Saturday, May 2, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜି ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ

Sanchar Live by Sanchar Live
May 2, 2026
in ଓଡିଶା
0
ଆଜି ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ
0
SHARES
15
VIEWS
FacebookTwitter

ଆଜି ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ । ଅପରାହ୍ନ ୪ଟାରେ ମାଟ୍ରିକ ରେଜଲଟ ପ୍ରକାଶ ନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି । ଅପରାହ୍ନ ୪ଟାରେ ବିଧିବଦ୍ଧ ଭାବେ ରେଜଲ୍ଟ ଘୋଷଣା ଏବଂ ସନ୍ଧ୍ୟା ୬ଟା ପରଠାରୁ ୱେବସାଇଟରେ ଉପଲବ୍ଧ ହେବ । ବୋର୍ଡର ୱେବସାଇଟ www.bseodisha.ac.in ଓ www.bseodisha.nic.in ରେ ପରୀକ୍ଷା ଫଳ ଦେଖିପାରିବେ । ଇଣ୍ଟରନେଟ୍ ସୁବିଧା ନଥିଲେ ମଧ୍ୟ ମୋବାଇଲ୍ ମେସେଜ୍ ମାଧ୍ୟମରେ ରେଜଲ୍ଟ ଜାଣିହେବ । ଏଥିପାଇଁ ମୋବାଇଲରେ OR 10ଲେଖି ନିଜର ରୋଲ ନମ୍ବର ଲେଖି 5676750 କୁ ପଠାଇଲେ ପାଇପାରିବେ ରେଜଲ୍ଟ ।

ଚଳିତ ବର୍ଷ ଠାରୁ ପ୍ରଥମ ଥର ପାଇଁ ଓଡ଼ିଆରେ ମାଟ୍ରିକ ସାର୍ଟିଫିକେଟ ପାଇବେ ପରୀକ୍ଷାର୍ଥୀ । ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଫେବୃଆରୀ ୧୯ ତାରିଖରୁ ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖ ଯାଏ ଚାଲିଥିଲା । ରାଜ୍ୟର ୫ ଲକ୍ଷ ୬୧ ହଜାର ୯୭୯ ଜଣ ଛାତ୍ରଛାତ୍ରୀ ୩୦୮୨ ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷା ଦେଇଛନ୍ତି । ଏଥର ପ୍ରଥମକରି ମାଟ୍ରିକ ସାର୍ଟିଫିକେଟ ଓଡ଼ିଆରେ ମିଳିବ । ଉଭୟ ଓଡ଼ିଆ ଓ ଇଂରାଜୀରେ ମିଳିବ ମାଟ୍ରିକ ସାର୍ଟିଫିକେଟ ।

 

Tags: bseeducationmatric result
ShareTweetShareSend
Sanchar Live

Sanchar Live

Next Post
ସାଲିଆସାହିରେ ପୁଣି ଉଚ୍ଛେଦ, ବୁଲିଲା ବୁଲଡୋଜର ଓ JCB

ସାଲିଆସାହିରେ ପୁଣି ଉଚ୍ଛେଦ, ବୁଲିଲା ବୁଲଡୋଜର ଓ JCB

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀର ପ୍ରଭାବ
  • ଡରିଗଲେ କି? କ’ଣ ପାଇଁ ବାଜୁଛି ମୋବାଇଲରେ ଆଲାର୍ମ?
  • ଫଳାଫଳ ପୂର୍ବରୁ ଦିଦିଙ୍କୁ ବଡ଼ ଝଟକା
  • ଆଜି ମୁମ୍ବାଇ- ଚେନ୍ନାଇ ଟକ୍କର
  • ସାଲିଆସାହିରେ ପୁଣି ଉଚ୍ଛେଦ, ବୁଲିଲା ବୁଲଡୋଜର ଓ JCB

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.