Thursday, May 28, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ନଜର ପକାନ୍ତୁ ଆଜିର ସୁନା- ରୂପା ଦର ଉପରେ….

Sanchar Live by Sanchar Live
May 28, 2026
in ଓଡିଶା
0
ନଜର ପକାନ୍ତୁ ଆଜିର ସୁନା-ରୂପା ଦର
0
SHARES
36
VIEWS
FacebookTwitter

ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୫୬,୦୬୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୪୩,୦୫୦ ଟଙ୍କା ଛୁଇଁଛି ।

ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୫୬,୦୬୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ ସୁନାର ମୂଲ୍ୟ ହଜାର ୧,୪୩,୦୫୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ ମୂଲ୍ୟ ୧,୫୬,୦୬୦ ଟଙ୍କା ଓ ୨୨ କ୍ୟାରଟେ ମୂଲ୍ୟ ୧,୪୩,୦୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ ୧,୫୬, ୨୧୦ ଟଙ୍କା ଓ ୨୨ କ୍ୟାରଟେ ୧,୪୩,୨୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରଟେ ମୂଲ୍ୟ ୧,୫୮,୧୮୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ ମୂଲ୍ୟ ୧,୪୫,୦୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୫୬,୦୬୦ ଓ ୨୨ କ୍ୟାରେଟ ମୂଲ୍ୟ ୧,୪୩,୦୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୭୫,୦୦୦ ଟଙ୍କା ହୋଇଛି ।

କମେିତି ଜାଣିବେ ସୁନାର ଶୁଦ୍ଧତା ଜାଣନ୍ତୁ –

ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତବେେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ । ସୁନାର ଲାଇସନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷପେ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।

Tags: Gold silver price todayindia
ShareTweetShareSend
Sanchar Live

Sanchar Live

Next Post
ଡିଜେଲ୍‌ ବୋଟ୍ ବଦଳରେ ଓଡ଼ିଶାରେ ଚାଲିବ EV ବୋଟ୍

ଡିଜେଲ୍‌ ବୋଟ୍ ବଦଳରେ ଓଡ଼ିଶାରେ ଚାଲିବ EV ବୋଟ୍

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଡିଜେଲ୍‌ ବୋଟ୍ ବଦଳରେ ଓଡ଼ିଶାରେ ଚାଲିବ EV ବୋଟ୍
  • ନଜର ପକାନ୍ତୁ ଆଜିର ସୁନା- ରୂପା ଦର ଉପରେ….
  • ରାଜଧାନୀବାସୀଙ୍କୁ ଆଶ୍ବସ୍ତି ଦେଲା କଳାବୈଶାଖୀ
  • ସୌମ୍ୟରଞ୍ଜନ ହତ୍ୟା ମାମଲା: ଆଉ ଜଣେ ଗିରଫ
  • ମହଙ୍ଗା ପଡିଲା ଥାନାରେ ଥାର୍ଡ ଡିଗ୍ରି

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.