Monday, October 19, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜିଠାରୁ ଓଡ଼ିଶାରେ ଆରମ୍ଭ ହୋଇଛି SIR

Sanchar Live by Sanchar Live
May 30, 2026
in ଓଡିଶା
0
ଆଜିଠାରୁ ଓଡ଼ିଶାରେ ଆରମ୍ଭ ହୋଇଛି SIR
0
SHARES
14
VIEWS
FacebookTwitter

ଆଜିଠାରୁ ଓଡ଼ିଶାରେ ଆରମ୍ଭ ହୋଇଛି ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍ଆଇଆର୍) ପ୍ରକ୍ରିୟା । ଜୁନ୍‌ ୨୮ ତାରିଖ ଯାଏ ଚାଲିବ ଏହି SIR କାର୍ଯ୍ୟକ୍ରମ । SIR ପାଇଁ ୪୫ ହଜାର ୨୫୫ ଜଣ ବୁଥ୍‌ ଲେବୁଲ ଅଧିକାରୀ ନିଯୁକ୍ତ ହୋଇଛନ୍ତି । ଏସ୍ଆଇଆର୍ ପାଇଁ ୩ କୋଟି ୩୩ ଲକ୍ଷ ୯୯ ହଜାର ଭୋଟରଙ୍କ ପାଖକୁ ଯିବେ BLO । ପ୍ରତିଦିନ ଅପରାହ୍ନ ୩ଟାରୁ ୫ଟା ଯାଏ ବୁଥ୍‌ରେ ଉପସ୍ଥିତ ରହିବେ BLO । ସେପ୍ଟେମ୍ବର ୬ରେ ପ୍ରକାଶ ପାଇବ ଚୂଡ଼ାନ୍ତ ଭୋଟର ତାଲିକା ।

ଏସ୍ଆଇଆର୍ କାର୍ଯ୍ୟକ୍ରମରେ ପ୍ରଶିକ୍ଷିତ ବୁଥ୍ ଲେଭଲ୍ ଅଫିସରମାନେ ଘରକୁ ଘର ବୁଲି ଯାଞ୍ଚ କରିବା ସହ ପ୍ରତି ଭୋଟରଙ୍କୁ ଦୁଇଟି ଲେଖାଏଁ ‘ଏନୁମେରେସନ ଫର୍ମ’ ଦେବେ । ଭୋଟର ସେହି ଫର୍ମରେ ନିଜର ବ୍ୟକ୍ତିଗତ ତଥ୍ୟ, ପରିବାରର ବିବରଣୀ ଏବଂ ୨୦୦୨ ଭୋଟର ତାଲିକାର ସୂଚନା ସଠିକ୍ ଭାବେ ପୂରଣ କରିବେ । ପୂରଣ ହୋଇଥିବା ଫର୍ମର ଗୋଟିଏ କପି BLO ଙ୍କୁ ଦେବେ ।  ଫର୍ମ ସଂଗ୍ରହ ପାଇଁ BLO ମାନେ ପ୍ରତିଦିନ ଅପରାହ୍ନ ୩ଟାରୁ ସଂଧ୍ୟା ୫ ଟା ପର୍ଯ୍ୟନ୍ତ ନିଜ ନିଜ ମତଦାନ କେନ୍ଦ୍ରରେ ଉପଲବ୍ଧ ରହିବେ । ଏହି ସଂପୂର୍ଣ୍ଣ ପ୍ରକ୍ରିୟା ଏକ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ଶେଷ ହେବ । ଡ୍ରାଫ୍ଟ ଭୋଟର ତାଲିକା ୨୦୨୬ ଜୁଲାଇ ୫ରେ ପ୍ରକାଶ ପାଇବ । ଆପତ୍ତି ଓ ଅଭିଯୋଗ ଜୁଲାଇ ୫ରୁ ଅଗଷ୍ଟ ୪ ପର୍ଯ୍ୟନ୍ତ କରିପାରିବେ ଭୋଟର । ଚୂଡ଼ାନ୍ତ ଭୋଟର ତାଲିକା ଅକ୍ଟୋବର ୬ରେ ପ୍ରକାଶ ପାଇବ ।

Tags: odishasir
ShareTweetShareSend
Sanchar Live

Sanchar Live

Next Post
ଝାରସୁଗୁଡ଼ାରେ ପୋଲିସର ଆକ୍ସନ, ପୁଣି ଏନକାଉଣ୍ଟର

ଝାରସୁଗୁଡ଼ାରେ ପୋଲିସର ଆକ୍ସନ, ପୁଣି ଏନକାଉଣ୍ଟର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଚୟନ କମିଟିର ଅଧ୍ୟକ୍ଷ ହେଲେ ପ୍ରଜ୍ଞାନ ଓଝା, ଘୋଷଣା କଲା BCCI
  • ଦୀପାବଳି ପୂର୍ବରୁ ଚାଷୀଙ୍କୁ ଭେଟିଦେବେ ସରକାର
  • ଟ୍ରେନରେ ଯାତ୍ରା କରିବା ସମୟରେ ମୋବାଇଲରେ ଜୋରରେ ଗୀତ ବଜାଉଛନ୍ତି କି?
  • ସେହି ତାରିଖ, ମହାବାତ୍ୟା ଭଳି ହେବ କି ଭୟଙ୍କର ବାତ୍ୟା
  • ଟାଇଗର ଶ୍ରଫଙ୍କ ଉପରେ ଆକ୍ରମଣ ମାମଲାରେ ୩ ଗିରଫ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • October 2026
  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.