Saturday, September 12, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ବୋର୍ଡ-ନିଗମ ନିଯୁକ୍ତି ନେଇ ସରକାରୀ ସ୍ତରରେ ପ୍ରକ୍ରିୟା ଆରମ୍ଭ

Sanchar Live by Sanchar Live
June 6, 2026
in ଓଡିଶା
0
ବୋର୍ଡ-ନିଗମ ନିଯୁକ୍ତି ନେଇ ସରକାରୀ ସ୍ତରରେ ପ୍ରକ୍ରିୟା ଆରମ୍ଭ
0
SHARES
24
VIEWS
FacebookTwitter

ଆସନ୍ତା ୩୦ସୁଦ୍ଧା ବୋର୍ଡ ନିଗମ ନିଯୁକ୍ତି । ବୋର୍ଡ-ନିଗମ ନିଯୁକ୍ତି ନେଇ ସରକାରୀ ସ୍ତରରେ  ଆରମ୍ଭ ହୋଇଛି ପ୍ରକ୍ରିୟା । ଜୁନ ୧ତାରିଖରେ ଓଡ଼ିଶା ସରକାରଙ୍କ ପବ୍ଲିକ୍ ଏଣ୍ଟ୍ରରପ୍ରାଇସ୍ ତଥା ସାର୍ବଜାନୀନ ଉଦ୍ୟୋଗ ବିଭାଗ ପକ୍ଷରୁ ନିଯୁକ୍ତି ନେଇ ଚିଠି ପ୍ରକାଶ ପାଇଛି । ଆସନ୍ତା ଜୁନ ୩୦ସୁଦ୍ଧା ନିଯୁକ୍ତି ଶେଷ କରାଯିବ ବୋଲି ଚିଠିରେ ଉଲ୍ଲେଖ ରହିଛି । ପାଖାପାଖି ୩୨ଟି ବିଭାଗରେ ୧୧୮୩ ଜଣଙ୍କୁ ନିଯୁକ୍ତି ଦେବା ପାଇଁ ଲକ୍ଷ ରଖିଛି ବିଭାଗ । ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ନିଯୁକ୍ତି କ୍ଷେତ୍ରରେ କଣ ଅଗ୍ରଗତି ହୋଇଛି ଜାଣିବା ପାଇଁ ମେ ୮ ତାରିଖରେ ଚିଠି କରିଥିଲା । ଆଉ ଏହାରି ଭିତରେ ପ୍ରକ୍ରିୟା ଆରମ୍ଭ କରିବା ପାଇଁ ଉଦ୍ୟମ ଆରମ୍ଭ ହୋଇଛି ।

Tags: boardodisha
ShareTweetShareSend
Sanchar Live

Sanchar Live

Next Post
ଆୟାରଲ୍ୟାଣ୍ଡ୍ ଏବଂ ଇଂଲଣ୍ଡ ବିପକ୍ଷ T-20 ସିରିଜ ପାଇଁ ଭାରତୀୟ ଦଳ ଘୋଷଣା, ବୈଭବଙ୍କୁ ସୁଯୋଗ

ଆୟାରଲ୍ୟାଣ୍ଡ୍ ଏବଂ ଇଂଲଣ୍ଡ ବିପକ୍ଷ T-20 ସିରିଜ ପାଇଁ ଭାରତୀୟ ଦଳ ଘୋଷଣା, ବୈଭବଙ୍କୁ ସୁଯୋଗ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କାହିଁକି ଭାଇରାଲ ୮୦ ଦଶକର ଫଟୋ? ଆପଣ ଵି ଏମିତି କରନ୍ତୁ…
  • କେନାଲରେ ଭାସିଯାଇ ଭାଇ-ଭଉଣୀ ମୃତ
  • BRICS ସମ୍ମିଳନୀ ପାଇଁ ଦିଲ୍ଲୀରେ ପହଞ୍ଚିଲେ ସି ଜିନପିଙ୍ଗ
  • ଆଜିଠୁ ୪ ଦିନ ବ୍ୟାଙ୍କ ଛୁଟି
  • ଓଡ଼ିଆ ସାମ୍ବାଦିକତାରୁ କମୁଛି Gen-Z ଙ୍କ ଆଗ୍ରହ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.