Saturday, November 7, 2026
  • About
  • Advertise
  • Careers
  • Contact
sanchar.live
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ
  • Login
No Result
View All Result
sanchar.live
Home ଓଡିଶା

ଆଜି ପୁଣି କମିଲା ସୁନା ଦର

Sanchar Live by Sanchar Live
April 28, 2026
in ଓଡିଶା
0
0
SHARES
49
VIEWS
Facebook
Twitter

ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୫୪,୦୦୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୪୦,୨୫୦ ଟଙ୍କା ଛୁଇଁଛି ।

ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୫୪,୦୦୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ ସୁନାର ମୂଲ୍ୟ ହଜାର ୧,୪୦,୨୫୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ ମୂଲ୍ୟ ୧,୫୪,୦୦୦ ଟଙ୍କା ଓ ୨୨ କ୍ୟାରେଟ ମୂଲ୍ୟ ୧,୪୦,୨୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରଟେ୍ ୧,୫୩,୧୫୦ ଟଙ୍କା ଓ ୨୨ କ୍ୟାରେଟ ୧,୪୦,୪୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରଟେ ମୂଲ୍ୟ ୧,୫୩, ୮୨୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୪୧,୦୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୫୪,୦୦୦ ଓ ୨୨ କ୍ୟାରଟ ମୂଲ୍ୟ ୧,୪୦,୨୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୬୦,୦୦୦ ଟଙ୍କା ହୋଇଛି ।

Related posts

ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି

ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି

November 7, 2026
ଦୀର୍ଘ ୪୫ ଦିନ ପରେ ଖୋଲିଲା କଳିଙ୍ଗା ଘାଟି

ଦୀର୍ଘ ୪୫ ଦିନ ପରେ ଖୋଲିଲା କଳିଙ୍ଗା ଘାଟି

November 7, 2026
Tags: goldpriceindia

POPULAR NEWS

  • ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    0 shares
    Share 0 Tweet 0
  • ଯଦି ଏବେ ଓଡ଼ିଶାରେ ଭୋଟ ହୁଏ, ଜିତିବ କିଏ ?

    0 shares
    Share 0 Tweet 0
  • ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ନିର୍ମମ ହତ୍ୟା

    0 shares
    Share 0 Tweet 0
  • ଟୁଇନି ସିଟିରେ ପଲଙ୍କ ସେବାରେ ବାଂଲାଦେଶୀ ଯୁବତୀ

    0 shares
    Share 0 Tweet 0
  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ

    0 shares
    Share 0 Tweet 0
sanchar.live

We bring you the best Premium WordPress Themes that perfect for news, magazine, personal blog, etc.

Follow us on social media:

Recent News

  • ମହିଳା ଶିଳ୍ପୋଦ୍ୟୋଗୀ ନିଜର ସମସ୍ତ ମହିଳା କର୍ମଚାରୀଙ୍କୁ ଦେଲେ ଆଇଫୋନ୍ ଉପହାର
  • ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି
  • ଦୀର୍ଘ ୪୫ ଦିନ ପରେ ଖୋଲିଲା କଳିଙ୍ଗା ଘାଟି

Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Newsletter

  • About
  • Advertise
  • Careers
  • Contact

© 2026 Sanchar - Technology Partner OneByte.

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ

© 2026 Sanchar - Technology Partner OneByte.