Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ନଜର ପକାନ୍ତୁ ଆଜିର ରାଶିଫଳ ଉପରେ..

Sanchar Live by Sanchar Live
September 11, 2024
in ଜୀବନ ଶୈଳୀ
0
ନଜର ପକାନ୍ତୁ ଆଜିର ରାଶିଫଳ ଉପରେ..
0
SHARES
6
VIEWS
FacebookTwitter

ମେଷ: ଅନୁଭୂତିରୁ ଉତ୍ପନ୍ନ ଜ୍ଞାନ ଆପଣଙ୍କୁ ଗରିମାମୟ କରିପାରେ। କୃଷକଙ୍କ ନେତୃତ୍ବ ନେଇ ଚଳିତ ଖରିଫ ଫସଲରୁ ଅଧିକ ଉତ୍ପାଦନ ପାଇଁ ବୈଷୟିକ ତାଲିମ ନେଇପାରନ୍ତି। ଯାନବାହନ ସୁଖ ମିଳିବ। ବୃଷ: ଈଶ୍ବର ଭକ୍ତିରେ ଶକ୍ତିସମ୍ପନ୍ନ ହୋଇ ପରମ କଲ୍ୟାଣୀୟ ମାର୍ଗରେ ମାର୍ଗୀ ହେବେ। ଅନୁଜମାନଙ୍କ ଭକ୍ତିଭାଜନ ହେବେ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ୍‌ ହେବେ।ନିର୍ଭରଶୀଳ ନ ହୋଇ ଏକାକୀ ବିଜୟୀ ହେବେ।

ମିଥୁନ: ଶ୍ରୀତ କମଳା ପାଦପଦ୍ମଧ୍ୟାୟୀ ବାଣିଜ୍ୟ କାରବାରରୁ ଧନ ଆହରଣ କରିବାରେ ପାରଙ୍ଗମ ହେବେ। ଆଚରଣରେ ଭଦ୍ରତା ଓ ଉଚ୍ଚାରଣରେ ମଧୁରତା ଯୋଗଁୁ ଜନସାଧାରଣଙ୍କ ପ୍ରିୟପାତ୍ର ହୋଇପାରନ୍ତି। କର୍କଟ: ଶ୍ରୀଚନ୍ଦ୍ର ଭୋଗ ହେତୁ ପୂର୍ବାହ୍ଣରେ ବିଭୁ ଆଶୀର୍ବାଦ ଓ ପ୍ରଭୁ ପ୍ରସାଦ ପାଇଥିବାବେଳେ ଅପହରାହ୍ଣରେ ପରିବାର ଓ ନିମନ୍ତ୍ରିତ ଅତିଥିମାନଙ୍କୁ ସ୍ନେହାଶିଷ ଦେଇପାରନ୍ତି। ଭୋଗ ଭିତରେ ତ୍ୟାଗକୁ ଗ୍ରହଣ କରିବେ।

ସିଂହ: ଓଁର ଚିନ୍ତନ ଓ ମନନରେ ବ୍ରତୀ ହୋଇପାରନ୍ତି। ବାତ୍ସଲ୍ୟ ମମତାରେ ଉଦ୍‌ବୁଦ୍ଧ ହୋଇ ନିଜର ଆଶ୍ରିତ ଓ ଅନୁଗତମାନଙ୍କର ଜୀବନକୁ ମଧୁମୟ କରିପାରନ୍ତି। ନିଜ ପ୍ରତି କଠୋର ଓ ଅନ୍ୟ ପ୍ରତି କୋମଳ ହେବେ।

କନ୍ୟା:ଆୟୁଷ୍ମାନ୍‌ ହେବେ। ଜୀବନର ସମ୍ମୋହନ ମହାପ୍ରଭୁଙ୍କ ଶରଣାଗତ ହେବେ। ଚେଷ୍ଟା ଫଳବତୀ ହେବ। ଧୀ’ଶକ୍ତିସମ୍ପନ୍ନ ହେବେ। ସରକାରୀ ସ୍ତରରୁ ଅର୍ଥ ସହିତ ସମ୍ମାନ ପ୍ରାପ୍ତିର ସୂଚନା ମିଳୁଛି। କର୍ମଠ ହେବେ।

ତୁଳା: ଈପ୍‌ସିତ ପଦାର୍ଥ ପ୍ରାପ୍ତିର ସୁଯୋଗ ଅଛି। ଚେତନାର ଉଳ ପ୍ରଦୀପ ହୋଇପାରନ୍ତି। ମାନବବାଦର ଚେତନାକୁ ଉପସ୍ଥାପନ କରି ସମର୍ପିତ ଜୀବନଯାପନ କରିବେ। କର୍ମକ୍ଷେତ୍ରରୁ ଯଥାର୍ଥ ପାରିତୋଷିକ ପାଇବେ।

ବିଛା:ପରୋପକାର କରି କୃପାନିଧାନଙ୍କ କୃପାପାତ୍ର ହେବେ। ଭୋଗୀ ହେଲେ ବି ସେହି ଭୋଗ ଭିତରେ ତ୍ୟାଗ ଓ ସୃଜନଶୀଳତା ମଧ୍ୟ ରହିଛି। ଅନ୍ୟମନସ୍କ ନ ହୋଇ ମନକୁ ସ୍ଥିର ରଖିଲେ ସବୁ ସାଧ୍ୟ ହେବ।

ଧନୁ: ଧୈର୍ଯ୍ୟ ଓ ସାହସ ସଞ୍ଚୟ କରି ଆକସ୍ମିକ ବିପଦକୁ ଏଡ଼ାଇ ଦେଇ ପାରନ୍ତି। ସଶକ୍ତ ଆତ୍ମବଳରେ ବଳୀୟାନ୍‌ ହେବେ। ପାପତାପ ପରିହାରକ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ଜୀବନ ବିତାଇବେ।

ମକର: ଦିନଟି ଶିବମୟ ହୋଇପାରେ। ଧର୍ମ ଧ୍ବଜାଧାରୀର ଅଭିନୟ କରିପାରନ୍ତି। ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ବ୍ୟବସାୟ ଅତ୍ୟନ୍ତ ଲାଭଦାୟକ ହୋଇପାରେ। ପତ୍ନୀଙ୍କ ଉପଦେଶ ଗ୍ରହଣୀୟ ହେବ।

କୁମ୍ଭ:କର୍ମଚଞ୍ଚଳ ରହିବେ। ଅଧ୍ୟବସାୟରେ ମଗ୍ନ ରହିବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସେବା ଓ ପରୋପକାରକୁ ଜୀବନର ବ୍ରତଭାବେ ଗ୍ରହଣ କରି ଲୋକଙ୍କ ପ୍ରଶଂସାଭାଜନ ହେବେ। ସୁସ୍ଥ ରହିବେ।

ମୀନ: ପାଇବାକୁ ଥିବା ଧନରେ ଭଣ୍ଡାର ସମ୍ପ୍ରସାରିତ କରିପାରନ୍ତି। ସ୍ବକାର୍ଯ୍ୟରେ ନିଷ୍ଠାପର ଓ ନିରବଚ୍ଛିନ୍ନ ଭାବେ ମନୋନିବେଶ କଲେ ଧନ ସହିତ ସମ୍ମାନ ଆପେ ଆପେ ଆସିଯିବ। ତେଜୀୟାନ ଓ ଜ୍ଞାନୀ ହେବେ।

Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
ଭିଜିଲାନ୍ସ ଜାଲରେ ଭଞ୍ଜନଗର ଜଳ ସମ୍ପଦ ବିଭାଗର ସହକାରୀ ଯନ୍ତ୍ରୀ

ଭିଜିଲାନ୍ସ ଜାଲରେ ଭଞ୍ଜନଗର ଜଳ ସମ୍ପଦ ବିଭାଗର ସହକାରୀ ଯନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.