Sunday, September 13, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ସରଣ୍ଡା ଜଙ୍ଗଲରେ ଏନକାଉଣ୍ଟର, ଟଳିଲା ମାଓବାଦୀ

Sanchar Live by Sanchar Live
April 30, 2026
in ଓଡିଶା
0
ସରଣ୍ଡା ଜଙ୍ଗଲରେ ଏନକାଉଣ୍ଟର, ଟଳିଲା ମାଓବାଦୀ
0
SHARES
20
VIEWS
FacebookTwitter

ଓଡ଼ିଶା ଝାଡ଼ଖଣ୍ଡ ସୀମାନ୍ତ ସରଣ୍ଡା ଜଙ୍ଗଲରେ ଏନକାଉଣ୍ଟର । ସୁରକ୍ଷା ବାହିନୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟରେ ଜଣେ ହାର୍ଡକୋର ନକ୍ସଲ ମୃତ । ମୃତ ମାଓବଦୀ ଇସ୍ରାଏଲ ପୂରତି ଓରଫ୍ ଅମ୍ରିତ ମୁଣ୍ଡରେ ଏକ ଲକ୍ଷ ଟଙ୍କାର ପୁରସ୍କାର ଥିଲା । ମୃତଦେହ ନିକଟରୁ ଗୋଟିଏ SLR ରାଇଫଲ ସହ ବିସ୍ଫୋରକ ସାମଗ୍ରୀ ଜବତ କରିଛି ସୁରକ୍ଷା ବାହିନୀ । ପଶ୍ଚିମ ସିଂହଭୂମ ଜିଲ୍ଲା ଟଣ୍ଟୋ ଓ ଗୋଏଲକେରା ଥାନା ଅଞ୍ଚଳରେ ହାର୍ଡକୋର ମାଓବାଦୀ ମିଶିର ବେଶ୍ରା ଓ ତାର ଟିମ୍ ଥିବା ଖବର ପାଇଥିଲା ସୁରକ୍ଷା ବାହିନୀ ।

ଏହା ପରେ ସରଣ୍ଡା ଜଙ୍ଗଲରେ ଜୋରଦାର ହୋଇଥିଲା ସର୍ଚ୍ଚ ଅପରେସନ। ସେଣ୍ଟ୍ରାଲ କମିଟିର ଶେଷ ସଦସ୍ୟ ମିଶିର ବେଶ୍ରା ଓ ତା ଟିମକୁ ଶେଷ କରିବାକୁ ୨୦୯ସିଆରପିଏଫ୍ କୋବ୍ରା ବାଟାଲିୟନ, ଝାଡ଼ଖଣ୍ଡ ଜାଗୁଆର୍ ଓ ସ୍ଥାନୀୟ ପୋଲିସ ପକ୍ଷରୁ ମିଳିତ ଭାବେ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା । ଗୁଳିବିନିମୟ ବେଳେ ସୁରକ୍ଷାକର୍ମୀଙ୍କ ଗୁଳିରେ ଇସ୍ରାଏଲ ପୂରତି ନିହତ ହୋଇଥିଲା । ମିଶିର ବେଶ୍ରାକୁ ଧରିବାକୁ ସର୍ଚ୍ଚ ଅପରେସନ କୁ ଜୋରଦାର କରାଯାଇଛି। ବର୍ତ୍ତମାନ ସୁଦ୍ଧା ସେହି ଅଞ୍ଚଳରେ ସୁରକ୍ଷା ବାହିନୀ ଓ ନକ୍ସଲଙ୍କ ମଧ୍ୟରେ ଗୁଳିବିନିମୟ ଚାଲିଥିବା ସୂଚନା ମିଳିଛି।

Tags: encounternaxalsaranda
ShareTweetShareSend
Sanchar Live

Sanchar Live

Next Post
ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ବର୍ଷିଲେ ନବୀନ

ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ବର୍ଷିଲେ ନବୀନ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ୪୧ ବର୍ଷ ବୟସରେ ଦ୍ୱିତୀୟ ଥର ମାଆ ହେବେ ମାହିରା
  • ଫ୍ରୀଜ଼ରୁ ବାହାରୁଛି କି ପାଣି? ଜାଣିରଖ କଣ କରିବେ?
  • ଆସନ୍ତା ୧୭ ତାରିଖ ଯାଏଁ ବର୍ଷାରୁ ମିଳିବନି ତ୍ରାହି
  • କାହିଁକି ଭାଇରାଲ ୮୦ ଦଶକର ଫଟୋ? ଆପଣ ଵି ଏମିତି କରନ୍ତୁ…
  • କେନାଲରେ ଭାସିଯାଇ ଭାଇ-ଭଉଣୀ ମୃତ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.