡ଼ିଲା ସୁଭଦ୍ରା ସଚେତନତା ରଥ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜିଠୁ ଆରମ୍ଭ ଚାରିଧାମ ଯାତ୍ରା
  • ଅକ୍ଷୟ ତୃତୀୟ ପୂର୍ବରୁ ନଜର ପକାନ୍ତୁ ଆଜିର ସୁନା ଦର ଉପରେ…
  • ୨୩ ତାରିଖ ପର୍ଯ୍ୟନ୍ତ ଏହି ଜିଲ୍ଲାରେ ଶିକ୍ଷାନୁଷ୍ଠାନ ଛୁଟି
  • କିଏ ଜିତିବ ଆଜିର ମ୍ୟାଚ? PBKS VS LSG…
  • ମୋ ଜିଲ୍ଲା ମହୋତ୍ସବରେ ମୋତେ ଅପମାନ କରାଗଲା : ବଣ୍ଟି

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.