Saturday, May 2, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଶିଳପୁଆରେ ଛେଚି ବାପାଙ୍କୁ ହତ୍ୟା କଲା ପୁଅ

Sanchar Live by Sanchar Live
May 2, 2026
in ଓଡିଶା
0
ବାପାକୁ ଠେଙ୍ଗାରେ ପିଟି ପିଟି ହତ୍ୟା କଲା ନୃଶଂସ ପୁଅ

Oplus_0

0
SHARES
1
VIEWS
FacebookTwitter

ପୁଅ ଭୁଲିଗଲା ରକ୍ତ ସମ୍ପର୍କ । ରକ୍ତମୁଖା ସାଜିଲା ଜନ୍ମକଲା ପୁଅ । ସାମାନ୍ଯ କଳହରୁ ଶିଳପୁଆରେ ଛେଚି ବାପାଙ୍କୁ ହତ୍ୟା । ଆଠଗଡ଼ ଥାନା ଜାଗିଆପଡା ହରିଜନ ସାହିରେ ଘଟିଛି ଏଭଳି ହୃଦୟ ବିଦାରକ ଘଟଣା । ପିତୃହନ୍ତା ପୁଅକୁ କାବୁ କରି ପୋଲିସ ଜିମାରେ ଦେଲେ ଗ୍ରାମବାସୀ । ଆଠଗଡ଼ ପୋଲିସ ଘଟଣାର ଅଧିକ ତଦନ୍ତ କରୁଛି ।

ସୂଚନାଯୋଗ୍ୟ, ଗତ ଦୁଇବର୍ଷ ମଧ୍ୟ ଏପରି ଏକ ଘଟଣା ସାମ୍ନାକୁ ଆସିଥିଲା । ଋଣ ସୁଝିବା ପାଇଁ ଟଙ୍କା ନଦେବାରୁ ନାରକୀୟ କାଣ୍ଡ । ବାପାଙ୍କୁ ହତ୍ୟା କଲା ପ୍ରଫେସର ପୁଅ । ଏନେଇ ସୂଚନା ଦେଇଥିଲେ ଭୁବନେଶ୍ବର ଡିସିପି ପ୍ରତୀକ ସିଂ। ଋଣ ଟଙ୍କା ସୁଝିବାକୁ ବାପାଙ୍କ ସହ ପୁଅର ଗଣ୍ଡଗୋଳ ହୋଇଥିଲା ପୁଅ ମାଗିଥିବା ଟଙ୍କା ନଦେବାରୁ ହତ୍ୟା କରାଯାଇଥିଲା । ଘଟଣାସ୍ଥଳରୁ ପୋଲିସ୍ ଛୁରି ଏବଂ ରକ୍ତଲଗା କପଡା ଜବତ କରିଥିଲା । ଅଭିଯୁକ୍ତକୁ ଗିରଫ କରି ଅଧିକ ଖୋଳତାଡ ଚାଲିଥିଲା । ଭାରତୀୟ ନ୍ୟାୟ ସଂହିତା ଅନୁସାରେ ମାମଲା ରୁଜୁ ହୋଇଥିଲା ।

 

Tags: athagarhcrimemurder
ShareTweetShareSend
Sanchar Live

Sanchar Live

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଶିଳପୁଆରେ ଛେଚି ବାପାଙ୍କୁ ହତ୍ୟା କଲା ପୁଅ
  • ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀର ପ୍ରଭାବ
  • ଡରିଗଲେ କି? କ’ଣ ପାଇଁ ବାଜୁଛି ମୋବାଇଲରେ ଆଲାର୍ମ?
  • ଫଳାଫଳ ପୂର୍ବରୁ ଦିଦିଙ୍କୁ ବଡ଼ ଝଟକା
  • ଆଜି ମୁମ୍ବାଇ- ଚେନ୍ନାଇ ଟକ୍କର

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.