Wednesday, May 20, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଭିଜିଲାନ୍ସ ଜାଲରେ ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀ

Sanchar Live by Sanchar Live
May 19, 2026
in ଓଡିଶା
0
ଭିଜିଲାନ୍ସ ଜାଲରେ ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀ
0
SHARES
16
VIEWS
FacebookTwitter

ଭିଜିଲାନ୍ସ ଜାଲରେ ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀ । କଳାହାଣ୍ଡି ଜିଲ୍ଲା ଭବାନୀପାଟଣାର ଆର୍ ଆଣ୍ଡ ବି ଡିଭିଜନର AEE ଅର୍ଥାତ୍ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଭୁବନେଶ୍ୱର ସବରଙ୍କ ଘରେ ଆୟ ବର୍ହିଭୂତ ସମ୍ପତ୍ତି ଅଭିଯୋଗରେ ଚଢାଉ ହୋଇଛି। ଏକକାଳୀନ ୬ଟି ସ୍ଥାନରେ ଚଢ଼ାଉ କରୁଛି ଭିଜିଲାନ୍ସ ବିଭାଗ । ଆଜି ସକାଳ ୬ଟାରୁ ଭିଜିଲାନ୍ସର ସ୍ୱତନ୍ତ୍ର ଟିମ୍ ସଦର ବ୍ଲକ ଗୋଷାଣୀମୁଣ୍ଡା ସ୍ଥିତ ଘରେ, କୁସୁମଖୁଣ୍ଟିରେ ଥିବା ପୈତୃକ ଘର, କିଟ୍ ପଦର୍ ସ୍ଥିତ ଫାର୍ମ ହାଉସ, ଧର୍ମଗଡ ଏବଂ ଭବାନୀପାଟଣା ସ୍ଥିତ ଅଫିସରେ ଚଢ଼ାଉ କରିଛି ।

ଭବାନୀପାଟଣା ଗୋଶାଣିମୁଣ୍ଡାରେ ଦୁଇ ମହଲା ଘର । କଳାହାଣ୍ଡି କୋକସରା ପୈତୃକ ଗାଁରେ ଦୁଇ ମହଲା ଘର । ଭବାନୀପାଟଣା କିଟପଦରରେ ଅଛି ଫାର୍ମ ହାଉସ । ଭବାନୀପାଟଣାରେ ରହିଛି ଏକ ଅର୍ଦ୍ଧନିର୍ମିତ ଘର ।

ସରକାରୀ ଅଫିସ ଓ ସରକାରୀ କ୍ୱାଟରରେ ମଧ୍ୟ ଚଢ଼ାଉ ଚାଲିଛି । ଭିଜିଲାନ୍ସର ୬ ଡିଏସପି, ୯ ଜଣ ଇନିସ୍ପେକ୍ଟରଙ୍କ ସମେତ ଅନ୍ୟ କର୍ମଚାରୀ ଚଢ଼ାଉରେ ସାମିଲ। ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର , ବ୍ୟାଙ୍କ ଆକାଉଣ୍ଟ, ଏଲାଆଇସି, ଜମି କାଗଜପତ୍ରକୁ ତଦନ୍ତ ଚଳାଇଛି ବିଭାଗ । ଭବାନୀପାଟଣା ସ୍ୱତନ୍ତ୍ର ଭିଜିଲାନ୍ସ ଜଜଙ୍କ ଅନୁମତି କ୍ରମେ ଚାଲିଛି ଚଢ଼ାଉ ।

Tags: odishavigilanceraid
ShareTweetShareSend
Sanchar Live

Sanchar Live

Next Post
ବ୍ରହ୍ମପୁର ଘଟଣାକୁ ନେଇ ଉଦବେଗ ପ୍ରକାଶ କଲେ ନବୀନ

ବ୍ରହ୍ମପୁର ଘଟଣାକୁ ନେଇ ଉଦବେଗ ପ୍ରକାଶ କଲେ ନବୀନ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଓଡିଆ ସିରିଏଲ ଅଭିନେତା ରଶ୍ମୀକାନ୍ତ ଭୂୟାଁ ଗିରଫ
  • ଆଜି କୋଲକାତା ପାଇଁ ‘କର ବା ମର’, ଆଗରେ ମୁମ୍ବାଇ
  • ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ 
  • ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ
  • ୧୦ ବର୍ଷ ପରେ ବାପାମାଆଙ୍କୁ ମିଳିଲେ ହଜିଯାଇଥିବା ପୁଅ-ଝିଅ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.