Friday, November 6, 2026
  • About
  • Advertise
  • Careers
  • Contact
sanchar.live
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ
  • Login
No Result
View All Result
sanchar.live
Home ଅପରାଧ

ସିସିଟିଭିରେ ରଙ୍ଗ ସ୍ପ୍ରେ କରି ଏଟିଏମ୍‌ ଲୁଟିନେଲେ ଦୁର୍ବୃତ୍ତ

Sanchar Live by Sanchar Live
May 7, 2026
in ଅପରାଧ
0
0
SHARES
13
VIEWS
Facebook
Twitter

ଥାନାଠୁ ମାତ୍ର ତିନି ଶହ ମିଟର ଦୂରରେ ଥିବା ATM ଲୁଟ୍‌ । ସିସିଟିଭିରେ ରଙ୍ଗ ସ୍ପ୍ରେ କରି ଏଟିଏମ୍‌ ଲୁଟିନେଲେ ଦୁର୍ବୃତ୍ତ । ମୟୂରଭଞ୍ଜ ଜିଲ୍ଲାର ଖୁଣ୍ଟା ଥାନା ଠାରୁ ମାତ୍ର ୩ଶହ ମିଟର ଦୂର ବଙ୍ଗଳା ଛକରେ ଛକରେ ଘଟିଛି ଏପରି ଲୁଟ୍‌  । ଏଠାରେ ଥିବା ଏକ ଏସବିଆଇ ଏଟିଏମରେ ଗତକାଲି ବିଳମ୍ବିତ ରାତିରେ ଲୁଟ ହୋଇଛି । ସିସିଟିଭି ନଜରରୁ ବର୍ତ୍ତିବାକୁ ସିସିଟିଭିରେ ଲାଲ ରଙ୍ଗର ସ୍ପ୍ରେ ମାରି ଲୁଟ କରିଛନ୍ତି ଲୁଟେରା ।

ସୂଚନା ଅନୁସାରେ, ଲୁଟେରାମାନେ ପ୍ରଥମେ ଏଟିଏମ ବାହାରେ ଥିବା ସିସିଟିଭିରେ ଲାଲ ରଙ୍ଗ ସ୍ପ୍ରେ ମାରିବା ପରେ ଏଟିଏମ ଭିତରେ ପଶିଥିଲେ । ପରେ ଗ୍ୟାସ କଟରରେ ଏଟିଏମ କାଟି ସମସ୍ତ ଟଙ୍କା ଲୁଟି ନେଇଥିବା ଅନୁମାନ କରାଯାଉଛି। ଗ୍ୟାସ କଟରରେ କାଟିବା ଫଳରେ ଏଟିଏମ ମେସିନର କିଛି ଅଂଶ ମଧ୍ୟ ଜଳି ଯାଇଛି । ମେସିନ କାଟିବା ପରେ ସମସ୍ତ କ୍ୟାସ ଟ୍ରେରୁ ଟଙ୍କା ଲୁଟ କରି ଫେରାର ହୋଇଯାଇଥିଲେ। ସାଇରନ ବାଜିବା ଡରରେ ସାଇରନକୁ ମଧ୍ୟ ପିଟି ଭାଙ୍ଗି ଦେଇଛନ୍ତି । ଘଟଣାସ୍ଥଳରେ ଖୁଣ୍ଟା ପୁଲିସ ଓ ସାଇଣ୍ଟିଫିକ ଟିମ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ତେବେ ଏଟିଏମ୍‌ରୁ କେତେ ଟଙ୍କା ଲୁଟ ହୋଇଛି ତାହା ଜଣାପଡ଼ିନାହିଁ ।

Related posts

ଏମିତି ଜ୍ୱାଇଁ କାହାକୁ ନମିଳୁ…

ଏମିତି ଜ୍ୱାଇଁ କାହାକୁ ନମିଳୁ…

November 6, 2026
ଗୋଷ୍ଠୀ ସଂଘର୍ଷରୁ ଜେସିବି କଣ୍ଟ୍ରାକ୍ଟରଙ୍କୁ ଗୁଳି କରି ହତ୍ୟା

ଗୋଷ୍ଠୀ ସଂଘର୍ଷରୁ ଜେସିବି କଣ୍ଟ୍ରାକ୍ଟରଙ୍କୁ ଗୁଳି କରି ହତ୍ୟା

November 5, 2026
Tags: lootMayurbhanjaodisha

POPULAR NEWS

  • ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    0 shares
    Share 0 Tweet 0
  • ଯଦି ଏବେ ଓଡ଼ିଶାରେ ଭୋଟ ହୁଏ, ଜିତିବ କିଏ ?

    0 shares
    Share 0 Tweet 0
  • ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ନିର୍ମମ ହତ୍ୟା

    0 shares
    Share 0 Tweet 0
  • ଟୁଇନି ସିଟିରେ ପଲଙ୍କ ସେବାରେ ବାଂଲାଦେଶୀ ଯୁବତୀ

    0 shares
    Share 0 Tweet 0
  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ

    0 shares
    Share 0 Tweet 0
sanchar.live

We bring you the best Premium WordPress Themes that perfect for news, magazine, personal blog, etc.

Follow us on social media:

Recent News

  • ଓଡ଼ିଶାରେ ପ୍ରଥମ! ଝାରସୁଗୁଡ଼ାରେ ଆରମ୍ଭ ହେଲା ‘ଅଭୟା’, ମହିଳାଙ୍କ ପାଇଁ ସରକାରୀ ଅଫିସରେ ମିଳିବ ସାନିଟାରୀ ପ୍ୟାଡ୍
  • ଦ୍ୱିତୀୟ ଦିନିକିଆ ପୂର୍ବରୁ ବଡ଼ ପଡିଲେ ଏହି ଖେଳାଳି
  • ଏମିତି ଜ୍ୱାଇଁ କାହାକୁ ନମିଳୁ…

Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Newsletter

  • About
  • Advertise
  • Careers
  • Contact

© 2026 Sanchar - Technology Partner OneByte.

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ

© 2026 Sanchar - Technology Partner OneByte.