Wednesday, May 20, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ବ୍ରହ୍ମପୁର ଘଟଣାକୁ ନେଇ ଉଦବେଗ ପ୍ରକାଶ କଲେ ନବୀନ

Sanchar Live by Sanchar Live
May 19, 2026
in ଓଡିଶା
0
ବ୍ରହ୍ମପୁର ଘଟଣାକୁ ନେଇ ଉଦବେଗ ପ୍ରକାଶ କଲେ ନବୀନ
0
SHARES
9
VIEWS
FacebookTwitter

ବ୍ରହ୍ମପୁର ଘଟଣାକୁ ନେଇ ଉଦବେଗ ପ୍ରକାଶ କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । କହିଛନ୍ତି,ଅରାଜକତାର ଭୟଙ୍କର ଚିତ୍ର ଓଡ଼ିଶା ଦେଖୁଛି । ବିଜେପିର ଶାସନ ନୁହେଁ ତ ଲାଗୁଛି ଗୁଣ୍ଡାରାଜ୍ ଚାଲିଛି । ବ୍ରହ୍ମପୁରର ବିଚ୍ ରାସ୍ତାରେ ଜଣେ ଯୁବକ ଏବଂ ମହିଳାଙ୍କୁ ସର୍ବସମ୍ମୁଖରେ ଅତି ନିର୍ମମ ଭାବେ ପିଟି ପିଟି ମରଣାନ୍ତକ ଆକ୍ରମଣ କରାଯିବାର ଦୃଶ୍ୟ ଅତ୍ୟନ୍ତ ଅମାନୁଷିକ। ସାରା ଓଡ଼ିଶାବାସୀଙ୍କୁ ଏହା ଆତଙ୍କିତ ଓ ବିଚଳିତ କରିଛି।

। ଏହା ସହ କହିଛନ୍ତି, ଘଟଣା ଦେଖିଲେ ଲାଗୁଛି ବିଜେପି ସରକାର ଓଡ଼ିଶାକୁ ଅପରାଧୀଙ୍କ ହାତକୁ ଟେକି ଦେଇଛି। ଭୟଶୂନ୍ୟ ହୋଇ ଅପରାଧିମାନେ ଅତ୍ୟନ୍ତ ନୃଶଂସ କାଣ୍ଡ ଘଟାଉଛନ୍ତି । ପୋଲିସ ପ୍ରଶାସ ଏବଂ ଆଇନ କାନୁନର ବ୍ୟବସ୍ଥା କୁଆଡେ ଯାଇଛି ବୋଲି ପ୍ରଶ୍ନ କରିଛନ୍ତି । ବିଜେପି ସରକାର ଉତ୍ସବରେ ମାତି ସାଧାରଣ ଜନତାଙ୍କ ସୁରକ୍ଷାକୁ ଆଉ କେତେ ବିପନ୍ନ କରିବ? ଓଡ଼ିଶା କେତେ ଆଉ ଲଜ୍ଜିତ ହେବ? ମିଛ ବାହାସ୍ଫୋଟରେ ସରକାର ଚାଲେନି, ଲୋକଙ୍କୁ ସୁରକ୍ଷା ଦରକାର ବୋଲି କହିଛନ୍ତି ନବୀନ । ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ଓ ଗୁଣ୍ଡାରାଜ୍ ଶାସନ ପାଇଁ ଓଡ଼ିଶା ସାରା ଦେଶରେ ନିନ୍ଦିତ ହେଉଛି। ବିଜେପି ସରକାର ଅପରାଧୀଙ୍କୁ ସୁରକ୍ଷା ଦେବା ଛାଡୁ । ତୁରନ୍ତ ଦୋଷୀଙ୍କ ବିରୋଧରେ କଠୋରରୁ କଠୋର କାର୍ଯ୍ୟାନୁଷ୍ଠାନ ନେଇ ଦାବି କରିଛନ୍ତି ନବୀନ ପଟ୍ଟନାୟକ ।

Tags: berhumpucasenaveenpatnaik
ShareTweetShareSend
Sanchar Live

Sanchar Live

Next Post
ଆଜି ପୁଣି ଖୋଲିବ କାଳିଆ ସାଆନ୍ତଙ୍କ ରତ୍ନ ଭଣ୍ଡାର

ଆଜି ପୁଣି ଖୋଲିବ କାଳିଆ ସାଆନ୍ତଙ୍କ ରତ୍ନ ଭଣ୍ଡାର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଓଡିଆ ସିରିଏଲ ଅଭିନେତା ରଶ୍ମୀକାନ୍ତ ଭୂୟାଁ ଗିରଫ
  • ଆଜି କୋଲକାତା ପାଇଁ ‘କର ବା ମର’, ଆଗରେ ମୁମ୍ବାଇ
  • ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ 
  • ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ
  • ୧୦ ବର୍ଷ ପରେ ବାପାମାଆଙ୍କୁ ମିଳିଲେ ହଜିଯାଇଥିବା ପୁଅ-ଝିଅ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.