Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ପିଆଇବି ଭୁବନେଶ୍ୱର ଅତିରିକ୍ତ ମହାନିର୍ଦ୍ଦେଶକ ଭାବେ ଦାୟିତ୍ୱ ନେଲେ ଅଖିଳ କୁମାର ମିଶ୍ର

Sanchar Live by Sanchar Live
September 9, 2024
in ଓଡିଶା
0
ପିଆଇବି ଭୁବନେଶ୍ୱର ଅତିରିକ୍ତ ମହାନିର୍ଦ୍ଦେଶକ ଭାବେ ଦାୟିତ୍ୱ ନେଲେ ଅଖିଳ କୁମାର ମିଶ୍ର
0
SHARES
3
VIEWS
FacebookTwitter

ସଂଚାର ବ୍ୟୁରୋ: ପିଆଇବି ଭୁବନେଶ୍ୱର ଅତିରିକ୍ତ ମହାନିର୍ଦ୍ଦେଶକ ଭାବେ ଦାୟିତ୍ୱ ନେଲେ ଅଖିଳ କୁମାର ମିଶ୍ର । ଶ୍ରୀ ମିଶ୍ର ଅତିରିକ୍ତ ପ୍ରେସ୍  ରେଜିଷ୍ଟ୍ରାର ଜେନେରାଲ ଭାବେ କାର୍ଯ୍ୟଭାର ସମ୍ଭାଳିବେ । ଓଡିଶା ସହ ଝାଡଖଣ୍ଡର ଅତିରିକ୍ତ ଦାୟିତ୍ୱ ମଧ୍ୟ ନିର୍ବାହ କରିବେ । ଭାରତୀୟ ସୂଚନା ସେବା ୧୯୯୯ ବ୍ୟାଚର ବରିଷ୍ଠ ଅଧିକାରୀ ଅଖିଳ କୁମାର ମିଶ୍ର କେନ୍ଦ୍ର ଏବଂ ସୂଚନା ପ୍ରସାରଣ ମନ୍ତ୍ରଣାଳୟ ଅଧିନ ପତ୍ର କାର୍ଯ୍ୟାଳୟ ଏବଂ କେନ୍ଦ୍ରୀୟ ସଂଚାର ବ୍ୟୁରୋ ଭୁବନେଶ୍ୱର ଅତିରିକ୍ତ ମହାନିର୍ଦ୍ଦେଶକ ଜେନେରାଲ ଭାବେ ମଧ୍ୟ କାର୍ଯ୍ୟ କରିବେ ।

ତେବେ ଶ୍ରୀ ମିଶ୍ର ଏହାପୂର୍ବରୁ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧିନସ୍ଥ ଆକାଶବାଣୀ ଦୂରଦର୍ଶନ, ଚଳଚ୍ଚିତ୍ର ପ୍ରମାଣନ ବୋର୍ଡ, ପିଆଇବି ଏବଂ ସିବିସି ଆଦି ଗୁରୁତ୍ୱପୂର୍ଣ୍ଣ ବିଭାଗରେ ଦକ୍ଷତାର ସହିତ କାର୍ଯ୍ୟ ସମ୍ପାଦନ କରି ପ୍ରଂଶସିତ ହୋଇଛନ୍ତି । ଜଣେ ଗବେଷକ ଭାବେରେ ସେ ଆମେରିକାରେ ବର୍କଲେ ଓ ମ୍ୟାରିଲାଣ୍ଡ ତଥା ଅଷ୍ଟ୍ରେଲିଆର କୁଇନ୍ସଲାଣ୍ଡ ବିଶ୍ୱବିଦ୍ୟାଳୟ ପରିଭ୍ରମଣ କରିଛନ୍ତି । ସେ ଜଣେ ପ୍ରତିଷ୍ଠିତ କବି ଭାବରେ ସୁପରିଚିତ ଓ ତାଙ୍କର ଅନେକ କାବ୍ୟକୃତି ପାଠକୀୟ ଆଦୃତ ଲାଭ କରିଛି ।

Tags: bhubaneswarpib
ShareTweetShareSend
Sanchar Live

Sanchar Live

Next Post
ଏସସିବିରେ ଦ୍ୱିତୀୟ ଥର ପାଇଁ ହେଲା ଲିଭର ପ୍ରତିରୋପଣ

ଏସସିବିରେ ଦ୍ୱିତୀୟ ଥର ପାଇଁ ହେଲା ଲିଭର ପ୍ରତିରୋପଣ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.