Tuesday, March 3, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

କୋରାପୁଟ ଓ ମାଲକାନଗିରି ଜିଲ୍ଲାର ବର୍ଷାଜନିତ କ୍ଷୟକ୍ଷତି ଏବଂ ଉପକୂଳ ଓଡ଼ିଶାର ଲଘୁଚାପ ବର୍ଷା ସତର୍କତା ନେଇ ରାଜସ୍ୱ ମନ୍ତ୍ରୀଙ୍କ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ

Sanchar Live by Sanchar Live
September 9, 2024
in ଓଡିଶା
0
କୋରାପୁଟ ଓ ମାଲକାନଗିରି ଜିଲ୍ଲାର ବର୍ଷାଜନିତ କ୍ଷୟକ୍ଷତି ଏବଂ ଉପକୂଳ ଓଡ଼ିଶାର ଲଘୁଚାପ ବର୍ଷା ସତର୍କତା ନେଇ ରାଜସ୍ୱ ମନ୍ତ୍ରୀଙ୍କ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ
0
SHARES
12
VIEWS
FacebookTwitter

ସଂଚାର ବ୍ୟୁରୋ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇଦିନିଆ ସମ୍ବଲପୁର ଗସ୍ତରୁ ଫେରିବା ବେଳେ ସମ୍ବଲପୁରଠାରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସହ କୋରାପୁଟ ଓ ମାଲକାନଗିରି ଜିଲ୍ଲରେ ପ୍ରବଳ ବର୍ଷାଜନିତ କ୍ଷୟକ୍ଷତି ନେଇ ଆଲୋଚନା କରିଛନ୍ତି । ଏଥି ସହିତ ମୁଖ୍ୟମନ୍ତ୍ରୀ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଉପକୂଳବର୍ତ୍ତୀ ଅଞ୍ଚଳରେ ସମ୍ଭାବ୍ୟ ବର୍ଷା ପାଇଁ ନିଆଯାଇଥିବା ସତର୍କତାମୂଳକ ପଦକ୍ଷେପ ବାବଦରେ ମଧ୍ୟ ଆଲୋଚନା କରିଥିଲେ ।

କୋରାପୁଟ ଓ ମାଲକାନଗିରିର ବହୁସ୍ଥାନରେ ବର୍ଷାଜଳ ଯୋଗୁଁ ଯାତାୟତ ବାଧାପ୍ରାପ୍ତ ହୋଇଛି ଏବଂ ସ୍ଥାନୀୟ ଜନସାଧାରଣ ମଧ୍ୟ ପ୍ରଭାବିତ ହୋଇଛନ୍ତି । ଏହି ସମସ୍ୟାର ସମାଧାନ ପାଇଁ ଏସ୍‌ଆର୍‌ସିଙ୍କ ସମେତ ଦୁଇ ଜିଲ୍ଲାର ଜିଲ୍ଲାପାଳଙ୍କୁ ତୁରନ୍ତ ପଦକ୍ଷେପ ନେବା ପାଇଁ ନିର୍ଦ୍ଦେଶ ଦେବା ନିମନ୍ତେ ରାଜସ୍ୱ ମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ କହିଥିଲେ । ଏଥି ସହିତ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଉପକୂଳବର୍ତ୍ତୀ ଅଞ୍ଚଳରେ ଭାରି ବର୍ଷାର ସମ୍ଭାବନା ଥିବାରୁ ଜିଲ୍ଲାପାଳମାନଙ୍କୁ ପ୍ରାକ୍‌ପ୍ରସ୍ତୁତି ସହ ସଜାଗ ରହିବା ପାଇଁ ମୁଖ୍ୟମନ୍ତ୍ରୀ କହିଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ମାଲକାନଗିରିର ସ୍ଥିତି ଅନୁଧ୍ୟାନ କରି ଆବଶ୍ୟକୀୟ ପଦକ୍ଷେପ ନେବା ସହ ଜିଲ୍ଲା ପ୍ରଶାସନକୁ ସହଯୋଗ ଦେବା ପାଇଁ ଅଗ୍ନିଶମ ସେବା ଓ ଗୃହରକ୍ଷୀ ବାହିନୀ ମହାନିର୍ଦ୍ଦେଶକ ସୁଧାଂଶୁ ଷଡ଼ଙ୍ଗୀ ଏବଂ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ ମାଲକାନଗିରି ଅଭିମୁଖେ ଗସ୍ତ କରିଛନ୍ତି ।

Tags: koraputmalkangirimohan majhi
ShareTweetShareSend
Sanchar Live

Sanchar Live

Next Post
ଭାରତରେ ପ୍ରଥମ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ

ଭାରତରେ ପ୍ରଥମ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.