Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ବନ୍ଦ ଘରୁ ଉଦ୍ଧାର ହେଲା ଅଧ୍ୟାପିକାଙ୍କ ମୃତଦେହ

Sanchar Live by Sanchar Live
September 9, 2024
in ଓଡିଶା
0
ବନ୍ଦ ଘରୁ ଉଦ୍ଧାର ହେଲା ଅଧ୍ୟାପିକାଙ୍କ ମୃତଦେହ
0
SHARES
12
VIEWS
FacebookTwitter

ସଂଚାର ବ୍ୟୁରୋ: ବନ୍ଦ ଘରୁ ଅଧ୍ୟାପିକାଙ୍କ ମୃତଦେହ ଉଦ୍ଧାର। ମୃତ ଅଧ୍ୟାପିକା ହେଲେ ଅନନ୍ୟା ଚକ୍ରବର୍ତ୍ତୀ। କଟକ ସେକ୍ଟର ୯ ଭଡ଼ାଘରୁ ଅଧ୍ଯାପିକାଙ୍କ ମୃତଦେହ ଉଦ୍ଧାର ହୋଇଛି। ସେ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟର ଅଧ୍ଯାପିକା ଥିଲେ। ତାଙ୍କ ଘର ପଶ୍ଚିମବଙ୍ଗ ହୋଇଥିବା ନେଇ ସୂଚନା ମିିଳିଛି ।

ରବିବାର ରାତିରେ ଅନନ୍ୟା ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ପୋଲିସ ଶବ ଜବତ କରି ବ୍ଯବଚ୍ଛେଦ ଲାଗି ବଡ଼ ମେଡିକାଲକୁ ପଠାଇଛି। ପୋଲିସ ଅଧିକ ତଦନ୍ତ କରୁଛି। କଟକ ସିଡିଏ ସେକ୍ଟର ୯ ସ୍ଥିତ ଏକ ଭଡ଼ା ଘରେ ରହୁଥିଲେ ଅଧ୍ୟାପିକା ଅନନ୍ୟା ଚକ୍ରବର୍ତ୍ତୀ । ଆଜି ସକାଳୁ ଅନେକ ଡେରି ପର୍ଯ୍ୟନ୍ତ ଅନନ୍ୟାଙ୍କ କବାଟ ନ ଖୋଲିବାରୁ ସନ୍ଦେହ କରି ସ୍ଥାନୀୟ ଲୋକେ ପୁଲିସକୁ ଖବର ଦେଇଥିଲେ। ପୁଲିସ ଘଟଣା ସ୍ଥଳରେ ପହଞ୍ଚି କବାଟ ଖୋଲିବା ବେଳେ ଘରେ ଅଧ୍ୟାପିକାଙ୍କ ମୃତ ଦେହ ଦେଖିବାକୁ ପାଇଥିଲା । ତେବେ ଅଧ୍ୟାପିକା ଜଣଙ୍କ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ପୁଲିସ ଶବ ଜବତ କରି ବ୍ୟବଛେଦ ପାଇଁ ଏସସିବି ପଠାଇବା ସହିତ ତଦନ୍ତ ଆରମ୍ଭ କରିଛି।

Tags: cuttackdeadbody
ShareTweetShareSend
Sanchar Live

Sanchar Live

Next Post
ଭଙ୍ଗାହେବ ଓଡ଼ିଶା ଭବନ

ଭଙ୍ଗାହେବ ଓଡ଼ିଶା ଭବନ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ
  • ଆଜି ଦଶମୀ ତିଥିରେ ଚକାବିଜେ କରିବେ ଶ୍ରୀଜୀଉ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.