Thursday, July 2, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ରାମ ମନ୍ଦିରରେ ଚାକିରି କରାଇଦେବା ନାଁରେ ବଡ଼ ଧରଣର ଲାଞ୍ଚ କାରବାର ଅଭିଯୋଗ

Sanchar Live by Sanchar Live
July 2, 2026
in ଭାରତ
0
ରାମ ମନ୍ଦିରରେ ଚାକିରି କରାଇଦେବା ନାଁରେ ବଡ଼ ଧରଣର ଲାଞ୍ଚ କାରବାର ଅଭିଯୋଗ
0
SHARES
1
VIEWS
FacebookTwitter

ରାମ ମନ୍ଦିରରୁ ଦାନ ଅର୍ଥ ଚୋରି ମାମଲାର ନୂଆ ତଥ୍ୟ ସାମ୍ନାକୁ ଆସିଛି । ମନ୍ଦିରରେ ହୋଇଥିବା ନିଯୁକ୍ତି ପ୍ରକ୍ରିୟା ଏବେ ସନ୍ଦେହ ଘେରକୁ ଆସିଛି । ସୂଚନା ଅନୁସାରେ, ରାମ ମନ୍ଦିରରେ ଚାକିରି କରାଇଦେବା ନାଁରେ ବଡ଼ ଧରଣର ଲାଞ୍ଚ କାରବାର ହୋଇଥିବା ଅଭିଯୋଗ ହୋଇଛି, ଯାହାର ତଦନ୍ତ ଏବେ ପୋଲିସ କରୁଛି । ପୋଲିସ ବିଭିନ୍ନ ଦସ୍ତାବିଜ୍, ଆର୍ଥିକ କାରବାର ଏବଂ ସମ୍ପୃକ୍ତ ବ୍ୟକ୍ତିଙ୍କ ବୟାନକୁ ଆଧାର କରି ପୋଲିସ ଖୋଳତାଡ଼ ଜାରି ରଖିଛି ।

ଖବର ମୁତାବକ, ଗିରଫ ଅଭିଯୁକ୍ତ ଅବିନାଶ ଶୁକ୍ଲାକୁ ଜେରା କରିବା ସମୟରେ ତଦନ୍ତକାରୀ ସଂସ୍ଥାକୁ କିଛି ଏଭଳି ଗୁରୁତ୍ୱପୂର୍ଣ୍ଣ ତଥ୍ୟ ମିଳିଛି । ଜେରା ବେଳେ ଟ୍ରଷ୍ଟର ଜଣେ ସଦସ୍ୟଙ୍କ ନାଁ ବାରମ୍ବାର ସାମ୍ନାକୁ ଆସୁଥିବାରୁ, ଏବେ ଉକ୍ତ ସଦସ୍ୟଙ୍କ ଭୂମିକାକୁ ନେଇ ପୋଲିସ ଖୋଳତାଡ଼ ଆରମ୍ଭ କରିଛି ।

ରାମ ମନ୍ଦିର ପ୍ରତିଷ୍ଠାନର ବିଭିନ୍ନ ପଦବୀରେ ପ୍ରାୟ ୧୨୫ ଜଣ କର୍ମଚାରୀଙ୍କୁ ନିଯୁକ୍ତି ଦିଆଯାଇଥିଲା । ଏମାନଙ୍କ ମଧ୍ୟରୁ ଅନେକ ପ୍ରାର୍ଥୀ ଚାକିରି ପାଇବା ପାଇଁ ମୋଟା ଅଙ୍କର ଟଙ୍କା ଦେଇଥିବା ଅଭିଯୋଗ ହୋଇଛି । ଏହି ଅଭିଯୋଗରେ କେତେ ସତ୍ୟତା ରହିଛି ତାହାର ଯାଞ୍ଚ କରୁଛି ପୋଲିସ । ପ୍ରାଥମିକ ଯାଞ୍ଚରୁ ଜଣାପଡ଼ିଛି ଯେ, ଅନେକ କର୍ମଚାରୀଙ୍କ ନିଯୁକ୍ତି ପତ୍ର, ଆନୁଷ୍ଠାନିକ ସେବା ଚୁକ୍ତି କିମ୍ବା ଚାକିରି ସମ୍ବନ୍ଧୀୟ ଆବଶ୍ୟକୀୟ ଦସ୍ତାବିଜ୍ ତୁରନ୍ତ ମିଳିପାରି ନାହିଁ । ସେଥିପାଇଁ ଏବେ ପ୍ରତ୍ୟେକ ନିଯୁକ୍ତିର ଅଲଗା ଅଲଗା ଭାବେ ଯାଞ୍ଚ କରାଯାଉଛି । ଏସବୁ ନିଯୁକ୍ତିର ଅସଲ କାଗଜପତ୍ର ଖୋଜୁଛି ପୋଲିସ ।

ମନ୍ଦିରରୁ ଦାନ ଅର୍ଥ ଚୋରି ମାମଲାରେ ଗିରଫ ହୋଇ ଏବେ ବିଚାର ବିଭାଗୀୟ ହାଜତରେ ଥିବା ଅନୁକଳ୍ପ ମିଶ୍ର ଏବଂ ଲବକୁଶ ମିଶ୍ରଙ୍କୁ ମଧ୍ୟ ଏହି ନିଯୁକ୍ତି ଦୁର୍ନୀତି ମାମଲାରେ ସାମିଲ କରାଯାଇଛି । ଏହି ସମଗ୍ର ନିଯୁକ୍ତି ଦୁର୍ନୀତିର ଯାଞ୍ଚ ପ୍ରକ୍ରିୟା ଏସଆଇଟିର ବିସ୍ତୃତ ରିପୋର୍ଟର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ହେବାକୁ ଯାଉଛି । ତେବେ ତଦନ୍ତ ଶେଷ ହେବା ପରେ ହିଁ ଅସଲ ସତ ସାମ୍ନାକୁ ଆସିବ ।

Tags: ayodhyaram mandir
ShareTweetShareSend
Sanchar Live

Sanchar Live

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ରାମ ମନ୍ଦିରରେ ଚାକିରି କରାଇଦେବା ନାଁରେ ବଡ଼ ଧରଣର ଲାଞ୍ଚ କାରବାର ଅଭିଯୋଗ
  • ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ, ଏହିସବୁ ଟ୍ରେନ୍ ବାତିଲ ?
  • ବାତିଲ ହେଲା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ
  • ବର୍ଷା ପାଇଁ କନ୍ଧମାଳରେ ୨ ଦିନ ସ୍କୁଲ ଛୁଟି
  • ଆର୍ଥିକ ସମସ୍ୟା ପାଇଁ କେହି ଶିକ୍ଷାରୁ ବଞ୍ଚିତ ନ ହୁଅନ୍ତୁ: ମୁଖ୍ୟମନ୍ତ୍ରୀ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.