Saturday, May 2, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ବିଧାନସଭାରେ ପାରିତ ହେଲା ବ୍ୟୟ ମଞ୍ଜୁରୀ ବିଲ୍

Sanchar Live by Sanchar Live
September 10, 2024
in ଓଡିଶା
0
ବିଧାନସଭାରେ ପାରିତ ହେଲା ବ୍ୟୟ ମଞ୍ଜୁରୀ ବିଲ୍
0
SHARES
7
VIEWS
FacebookTwitter

ସଂଚାର ବ୍ୟୁରୋ: ବିଧାନସଭାରେ ପାରିତ ହେଲା ବ୍ୟୟ ମଞ୍ଜୁରୀ ବିଲ୍ । ଜୁଲାଇ 25 ରେ 2 ଲକ୍ଷ 65 ହଜାର କୋଟି ଟଙ୍କାର ବଜେଟ୍ ଉପସ୍ଥାପନ କରିଥିଲେ ଅର୍ଥ ମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆଜି ବ୍ୟୟ ମଞ୍ଜୁରୀ ବିଲ୍ ଆଲୋଚନାରେ ଭାଗ ନେଇ ମୁଖ୍ୟମନ୍ତ୍ରୀ କହିଥିଲେ, କେନ୍ଦ୍ର ସରକାରଙ୍କ ଖଣି ରାଜସ୍ୱ ନୀତି ଯୋଗୁ ଓଡିଶା ରାଜସ୍ୱ ବଳକା ରାଜ୍ୟ ହୋଇଥିଲା ।  ଓଡିଶାର ଚାଷୀଙ୍କ ଆୟ ଅନ୍ୟ ରାଜ୍ୟ ତୁଳନାରେ କାହିଁକି ଏତେ କମ ବୋଲି ପ୍ରଶ୍ନ କଲେ ମୁଖ୍ୟମନ୍ତ୍ରୀ  । ଏହା କଣ ପୂର୍ବ ସରକାରଙ୍କ ରାଜସ୍ୱ ବଳକା ରାଜ୍ୟର ଥିଓରି ? ଧାନର କୁଇଣ୍ଟାଲ ପିଛା ୩୧୦୦ ଟଙ୍କା କରିବାକୁ ନିଷ୍ପତ୍ତି ନେଇ ସାରିଛୁ  ।

ଆସନ୍ତା ୧୭ ତାରିଖରେ ପ୍ରଧାନମନ୍ତ୍ରୀ ଗହଣରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରାଯିବ । ରାଜ୍ୟର ଶେଷ ହିତାଧିକାରୀ ଯେମିତି ସୁଭଦ୍ରା ଯୋଜନାରୁ ଲାଭ ପାଇ ପାରିବେ ତାହା ମୁଁ ନିଜେ ତଦାରଖ କରିବି । ଆଜି ମୁଁ ବିଧାନସଭାର ପବିତ୍ର ଗୃହରୁ ମା’ ମାନଙ୍କୁ ପ୍ରତିଶ୍ରୁତି ଦେଉଛି । ଗତ ୫ ବର୍ଷ ଧରି ରାଜ୍ୟରେ 5-T ରୂପାନ୍ତରଣ ନାଁ ନାଟକ ଚାଲିଲା  ।

ଆଜି ବିଭିନ୍ନ ସ୍ଥାନକୁ ଗଲେ ରୂପାନ୍ତରଣର ରଙ୍ଗ ଦେଖା ଯାଉଛି  । ଏ ସବୁର ହିସାବ ନିକାସ ହେବ । କାହାକୁ ଛଡା ଯିବ ନାହିଁ । ତତ୍କାଳୀନ ସରକାର ସମୟରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ରାଜ୍ୟରେ ଭୁଶୁଡି ପଡ଼ିଛି । ଆମ ସରକାର ପ୍ରାଥମିକ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ କରିବା ପାଇଁ ପ୍ରତି ପଂଚାୟତରେ ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା କରିବା ପାଇଁ ନିଷ୍ପତ୍ତି ନିଆଯିବ ।

Tags: billodisha assembly
ShareTweetShareSend
Sanchar Live

Sanchar Live

Next Post
ନଜର ପକାନ୍ତୁ ଆଜିର ରାଶିଫଳ ଉପରେ..

ନଜର ପକାନ୍ତୁ ଆଜିର ରାଶିଫଳ ଉପରେ..

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଶିଳପୁଆରେ ଛେଚି ବାପାଙ୍କୁ ହତ୍ୟା କଲା ପୁଅ
  • ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀର ପ୍ରଭାବ
  • ଡରିଗଲେ କି? କ’ଣ ପାଇଁ ବାଜୁଛି ମୋବାଇଲରେ ଆଲାର୍ମ?
  • ଫଳାଫଳ ପୂର୍ବରୁ ଦିଦିଙ୍କୁ ବଡ଼ ଝଟକା
  • ଆଜି ମୁମ୍ବାଇ- ଚେନ୍ନାଇ ଟକ୍କର

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.