Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ମାଲକାନଗିରି ଜିଲ୍ଲାରେ ବନ୍ୟା ସ୍ଥିତିରେ ଆସିନି ସୁଧାର

Sanchar Live by Sanchar Live
September 10, 2024
in ଓଡିଶା
0
ମାଲକାନଗିରି ଜିଲ୍ଲାରେ ବନ୍ୟା ସ୍ଥିତିରେ ଆସିନି ସୁଧାର
0
SHARES
5
VIEWS
FacebookTwitter

ସଂଚାର ବ୍ୟୁରୋ: ମାଲକାନଗିରି ଜିଲ୍ଲାରେ କମିଛି ବର୍ଷା ହେଲେ ବନ୍ୟା ସ୍ଥିତିରେ ଆସିନି ସୁଧାର। ପୋଟେରୂ ଅଞ୍ଚଳରେ ବନ୍ୟା ପାଣି କମିବାରେ ଲାଗିଛି। ହେଲେ ଏବେ ବି କାଙ୍କୁରୁକୋଣ୍ଡା ଓ କନ୍ୟାଆଶ୍ରମ ପୋଲ ଉପରେ ଆଠ ଫୁଟ ଉଚ୍ଚତାରେ ପାଣି ପ୍ରବାହିତ ହେଉଛି। ମାଲକାନଗିରି ଠାରୁ କାଲିମେଳା ଓ ପଡିଆ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି । ରାସ୍ତାରେ ଅନେକ ଯାନବାହାନ ଅଟକି ରହିଛି । ବନ୍ୟା ଯୋଗୁଁ ପୋଟେରୁ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଛି।ରାସ୍ତାଘାଟ ଭାଙ୍ଗି ଯାଇଥିବା ବେଳେ ଲୋକଙ୍କ ଘରେ ପାଣି ପଶି ଜିନିଷ ପତ୍ର ନଷ୍ଟ ହୋଇଛି । ତମସା ଓ ପାଙ୍ଗାମ ନଦୀ ପୋଲ ଉପରେ ପାଣି କମିବା ପରେ ମାଲକାନଗିରି ଜୟପୁର ମଧ୍ୟରେ ଯୋଗାଯୋଗ ସ୍ବାଭାବିକ ହୋଇଛି ।

Tags: malkangirirain
ShareTweetShareSend
Sanchar Live

Sanchar Live

Next Post
ଆସନ୍ତା ୫ ଦିନ ପ୍ରବଳ ବର୍ଷା

ପ୍ରବଳ ବର୍ଷା ପାଇଁ ୪ଟି ଜିଲ୍ଲାକୁ ସତର୍କତା ଜାରି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ
  • ଆଜି ଦଶମୀ ତିଥିରେ ଚକାବିଜେ କରିବେ ଶ୍ରୀଜୀଉ
  • ଆଜି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିନ
  • ଚିକିତ୍ସା ପାଇଁ ମୁମ୍ବାଇ ଗଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
  • ଆଜି ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.