ସଂଚାର ବ୍ୟୁରୋ: ଚଳିତ ଦୁର୍ଗା ପୂଜା ଭସାଣିକୁ ନେଇ କଟକଣା ଜାରି । ପୂର୍ବରୁ ଭସାଣି ସମୟରେ ଡିଜେ ନ ବଜାଇବାକୁ ନିଷ୍ପତ୍ତି ହୋଇଥିବା ବେଳେ ଏବେ ଲେଜର୍ ଲାଇଟ୍ ଓ ଫାୟାର୍ ଗନ୍ ଉପରେ କଟକଣା ଲାଗିଛି । ପ୍ରଶାସନ ସହ ଶାନ୍ତି କମିଟି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ଚଳିତ ଦୁର୍ଗା ପୂଜା ଭସାଣିକୁ ନେଇ କଟକଣା ଜାରି । ପୂର୍ବରୁ ଭସାଣି ସମୟରେ ଡିଜେ ନ ବଜାଇବାକୁ ନିଷ୍ପତ୍ତି ହୋଇଥିବା ବେଳେ ଏବେ ଲେଜର୍ ଲାଇଟ୍ ଓ ଫାୟାର୍ ଗନ୍ ଉପରେ କଟକଣା ଲାଗିଛି । ପ୍ରଶାସନ ସହ ଶାନ୍ତି କମିଟି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି ।