Tuesday, September 30, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଜାଣନ୍ତୁ କେମିତି କଟିବ ଆଜି ?

Sanchar Live by Sanchar Live
September 9, 2024
in ଜୀବନ ଶୈଳୀ
0
ନଜର ପକାନ୍ତୁ ଆଜିର ରାଶିଫଳ ଉପରେ..
0
SHARES
30
VIEWS
FacebookTwitter

ମେଷ: ଅଚାନକ ଖୁସି ଖବର ପାଇପାରନ୍ତି। ଧୈର୍ଯ୍ୟର ସହ କାମ କରନ୍ତୁ। ମାନସମ୍ମାନ ବୃଦ୍ଧି ପାଇବ। ବିଦ୍ୟାର୍ଥୀମାନେ କ୍ୟାରିୟରରେ ଉନ୍ନତି କରିବେ। ଆୟ ଓ ବ୍ୟୟ ସମାନ ରହିବ।

ବୃଷ: ପରିବାର ସଦସ୍ୟଙ୍କ ସହାୟତା ଯୋଗୁଁ ଅଟକି ଥିବା କାମକୁ ପୂରା କରିବେ। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ବିଦେଶ ଯାତ୍ରା କରିପାରନ୍ତି। ମହିଳାମାନେ ପୂଜାର୍ଚ୍ଚନାରେ ଯୋଗ ଦେବେ।

 

ମିଥୁନ: ସୁସମ୍ବାଦ ମିଳିବ। ଧନପ୍ରାପ୍ତି ଯୋଗ ରହିଛି। ପ୍ରତ୍ୟେକ କ୍ଷେତ୍ରରେ ମାନସମ୍ମାନ ବୃଦ୍ଧି ପାଇବ। ସାମାଜିକ କାର୍ଯ୍ୟ କରିବାରେ ରୁଚି ବଢ଼ିବ। ବନ୍ଧୁଙ୍କ ସହ ସମୟ ଅତିବାହିତ ହେବ।

କର୍କଟ: ବ୍ୟବସାୟରେ ଲାଭବାନ ହେବେ। ଆତ୍ମବିଶ୍ବାସ ବୃଦ୍ଧି ପାଇବ। ନିଜର ଦାୟିତ୍ବକୁ ସୁରୁଖୁରୁରେ ସମ୍ଭାଳିବେ। ବନ୍ଧୁଙ୍କ ସହିତ ମଧୁର ବ୍ୟବହାର କରିବେ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

ସିଂହ: କାମଚାପ ଅଧିକ ରହିବ। ସ୍ବାସ୍ଥ୍ୟ ପ୍ରତି ଅଧÒକ ଧ୍ୟାନ ଦିଅନ୍ତୁ। କ୍ରୋଧ ଉପରେ ନିୟନ୍ତ୍ରଣ ରଖୀବା ଭଲ। ତରବରିଆ ଭାବେ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ଗୁରୁଜନଙ୍କ କଥା ମାନି ଚଳନ୍ତୁ।

କନ୍ୟା: ଆର୍ଥିକ ସ୍ଥିତିରେ ସୁଧାର ଆସିବ। କ୍ୟାରିୟରକୁ ନେଇ ଚିନ୍ତିତ ହୁଅନ୍ତୁନି। ପ୍ରତିଯୋଗିତାମୂଳକ ପରୀକ୍ଷାରେ ଭଲ ପ୍ରଦର୍ଶନ କରିବେ। ଥକ୍କାପଣ ଅନୁଭବ କରିପାରନ୍ତି।

ତୁଳା: ଘର ମାହୋଲ ଶାନ୍ତିପୂର୍ଣ୍ଣ ରହିବ। କାର୍ଯ୍ୟକ୍ଷେତ୍ରରେ ଚାପ ଯୋଗୁଁ ଅସ୍ଥିରତା ଅନୁଭବ କରିପାରନ୍ତି। ପତି-ପତ୍ନୀଙ୍କ ମଧ୍ୟରେ ସୁସମ୍ପର୍କ ରହିବ। କ୍ରୀଡ଼ାବିତ୍‌ଙ୍କ ପାଇଁ ଅନୁକୂଳ ସମୟ।

ବିଛା: ବିଦ୍ୟାର୍ଥୀମାନେ ନିଜ କ୍ୟାରିୟରକୁ ଅଧିକ ଗୁରୁତ୍ବ ଦେବା ଦରକାର। ଆଳସ୍ୟ ଓ ଚିନ୍ତାରେ ଦିନଟି ବିତିବ। ପ୍ରେମ ବ୍ୟାପାରରେ ଶୁଭ ଖବର ପାଇବେ । ଘର କାମରେ ବ୍ୟସ୍ତ ରହିପାରନ୍ତି।

ଧନୁ: ନକାରାତ୍ମକ ପ୍ରବୃତ୍ତିର ଲୋକଙ୍କଠାରୁ ଦୂରେଇ ରୁହନ୍ତୁ। ଅଫିସ୍‌ ଓ ଘର କାମରେ ବ୍ୟସ୍ତ ରହିବେ। ମହିଳାମାନେ ଧାର୍ମିକ କାର୍ଯ୍ୟରେ ସମୟ ବିତାଇବେ। ଶତ୍ରୁଠାରୁ ଦୂରେଇ ରୁହନ୍ତୁ।

ମକର: ଟଙ୍କା ନେଣଦେଣ କାର୍ଯ୍ୟରେ ଅନ୍ୟ ଉପରେ ଅଧିକ ଭରସା କରନ୍ତୁନି। ଅଯଥା ଖର୍ଚ୍ଚରୁ ଦୂରେଇ ରୁହନ୍ତୁ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ବିଦ୍ୟାର୍ଥୀମାନେ କ୍ୟାରିୟରକୁ ନେଇ ଚିନ୍ତିତ ରହିବେ।

କୁମ୍ଭ: ପରିସ୍ଥିତି ଅନୁସାରେ କାମ କରନ୍ତୁ। ମନକୁ ଆୟତ୍ତରେ ରଖୀବା ଭଲ। କର୍ମକ୍ଷେତ୍ରରେ ପଦୋନ୍ନତି ହୋଇପାରେ। ମହିଳାମାନେ ସ୍ବାସ୍ଥ୍ୟ ପ୍ରତି ଯତ୍ନଶୀଳ ହେବେ। ପେଟ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇପାରେ।

ମୀନ: କର୍ମକ୍ଷେତ୍ରରେ ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ। ସ୍ବାସ୍ଥ୍ୟ ସମ୍ବନ୍ଧୀୟ ପୁରୁଣା ସମସ୍ୟା ଦେଖାଦେଇପାରେ। ପ୍ରେମ ବ୍ୟାପାରରେ ଦିନଟି ଭଲରେ ବିତିବ। ସାବଧାନତାର ସହିତ କାର୍ଯ୍ୟ କରନ୍ତୁ।

Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
ସାପ କାମୁଡ଼ାରେ ୩ ଭଉଣୀ ମୃତ

ସାପ କାମୁଡ଼ାରେ ୩ ଭଉଣୀ ମୃତ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ପୋଲିସ ଏସଆଇ ଚାକିରିରେ ଜାଲିଆତି ଅଭିଯୋଗ
  • ଆଜି ଆସିପାରେ ବିହାରର ଚୂଡ଼ାନ୍ତ ଭୋଟର ତାଲିକା
  • ଆଜିଠୁ ଆରମ୍ଭ ହେଉଛି ମହିଳା ଦିନିକିଆ ବିଶ୍ବକପ୍
  • ମହାମାୟାଙ୍କ ମହାଷ୍ଟମୀ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଛା ଓ ଶୁଭକାମନା ଜଣାଇଲେ ମୁଖ୍ୟମନ୍ତ୍ରୀ
  • ତାମିଲନାଡୁ କରୁର ଦଳାଚକଟା ଘଟଣା : ତାମିଲଗା ଭେଟ୍ରି କାଜାଗମ ଦିଲ୍ଲା ସମ୍ପାଦକ ମାଥେଝଗନ ଗିରଫ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.