Tuesday, June 30, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ବର୍ଷାରେ ଭିଜୁଛି ସାରା ଓଡ଼ିଶା, ଏହିସବୁ ଜିଲ୍ଲାରେ ପ୍ରବଳ ଅଜାଡିବ

Sanchar Live by Sanchar Live
June 30, 2026
in ଓଡିଶା
0
ବର୍ଷାରେ ଭିଜୁଛି ସାରା ଓଡ଼ିଶା, ଏହିସବୁ ଜିଲ୍ଲାରେ ପ୍ରବଳ ଅଜାଡିବ
0
SHARES
19
VIEWS
FacebookTwitter

ବର୍ଷାରେ ଭିଜୁଛି ସାରା ଓଡ଼ିଶା । ବଙ୍ଗୋପସାଗରରେ ବଳ ଗୋଟାଉଛି ଲଘୁଚାପ । ରାଜ୍ୟରେ ଏବେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପୂର୍ଣ୍ଣ ମାତ୍ରାରେ ସକ୍ରିୟ ହୋଇଉଠିଛି । ଆଜି ସକାଳୁ ରାଜଧାନୀ ଭୁବନେଶ୍ୱର ସମେତ ଓଡ଼ିଶାର ଅନେକ ସ୍ଥାନରେ ପ୍ରବଳ ବର୍ଷା ଦେଖିବାକୁ ମିଳିଛି । ଦୀର୍ଘ ଦିନର ଗୁଳୁଗୁଳି ଓ ଗରମରୁ ଲୋକଙ୍କୁ ତ୍ରାହି ମିଳିଥିବା ବେଳେ, ତଳିଆ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା ସୃଷ୍ଟି ହୋଇଛି । ଘଡ଼ଘଡ଼ି ଓ ପ୍ରବଳ ବର୍ଷା ନେଇ ଆଜି ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ରହିଥିବା ବେଳେ ଅନ୍ୟ ୨୩ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଆଗାମୀ ୪ ଦିନ ପାଇଁ ସତର୍କ ସୂଚନା ଜାରି ହୋଇଛି ।

ଗତକାଲି ରାତିରୁ ହିଁ ଭୁବନେଶ୍ୱରରେ ଆକାଶ ମେଘାଚ୍ଛନ୍ନ ରହିବା ସହ ପ୍ରବଳ ଆଦ୍ରତା ଅନୁଭୂତ ହେଉଥିଲା । ଆଜି ସକାଳୁ ପ୍ରବଳ ବର୍ଷା ଯୋଗୁଁ ସହରର ବିଭିନ୍ନ ମୁଖ୍ୟ ରାସ୍ତାରେ ପାଣି ଜମି ରହିଛି । ଫଳରେ ଅଫିସ୍ ଓ ସ୍କୁଲ ଯାଉଥିବା ଲୋକମାନେ ଟ୍ରାଫିକ୍ ଜାମର ସମ୍ମୁଖୀନ ହୋଇଛନ୍ତି । ପାଣିପାଗ ବିଭାଗ ପକ୍ଷରୁ ବଜ୍ରପାତର ଆଶଙ୍କା ଥିବାରୁ ସମସ୍ତଙ୍କୁ ସତର୍କ ରହିବାକୁ କୁହାଯାଇଛି । କଟକରେ ମଧ୍ୟ ସମାନ ସ୍ଥିତି ଦେଖିବାକୁ ମିଳିଛି। ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବ୍ୟାପକ ବର୍ଷା ରେକର୍ଡ କରାଯାଇଛି । ଭୁବନେଶ୍ୱର, ପୁରୀ, ପାରାଦୀପ ଭଳି ଉପକୂଳବର୍ତ୍ତୀ ଅଞ୍ଚଳ ସହିତ ଉତ୍ତର ଓ ପଶ୍ଚିମ ଓଡ଼ିଶାର ବରଗଡ଼, ସମ୍ବଲପୁର ଏବଂ ବାଲେଶ୍ୱର ଆଦି ଜିଲ୍ଲାରେ ମୌସୁମୀ ବର୍ଷା ଜାରି ରହିଛି । ଅନେକ ସ୍ଥାନରେ ଅଳ୍ପ ସମୟ ମଧ୍ୟରେ ୨୦ ରୁ ୫୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋଇଥିବା ସୂଚନା ମିଳିଛି ।

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବଳୟ ଯୋଗୁଁ ପ୍ରଚୁର ପରିମାଣର ଜଳୀୟବାଷ୍ପ ଓଡ଼ିଶା ମଧ୍ୟକୁ ପ୍ରବେଶ କରୁଛି । ଏହା ପ୍ରଭାବରେ ଜୁଲାଇ ପ୍ରଥମ ସପ୍ତାହ ଯାଏଁ ବର୍ଷା ଲାଗିରହିବ । ଅନେକ ସ୍ଥାନରେ ଘଡ଼ଘଡ଼ି, ବିଜୁଳି ସହ ପ୍ରବଳ ବର୍ଷା ଓ ପବନ ହେବାର ସମ୍ଭାବନା ଅଛି । ୧ ରୁ ୪ ଜୁଲାଇ ଯାଏଁ କେତେକ ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବ । ଏହି ସମୟରେ ବର୍ଷାର ପରିମାଣ ସବୁଠୁ ଅଧିକ ରହିବ। ୫ ଜୁଲାଇ ପରଠାରୁ ବର୍ଷାର ପ୍ରକୋପ ସାମାନ୍ୟ କମିପାରେ, କିନ୍ତୁ ପ୍ରବଳ ବର୍ଷା ଜାରି ରହିବ । ପ୍ରବଳ ବର୍ଷା ସମୟରେ ଘରୁ ବାହାରକୁ ନବାହାରିବାକୁ ପ୍ରଶାସନ ପକ୍ଷରୁ ପରାମର୍ଶ ଦିଆଯାଇଛି । ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି। OSDMA ଏବଂ ଜିଲ୍ଲା ପ୍ରଶାସନ ଯେକୌଣସି ଜରୁରୀ ପରିସ୍ଥିତିର ମୁକାବିଲା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି।

Tags: odisharainweatherreport
ShareTweetShareSend
Sanchar Live

Sanchar Live

Next Post
ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ରେ ଯୁବବର୍ଗଙ୍କ ନିଯୁକ୍ତି ସାମର୍ଥ୍ୟକୁ କରିଛି ସୁଦୃଢ଼

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ରେ ଯୁବବର୍ଗଙ୍କ ନିଯୁକ୍ତି ସାମର୍ଥ୍ୟକୁ କରିଛି ସୁଦୃଢ଼

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ରେ ଯୁବବର୍ଗଙ୍କ ନିଯୁକ୍ତି ସାମର୍ଥ୍ୟକୁ କରିଛି ସୁଦୃଢ଼
  • ବର୍ଷାରେ ଭିଜୁଛି ସାରା ଓଡ଼ିଶା, ଏହିସବୁ ଜିଲ୍ଲାରେ ପ୍ରବଳ ଅଜାଡିବ
  • ଆଜି ଏହି ରାଶିର ବ୍ୟକ୍ତିଙ୍କ ଭାଗ୍ୟରେ ଅଛି ଧନଯୋଗ
  • ସ୍କୁଲକୁ ଦିଆଯିବ ସଂଶୋଧିତ ପୁସ୍ତକ: ଗଣଶିକ୍ଷା ମନ୍ତ୍ରୀ
  • ଭାରତୀୟ ନାଗରିକତାର ପ୍ରମାନପତ୍ର କଣ?

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.