Saturday, September 12, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି, ୪ ଘଣ୍ଟା ଦର୍ଶନ ବନ୍ଦ

Sanchar Live by Sanchar Live
June 3, 2026
in ଓଡିଶା
0
ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି, ୪ ଘଣ୍ଟା ଦର୍ଶନ ବନ୍ଦ
0
SHARES
11
VIEWS
FacebookTwitter

ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ। ବନକଲାଗି ଅବସରରେ ଏହି ନୀତି ହୋଇଥିବାରୁ ପ୍ରାୟ ୪ ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ବନକଲାଗି ନୀତି ଆରମ୍ଭ ହେବ। ଏହା ଗୁପ୍ତନୀତି ହୋଇଥିବାରୁ ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ମହାପ୍ରଭୁଙ୍କର ବନକଲାଗି ନୀତି ସଂପନ୍ନ କରିବେ । ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ନୀତି ସମ୍ପନ୍ନ କରାଯିବ । ବନକ ଲାଗି ବା ଶ୍ରୀମୁଖ ଶୃଙ୍ଗାର ଦ୍ୱାରା ଶ୍ରୀଜିଉଙ୍କ ମୁଖ ମଣ୍ତଳ ଅଧିକ ସୁନ୍ଦର ଓ ଆକର୍ଷଣୀୟ ଦେଖାଯାଇଥାଏ। ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ । ଏହାପରେ ପୁଣି ମହାପ୍ରଭୁଙ୍କ ଦର୍ଶନ ଆରମ୍ଭ ହେବ ।

Tags: banaklaginitijay jaganathtemplepuri
ShareTweetShareSend
Sanchar Live

Sanchar Live

Next Post
ଭିଆଇପି ଦର୍ଶନକୁ ନେଇ ଟ୍ରୋଲ ହେଉଛନ୍ତି ବିରୁଷ୍କା

ଭିଆଇପି ଦର୍ଶନକୁ ନେଇ ଟ୍ରୋଲ ହେଉଛନ୍ତି ବିରୁଷ୍କା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କାହିଁକି ଭାଇରାଲ ୮୦ ଦଶକର ଫଟୋ? ଆପଣ ଵି ଏମିତି କରନ୍ତୁ…
  • କେନାଲରେ ଭାସିଯାଇ ଭାଇ-ଭଉଣୀ ମୃତ
  • BRICS ସମ୍ମିଳନୀ ପାଇଁ ଦିଲ୍ଲୀରେ ପହଞ୍ଚିଲେ ସି ଜିନପିଙ୍ଗ
  • ଆଜିଠୁ ୪ ଦିନ ବ୍ୟାଙ୍କ ଛୁଟି
  • ଓଡ଼ିଆ ସାମ୍ବାଦିକତାରୁ କମୁଛି Gen-Z ଙ୍କ ଆଗ୍ରହ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.