Sunday, September 13, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ଭୋଟର ତାଲିକା ସଂଶୋଧନ (SIR) ବୈଧ

Sanchar Live by Sanchar Live
May 27, 2026
in ଭାରତ
0
ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ଭୋଟର ତାଲିକା ସଂଶୋଧନ (SIR) ବୈଧ
0
SHARES
10
VIEWS
FacebookTwitter

ସୁପ୍ରିମକୋର୍ଟଙ୍କ ବଡ଼ ରାୟ । ଭୋଟର ତାଲିକା ସଂଶୋଧନ (SIR) ବୈଧ । ନିର୍ବାଚନ କମିଶନଙ୍କ ସ୍ପେଶାଲ୍ ଭୋଟର ଯାଞ୍ଚକୁ କୋର୍ଟଙ୍କ ମଞ୍ଜୁରୀ । ସୁପ୍ରିମକୋର୍ଟ ବଡ଼ ନିଷ୍ପତ୍ତି ଶୁଣାଇ ନିର୍ବାଚନ କମିଶନଙ୍କ ସ୍ପେଶାଲ୍ ଇଣ୍ଟେନସିଭ୍ ରିଭିଜନ୍ (SIR) ବା ଭୋଟର ତାଲିକାର ସ୍ୱତନ୍ତ୍ର ଓ ଗଭୀର ସଂଶୋଧନ ପ୍ରକ୍ରିୟାକୁ କାଏମ ରଖିଛନ୍ତି । କୋର୍ଟ SIRକୁ ଏକ ବୈଧ ଏବଂ ସାମ୍ବିଧାନିକ ପ୍ରକ୍ରିୟା ଭାବରେ ବର୍ଣ୍ଣନା କରିଛନ୍ତି । କୋର୍ଟ ଆହୁରି କହିଛନ୍ତି, ଏହି ପ୍ରକ୍ରିୟା ଆଇନଗତ ଭାବରେ ସଠିକ୍ ।

କୋର୍ଟ ସ୍ପଷ୍ଟ କରିଛନ୍ତି, ଏହି ପ୍ରକ୍ରିୟା ଦେଶରେ ଅବାଧ ଓ ନିରପେକ୍ଷ ନିର୍ବାଚନ କରିବାର ସାମ୍ବିଧାନିକ ଦାୟିତ୍ୱକୁ କୌଣସି ପ୍ରକାରେ ବାଧା ପହଞ୍ଚାଉ ନାହିଁ । କୋର୍ଟ କହିଛନ୍ତି ଯେ, ଏକ ସୁସ୍ଥ ଗଣତନ୍ତ୍ର ପାଇଁ ଭୋଟର ତାଲିକା ସମ୍ପୂର୍ଣ୍ଣ ସ୍ୱଚ୍ଛ ଏବଂ ସଠିକ୍ ହେବା ଆବଶ୍ୟକ । ନକଲି, ମୃତ କିମ୍ବା ସ୍ଥାନାନ୍ତରିତ ହୋଇଥିବା ଭୋଟରଙ୍କ ନାମ ହଟାଇବା ନିର୍ବାଚନ କମିଶନଙ୍କ କର୍ତ୍ତବ୍ୟ । ସମ୍ବିଧାନର ଧାରା ୩୨୪ ଅନୁଯାୟୀ ନିର୍ବାଚନ ପ୍ରକ୍ରିୟାକୁ ସଠିକ୍ ଭାବେ ପରିଚାଳନା କରିବା ପାଇଁ ନିର୍ବାଚନ କମିଶନଙ୍କ ପାଖରେ ସମ୍ପୂର୍ଣ୍ଣ ଅଧିକାର ରହିଛି ।

ବିହାରର ଭୋଟର ତାଲିକା ସଂଶୋଧନକୁ ଚ୍ୟାଲେଞ୍ଜ କରି ଦାଖଲ ହୋଇଥିବା ଏକାଧିକ ଆବେଦନ ଉପରେ କୋର୍ଟ ଏହି ଚୂଡ଼ାନ୍ତ ରାୟ ପ୍ରକାଶ କରିଛନ୍ତି । କିଛି ନାଗରିକ ସଂଗଠନ ଓ ବିରୋଧୀ ଦଳ କୋର୍ଟରେ ଅଭିଯୋଗ କରିଥିଲେ, ଏହି ଯାଞ୍ଚ ପ୍ରକ୍ରିୟା ଯୋଗୁଁ ବହୁ ସଂଖ୍ୟାରେ ପ୍ରକୃତ ଭୋଟରଙ୍କ ନାମ ତାଲିକାରୁ ବାଦ୍ ପଡ଼ିଯାଉଛି । କିନ୍ତୁ ସୁପ୍ରିମକୋର୍ଟ ଭୋଟରଙ୍କ ସୁରକ୍ଷା ପାଇଁ ଆଧାର କାର୍ଡ ଓ ପୁରୁଣା ଭୋଟର ଆଇଡି ଭଳି ସହଜ ପ୍ରମାଣପତ୍ର ଗ୍ରହଣ କରିବାକୁ ନିର୍ବାଚନ କମିଶନଙ୍କୁ ନିର୍ଦ୍ଦେଶ ଦେବା ସହ ଏହି ସଂଶୋଧନ ପ୍ରକ୍ରିୟାକୁ ସବୁଜ ସଙ୍କେତ ଦେଇଛନ୍ତି ।

Tags: sirsuprimecourtofindia
ShareTweetShareSend
Sanchar Live

Sanchar Live

Next Post
ସଠିକତା ମୂଲ୍ୟ ସହିତ ଧାତୁ ସ୍ଥାନାନ୍ତର: ଉତ୍ତମ ଲଜିଷ୍ଟିକ୍ସ ନେଟୱାର୍କ ଝାରସୁଗୁଡାରେ ବେଦାନ୍ତ ଆଲୁମିନିୟମର ମେଗା ପ୍ଲାଣ୍ଟକୁ ଶକ୍ତି ପ୍ରଦାନ କରିଛି

ସଠିକତା ମୂଲ୍ୟ ସହିତ ଧାତୁ ସ୍ଥାନାନ୍ତର: ଉତ୍ତମ ଲଜିଷ୍ଟିକ୍ସ ନେଟୱାର୍କ ଝାରସୁଗୁଡାରେ ବେଦାନ୍ତ ଆଲୁମିନିୟମର ମେଗା ପ୍ଲାଣ୍ଟକୁ ଶକ୍ତି ପ୍ରଦାନ କରିଛି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କାହିଁକି ଭାଇରାଲ ୮୦ ଦଶକର ଫଟୋ? ଆପଣ ଵି ଏମିତି କରନ୍ତୁ…
  • କେନାଲରେ ଭାସିଯାଇ ଭାଇ-ଭଉଣୀ ମୃତ
  • BRICS ସମ୍ମିଳନୀ ପାଇଁ ଦିଲ୍ଲୀରେ ପହଞ୍ଚିଲେ ସି ଜିନପିଙ୍ଗ
  • ଆଜିଠୁ ୪ ଦିନ ବ୍ୟାଙ୍କ ଛୁଟି
  • ଓଡ଼ିଆ ସାମ୍ବାଦିକତାରୁ କମୁଛି Gen-Z ଙ୍କ ଆଗ୍ରହ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.