Saturday, September 12, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଅଗଷ୍ଟ ୧୬ରେ ଡିଜିପି ଖୁରାନିଆଙ୍କ ଅବସର

Sanchar Live by Sanchar Live
July 24, 2026
in ଓଡିଶା
0
ଅଗଷ୍ଟ ୧୬ରେ ଡିଜିପି ଖୁରାନିଆଙ୍କ ଅବସର
0
SHARES
23
VIEWS
FacebookTwitter

ଅଗଷ୍ଟ ୧୬ରେ ଡିଜିପି ଖୁରାନିଆଙ୍କ ଅବସର । ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କୁ ଆସନ୍ତା ଅଗଷ୍ଟ ୧୬ ତାରିଖ ସରକାରୀ ଚାକିରିରୁ ଅବସର ନେବାକୁ ରାଜ୍ୟ ସରକାର ଅନୁମତି ଦେଇଛନ୍ତି । ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି । ୧୯୯୦ ବ୍ୟାଚର ଆଇପିଏସ୍ ଅଧିକାରୀ ଖୁରାନିଆ ୨୦୨୪ ଅଗଷ୍ଟ ୧୬ରେ ଓଡ଼ିଶାର ଡିଜିପି ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ । ରାଜ୍ୟର ସର୍ବୋଚ୍ଚ ପୋଲିସ ଅଧିକାରୀ ଭାବେ ନ୍ୟୁନତମ ଦୁଇ ବର୍ଷର କାର୍ଯ୍ୟକାଳ ପୂରଣ କରିବା ପାଇଁ ତାଙ୍କ କାର୍ଯ୍ୟକାଳକୁ ୧୬ ଅଗଷ୍ଟ ପର୍ଯ୍ୟନ୍ତ ବଢ଼ାଯାଇଥିଲା । ଖୁରାନିଆ ଓଡ଼ିଶାର ନୟାଗଡ଼, ଯାଜପୁର, ଗଞ୍ଜାମ, ମୟୂରଭଞ୍ଜ ଓ ରାଉରକେଲାରେ ଏସ୍ ପି ଭାବେ କାର୍ଯ୍ୟ କରିଥିବାବେଳେ ଭୁବନେଶ୍ୱର-କଟକ ପୋଲିସ କମିଶନର, ଆଇଜି ଅପରେସନ ଓ ଭିଜିଲାନ୍ସର ସ୍ପେଶାଲ୍ ଡାଇରେକ୍ଟର ଭଳି ଗୁରୁତ୍ୱପୂର୍ଣ୍ଣ ପଦରେ ମଧ୍ୟ ଦାୟିତ୍ୱ ସମ୍ଭାଳିଛନ୍ତି । BSFର ବିଭିନ୍ନ ଉଚ୍ଚ ପଦବୀରେ କାର୍ଯ୍ୟ କରିଥିବା ଖୁରାନିଆ ରାଜ୍ୟପାଳ ପଦକ, ପୋଲିସ ମେଡାଲ୍ ଫର୍ ମେରିଟୋରିଅସ୍ ସର୍ଭିସ୍, ରାଷ୍ଟ୍ରପତି ପୋଲିସ ପଦକ, ଅତି ଉତ୍କୃଷ୍ଟ ସେବା ପଦକ ସହ ଅନେକ ସମ୍ମାନରେ ସମ୍ମାନିତ ହୋଇଛନ୍ତି ।

ସେପଟେ ୟୁପିଏସସି ପକ୍ଷରୁ ଆସିବାକୁ ଥିବା ୩ ଜଣିଆ ତାଲିକା ଉପରେ ସମସ୍ତଙ୍କ ନଜର ରହିଛି । ବରିଷ୍ଠତା ଓ ପ୍ରଶାସନିକ ଦକ୍ଷତା ଦୃଷ୍ଟିରୁ ୧୯୯୦ ବ୍ୟାଚ୍‌ର ସୁଧାଂଶୁ ଷଡ଼ଙ୍ଗୀ, ୧୯୯୨ ବ୍ୟାଚ୍‌ର ସୁଶାନ୍ତ କୁମାର ନାଥ ଏବଂ ଆର.ପି. କୋଚେଙ୍କ ନାମ ପରବର୍ତ୍ତୀ ଡିଜିପି ରେସ୍‌ରେ ସବୁଠାରୁ ଆଗରେ ରହିଥିବା ସୂଚନା ମିଳିଛି । ୟୁପିଏସସି ସୁପାରିଶ ପାଇବା ପରେ ରାଜ୍ୟ ସରକାର ନୂଆ ପୋଲିସ ମୁଖ୍ୟଙ୍କ ନାମ ଆନୁଷ୍ଠାନିକ ଭାବେ ଘୋଷଣା କରିବେ।

Tags: police dgY. B khurania
ShareTweetShareSend
Sanchar Live

Sanchar Live

Next Post
ଆଫଗାନିସ୍ତାନ ବିପକ୍ଷରେ ଭାରତରେ ଭ୍ରମଣକାରୀ ଦଳ ସାଜିବ ଟିମ ଇଣ୍ଡିଆ

ଆଫଗାନିସ୍ତାନ ବିପକ୍ଷରେ ଭାରତରେ ଭ୍ରମଣକାରୀ ଦଳ ସାଜିବ ଟିମ ଇଣ୍ଡିଆ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କାହିଁକି ଭାଇରାଲ ୮୦ ଦଶକର ଫଟୋ? ଆପଣ ଵି ଏମିତି କରନ୍ତୁ…
  • କେନାଲରେ ଭାସିଯାଇ ଭାଇ-ଭଉଣୀ ମୃତ
  • BRICS ସମ୍ମିଳନୀ ପାଇଁ ଦିଲ୍ଲୀରେ ପହଞ୍ଚିଲେ ସି ଜିନପିଙ୍ଗ
  • ଆଜିଠୁ ୪ ଦିନ ବ୍ୟାଙ୍କ ଛୁଟି
  • ଓଡ଼ିଆ ସାମ୍ବାଦିକତାରୁ କମୁଛି Gen-Z ଙ୍କ ଆଗ୍ରହ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.