ସଂଚାର ବ୍ୟୁରୋ: ଗଡ଼ିଲା ସୁଭଦ୍ରା ସଚେତନତା ରଥ। ଭୁବନେଶ୍ୱର ଗାନ୍ଧି ମାର୍ଗରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ରଥର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ସୁଭଦ୍ରା ଯୋଜନା ଅସ୍ମିତାର ପରିଚୟ ହେବ। ସୁଭଦ୍ରା କେବଳ ଯୋଜନା ନୁହେଁ, ଏହା ଅସ୍ମିତାର ପରିଚୟ ହେବ।
© 2024 Sanchar News