Monday, July 13, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଜାଣନ୍ତୁ ଆଜିର ପେଟ୍ରୋଲ ଏବଂ ଡିଜେଲ ଦର

Sanchar Live by Sanchar Live
July 13, 2026
in ଓଡିଶା
0
ଜାଣନ୍ତୁ ଆଜିର ପେଟ୍ରୋଲ ଏବଂ ଡିଜେଲ ଦର
0
SHARES
28
VIEWS
FacebookTwitter

ଆଜି ପାଇଁ ସ୍ଥିର ରହିଛି ପେଟ୍ରୋଲ କିମ୍ବା ଡିଜେଲ ଦର । ଲଗାତାର କିଛିଦିନ ହେଲାଣି ସ୍ଥିର ରହିଛି ପେଟ୍ରୋଲ କିମ୍ବା ଡିଜେଲ ଦର । ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୯.୨୨ ଟଙ୍କା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୧୦୦.୯୨ ପଇସା ରହିଛି ।

ସେହିପରି ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୧୦୨ ଟଙ୍କା ୧୨ ପଇସା ଓ ଡିଜେଲ ଦର ୯୫ ଟଙ୍କା ୨୦ ପଇସା ହୋଇଛି । ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୧୧ ଟଙ୍କା ୨୧ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୭.୮୩ ଟଙ୍କା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୧୩. ୫୧ ଟଙ୍କା ଥିବାବେଳେ ଡିଜେଲ ଦର ୯୯ ଟଙ୍କା ୮୨ ପଇସା ରହିଛି ।

ଚେନ୍ନାଇରେ ପେଟ୍ରୋଲ ଦର ୧୦୭ ଟଙ୍କା ୭୭ ପଇସା ଥିବା ବେଳେ ଡିଜେଲ ଦାମ ୯୯ ଟଙ୍କା୬୫ ପଇସା ରହିଛି । ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।

 

Tags: dieselpetrol
ShareTweetShareSend
Sanchar Live

Sanchar Live

Next Post
ମେଡିକାଲରେ ଦିଆଯାଉଛି ପୋକରା ଔଷଧ

ମେଡିକାଲରେ ଦିଆଯାଉଛି ପୋକରା ଔଷଧ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଶ୍ରୀମନ୍ଦିର’ ନାମକ ଫ୍ରଡ୍‌ ଆପରେ ଠକୁଛନ୍ତି ସାଇବର ଠକ
  • ମେଡିକାଲରେ ଦିଆଯାଉଛି ପୋକରା ଔଷଧ
  • ଜାଣନ୍ତୁ ଆଜିର ପେଟ୍ରୋଲ ଏବଂ ଡିଜେଲ ଦର
  • ବର୍ଷାରେ ଭିଜିବ ରଥଯାତ୍ରା
  • ଜାଣନ୍ତୁ ବର୍ଷା ଦିନରେ କେତେ ସମୟ AC ଚଲାଇବା ଦରକାର ?

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.