Saturday, August 22, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ନବୀନଙ୍କୁ ଭେଟିଲା ବିଜେଡି ପୋଲାଭରମ ଟିମ

Sanchar Live by Sanchar Live
September 10, 2024
in ଓଡିଶା
0
ନବୀନଙ୍କୁ ଭେଟିଲା ବିଜେଡି ପୋଲାଭରମ ଟିମ
0
SHARES
11
VIEWS
FacebookTwitter

ସଂଚାର ବ୍ୟୁରୋ: ପୋଲାଭରମ ପ୍ରକଳ୍ପକୁ ସବୁସ୍ତରରେ ବିରୋଧ କରାଯିବ ଏବଂ ଜୋରଦାର ବିରୋଧ କରାଯିବ । ଆଦିବାସୀ ଭାଇ ଭଉଣୀଙ୍କ ହକ ପାଇଁ ବିଜେଡିର ଲଢ଼େଇ ଜାରି ରହିବ ବୋଲି ଦୃଢକଣ୍ଠରେ ଘୋଷଣା କରିଛନ୍ତି ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ । ଆଜି ବିଜୁ ଜନତା ଦଳର ପୋଲାଭରମ ଟିମ ଗ୍ରାଉଣ୍ଡରୁ ସ୍ଥିତି ସମୀକ୍ଷା କରି ରିପୋର୍ଟ ପ୍ରଦାନ କରିବା ପରେ ଏହା କହିଛନ୍ତି ନବୀନ ପଟ୍ଟନାୟକ । ନିର୍ମାଣାଧୀନ ପ୍ରକଳ୍ପର ଓଡିଶା ପଟର ବାସ୍ତବ ସ୍ଥିତି ସଂପର୍କରେ ନବୀନଙ୍କୁ ଅବଗତ କରାଇଛି ବିଜେଡିର ପୋଲାଭରମ ଟିମ । ଏହି ପ୍ରକଳ୍ପ ଦ୍ୱାରା ମାଲକାନଗିରିର ମୋଟୁ ପଞ୍ଚାୟତ ସମେତ କାଲିମେଳା ଓ ପଡ଼ିଆ ବ୍ଲକର ୨୩୬ଟି ଗାଁର ଲୋକମାନେ କ୍ଷତିଗ୍ରସ୍ତ ହେବେ । ସେମାନଙ୍କର ଭିଟାମାଟି ଓ ଜୀବିକା ଉଜୁଡି ଯିବ । ମାଲକାନଗିରି ଜିଲ୍ଲାରେ ସାଧାରଣତଃ ଅଧିକ ବର୍ଷା ହୋଇଥାଏ । ତେଣୁ ଏ ପ୍ରକଳ୍ପ ପରିସ୍ଥିତିକୁ ଆହୁରି ଜଟିଳ କରିବ ବୋଲି ପ୍ରତିନିଧି ଦଳ ନବୀନଙ୍କୁ ରିପୋର୍ଟ ଦେଇଛନ୍ତି । ରିପୋର୍ଟ ପାଇଲା ପରେ ପ୍ରକଳ୍ପକୁ ପାର୍ଲିଆମେଣ୍ଟଠାରୁ ଆରମ୍ଭ କରି ବିଧାନସଭା ତଥା ପଞ୍ଚାୟତସ୍ତରରେ ଦୃଢ଼ ବିରୋଧ କରିବା ପାଇଁ ନବୀନ ଆହ୍ବାନ ଦେଇଛନ୍ତି । ଆଦିବାସୀ ଭାଇଭଉଣୀମାନଙ୍କ ସ୍ୱାର୍ଥର ସୁରକ୍ଷା ପାଇଁ ବିଜୁ ଜନତା ଦଳ ସବୁ ବେଳେ ପ୍ରାଥମିକତା ଦେଇଆସିଛି । ଆଦିବାସୀ ଭାଇଭଉଣୀମାନଙ୍କ ହକ ପାଇଁ ବିଜୁ ଜନତା ଦଳ ତାର ଲଢ଼େଇ ଜାରି ରଖିବ ବୋଲି ନବୀନ କହିଛନ୍ତି । ଏହି ଅବସରରେ ପୋଲାଭରମ ଟିମର ଅଧ୍ଯକ୍ଷ ଦେବୀ ପ୍ରସାଦ ମିଶ୍ରଙ୍କ ସମେତ ସାଂସଦ ମୁନ୍ନା ଖାଁ, ବିଧାୟକ ମନୋହର ରନ୍ଧାରୀ, ପୂର୍ବତନ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, ପୂର୍ବତନ ବିଧାୟକ ଝିନ ହିକକା, ଭ୍ରୁଗୁ ବକ୍ସିପାତ୍ର, ପୂର୍ବତନ ସାଂସଦ ପ୍ରଦୀପ ମାଝୀ ଓ ବିଜେଡିର ମିଡିଆ ସଂଯୋଜକ ପ୍ରିୟବ୍ରତ ମାଝୀ ପ୍ରମୁଖ ଉପସ୍ଥିତ ଥିଲେ ।

Tags: bjdpolabharam team
ShareTweetShareSend
Sanchar Live

Sanchar Live

Next Post
ଠକାମୀରେ ପଡ଼ିଲା ସ୍ବାମୀ, ଚତୁର୍ଥୀରେ ଘରେ କଳାକନା ବୁଲାଇ ଚାଲିଗଲା ସ୍ତ୍ରୀ

ଠକାମୀରେ ପଡ଼ିଲା ସ୍ବାମୀ, ଚତୁର୍ଥୀରେ ଘରେ କଳାକନା ବୁଲାଇ ଚାଲିଗଲା ସ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ନୋ-ବଲର ଇତିହାସ: ଯେବେ ଗୋଟିଏ ମ୍ୟାଚରେ ପଡ଼ିଥିଲା ୧୦୩…
  • ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି
  • କ୍ୟାବିନେଟ୍ ନିଷ୍ପତ୍ତିର ତ୍ୱରିତ କାର୍ଯ୍ୟାନ୍ୱୟନ ଉପରେ ସରକାରଙ୍କ ଗୁରୁତ୍ୱ
  • ଜାଣନ୍ତୁ କେଉଁ ଦିନ ବାନ୍ଧିବେ ରାକ୍ଷୀ?
  • LPG ଉପଭୋକ୍ତା ଜାଣିରଖ କାହିଁକି ଜରୁରୀ e-KYC?

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.